• Latest
  • Trending
କଂଗ୍ରେସରେ ଆମୂଳଚୁଳ ପରିବର୍ତ୍ତନ: କଂଗ୍ରେସ ବିଧାନସଭା ଦଳର ନେତା ହେଲେ ରାମଚନ୍ଦ୍ର କାଡାମ

କଂଗ୍ରେସରେ ଆମୂଳଚୁଳ ପରିବର୍ତ୍ତନ: କଂଗ୍ରେସ ବିଧାନସଭା ଦଳର ନେତା ହେଲେ ରାମଚନ୍ଦ୍ର କାଡାମ

Jul-21-2024 02:46 PM IST
ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

Oct-22-2025 10:04 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-22-2025 09:54 AM IST
ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

Oct-22-2025 09:39 AM IST

ଆସୁଛି ବଡ଼ ବାତ୍ୟା, ସପ୍ତାହେ ଧରି ଛେଚିବ- କାଚିବ

Oct-21-2025 07:32 PM IST
ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

Oct-21-2025 05:15 PM IST
ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

Oct-21-2025 04:38 PM IST
ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

Oct-21-2025 04:08 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

Oct-21-2025 03:37 PM IST
ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

Oct-21-2025 01:20 PM IST
ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

Oct-21-2025 12:39 PM IST
  • About
  • Careers
  • Contact Us
Wednesday, October 22, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

କଂଗ୍ରେସରେ ଆମୂଳଚୁଳ ପରିବର୍ତ୍ତନ: କଂଗ୍ରେସ ବିଧାନସଭା ଦଳର ନେତା ହେଲେ ରାମଚନ୍ଦ୍ର କାଡାମ

by M M
Jul-21-2024 02:46 PM IST
in ବଡ଼ ଖବର, ବିଶେଷ, ରାଜନୀତି, ରାଜ୍ୟ
0
କଂଗ୍ରେସରେ ଆମୂଳଚୁଳ ପରିବର୍ତ୍ତନ: କଂଗ୍ରେସ ବିଧାନସଭା ଦଳର ନେତା ହେଲେ ରାମଚନ୍ଦ୍ର କାଡାମ
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ବର:  ଏଆଇସିସି ପକ୍ଷରୁ ଓଡ଼ିଶା କଂଗ୍ରେସର ସମସ୍ତ କମକିଟିକୁ ଭାଙ୍ଗି ଦିଆଯାଇଛି । ପିସିସିର ସବୁ ପଦାଧିକାରୀଙ୍କୁ ବାଦ୍ ଦିଆଯାଇଛି ।  ଓଡିଶା ବିଧାନସଭାରେ କଂଗ୍ରେସ ବିଧାନସଭା ଦଳର ନେତା ଭାବେ ରାମଚନ୍ଦ୍ର କାଡାମଙ୍କୁ ନୂଆ ଦାୟିତ୍ବ ମିଳିଛି। କାଡାମ ପଟାଙ୍ଗୀ ବିଧାନସଭା ଆସନରୁ ୩ ଥର ବିଜୟୀ ହୋଇଛନ୍ତି। ସେହିପରି ଉପନେତା ଭାବେ ଅଶୋକ ଦାସ ଏବଂ ମୁଖ୍ୟ ସଚେତକ ଭାବେ ଅବସରପ୍ରାପ୍ତ ଲେଫ୍ଟନାଣ୍ଟ କର୍ଣ୍ଣେଲ ଡ.ରାଜନ ଏକ୍କାଙ୍କୁ ନିଯୁକ୍ତ କରିଛନ୍ତି। ଏନେଇ ଏଆଇସିସି ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।

ଜିଲ୍ଲା, ବ୍ଲକ୍ ଓ ମଣ୍ଡଳ ସ୍ତରର କମିଟି, ସମସ୍ତ ଛାମୁଆ (ମହିଳା, ଯୁବ, ଛାତ୍ର, ସେବାଦଳ) ସଂଗଠନ ଏବଂ ସେଲ୍ ଗୁଡ଼ିକୁ ଭଙ୍ଗ କରାଯାଇଛି । ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ପଦବୀର ହଟାଇ ଦିଆଯାଇଛି । ଏଥିସହ କେବଳ ପିସିସି ସଭାପତିମାନେ କାମଚନା ଦାୟିତ୍ୱରେ ରହିବେ ବୋଲି ଏଆଇସିସି ପକ୍ଷରୁ ଜାରି ବିଜ୍ଞପ୍ତିରେ ଦର୍ଶାଯାଇଛି । କଂଗ୍ରେସ ବିଧାୟକ ଦଳର ନେତା ଭାବେ ବିଧାୟକ ରାମଚନ୍ଦ୍ର କାଡ଼ାମଙ୍କୁ ନିଯୁକ୍ତ କରାଯାଇଛି । ଏ ନେଇ ଏଆଇସିସି ପକ୍ଷରୁ ଘୋଷଣା କରାଯାଇଛି । ଅଶୋକ ଦାସ କଂଗ୍ରେସ ବିଧାୟକ ଦଳର ଉପନେତା । ସିଏସ୍ ରାଜନ କଂଗ୍ରେସ ବିଧାୟକ ଦଳର ମୁଖ୍ୟ ସଚେତକ ବୋଲି ଏଆଇସିସି ପକ୍ଷରୁ ଘୋଷଣା କରାଯାଇଛି ।

Share196Tweet123
M M

M M

ଆଜିର ପାଗ

Bhubaneswar
October 22, 2025, 11:19 AM
 

ENE
Mainly clear
32°C
3.7 m/s
Apparent: 32°C
Pressure: 1011 mb
Humidity: 93%
Winds: 3.7 m/s ENE
Windgusts: 8 m/s
UV-Index: 0
Precip.: 0mm /18% / Rain
Sunrise: 5:44 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

October 22, 2025
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

October 22, 2025
ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

October 22, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom