• Latest
  • Trending

ହସପିଟାଲରେ ସୁରକ୍ଷା ବ୍ୟବସ୍ଥା କଡାକଡି କରିବାକୁ କହିଲେ ସୁପ୍ରିମକୋର୍ଟ

Aug-21-2024 04:06 PM IST
ନବୀନ କହିଲେ ସଂତୃପ୍ତଙ୍କୁ ଦେଲି, ବିବେକ କହିଲା ଦିଲ୍ଲୀପଙ୍କୁ  ଦେଲି

ନବୀନ କହିଲେ ସଂତୃପ୍ତଙ୍କୁ ଦେଲି, ବିବେକ କହିଲା ଦିଲ୍ଲୀପଙ୍କୁ ଦେଲି

Mar-19-2026 05:04 PM IST
ଏଥର ଅଲଗା ଶୈଳୀରେ ପ୍ରକାଶ ପାଇବ ଦଶମ ବୋର୍ଡ ରେଜଲ୍ଟ

ଏଥର ଅଲଗା ଶୈଳୀରେ ପ୍ରକାଶ ପାଇବ ଦଶମ ବୋର୍ଡ ରେଜଲ୍ଟ

Mar-19-2026 04:10 PM IST
ନିଜ ଛାଇକୁ ବି ଏବେ ସନ୍ଦେହ କରୁଛନ୍ତି ଟ୍ରମ୍ପ

ନିଜ ଛାଇକୁ ବି ଏବେ ସନ୍ଦେହ କରୁଛନ୍ତି ଟ୍ରମ୍ପ

Mar-19-2026 02:55 PM IST
ମୁଁ ସିଧା କହୁଛି, ପ୍ରତିଶୋଧ ନେବା ପାଇଁ ସ୍ୱାଧୀନ ପ୍ରାର୍ଥୀଙ୍କୁ ଭୋଟ୍‌ ଦେଇଛି

ମୁଁ ସିଧା କହୁଛି, ପ୍ରତିଶୋଧ ନେବା ପାଇଁ ସ୍ୱାଧୀନ ପ୍ରାର୍ଥୀଙ୍କୁ ଭୋଟ୍‌ ଦେଇଛି

Mar-19-2026 02:30 PM IST
କ୍ରସ ଭୋଟିଂ ପରେ ବିଜେଡିକୁ ବିଧାୟକ ଦେବୀରଂଜନଙ୍କ ଚ୍ୟାଲେଞ୍ଜ

କ୍ରସ ଭୋଟିଂ ପରେ ବିଜେଡିକୁ ବିଧାୟକ ଦେବୀରଂଜନଙ୍କ ଚ୍ୟାଲେଞ୍ଜ

Mar-19-2026 01:29 PM IST
https://odisha.newsroom.in/

ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ

Mar-18-2026 04:14 PM IST
https://odisha.newsroom.in/

କଟକ ବଡ ମେଡିକାଲ ନିଆଁକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ

Mar-18-2026 03:22 PM IST
କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

Mar-17-2026 05:13 PM IST
ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

Mar-16-2026 11:47 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Mar-16-2026 11:40 AM IST
  • About
  • Careers
  • Contact Us
Friday, March 20, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ହସପିଟାଲରେ ସୁରକ୍ଷା ବ୍ୟବସ୍ଥା କଡାକଡି କରିବାକୁ କହିଲେ ସୁପ୍ରିମକୋର୍ଟ

ଦାୟିତ୍ବ ନେବ ସିଆଇଏସ୍‌ଏଫ୍‌

by M M
Aug-21-2024 04:06 PM IST
in ଦେଶ ବିଦେଶ
0
491
SHARES
1.4k
VIEWS
Share on FacebookShare on Twitter

କୋଲକାତା ଡାକ୍ତର ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ଜୋର ଧରୁଛି ରାଜନୀତି । କାହିଁକି ଫେଲ ମାରିଲା ସୁରକ୍ଷା ବ୍ୟବସ୍ଥା । କିପରି ଘଟିଲା ଏତେବଡ଼ ଅଘଟଣ । ଏଥିପାଇଁ କାହାକୁ ଦାୟୀ କରାଯିବ । ସୁରକ୍ଷା ବ୍ୟବସ୍ଥାକୁ ନେଇ ସମସ୍ତେ ଦେଉଛନ୍ତି ଦୋଷ । ଆର୍‌ଜି କର ହସ୍ପିଟାଲରୁ ହଟିଛି ପୁଲିସ, ଦାୟିତ୍ବ ନେଇଛି ସିଆଇଏସ୍‌ଏଫ୍‌ । ଏହି ଘଟଣାକୁ ଦୁଇସପ୍ତାହ ଅତିକ୍ରାନ୍ତ ହେବାକୁ ଯାଉଛି । ଅମାନବୀୟ ଘଟଣାକୁ ନେଇ କୋଲକତା ସହ  ସାରା ଦେଶରେ ଉଦବେଗ ଓ ଅଶାନ୍ତି, ଆନ୍ଦୋଳନ ଦେଖାଦେଇଛି । ଡାକ୍ତରଙ୍କ ଆନ୍ଦୋଳନ ରୋଗୀ ଚିକିତ୍ସା କ୍ଷେତ୍ରକୁ ଯଥେଷ୍ଟ ଭାବେ ପ୍ରଭାବିତ କରିଛି। ମହିଳା ଡାକ୍ତରଙ୍କ ପରିବାର କେବଳ ନ୍ୟାୟ ଚାହୁଁନାହାଁନ୍ତି ସମସ୍ତେ ଏନେଇ ସୁରକ୍ଷା ଚାହୁଁଛନ୍ତି ।

ତେବେ ଏହି ମାମଲାକୁ ନେଇ ସୁପ୍ରିମକୋର୍ଟ ମମତାଙ୍କ ସରକାରକୁ ଫଟକାର ଲଗାଇଛନ୍ତି । ଡାକ୍ତର, ନର୍ସ ଏବଂ ଅନ୍ୟାନ୍ୟ ସେବାକର୍ମୀଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ନିର୍ଦେଶ ଦେଇଛନ୍ତି ।  ଟାସ୍କଫୋର୍ସ ଗଠନ କରି ଡାକ୍ତରମାନଙ୍କୁ  ସୁରକ୍ଷା ଯୋଗାଇ ଦେବାକୁ କହିଛନ୍ତି । ମହିଳା ଡାକ୍ତର ଦୁଷ୍କର୍ମ ଏବଂ ହତ୍ୟା ଘଟଣାକୁ ବଡ଼ ଘଟଣା କହିଛନ୍ତି । କୋଲକାତା ପୁଲିସ ଠାରୁ ଆରମ୍ଭ କରି ହସ୍ପିଟାଲ କର୍ତ୍ତୃପକ୍ଷ ଏବଂ ପଶ୍ଚିମବଙ୍ଗ ସରକାରଙ୍କୁ ଦୋଷ ଦେଇଛନ୍ତି ।  ଏହା ସହ ହସ୍ପିଟାଲର ସୁରକ୍ଷା ଦାୟିତ୍ବ କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (ସିଆଇଏସଏଫ୍‌) ହାତରେ ଦେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ହସ୍ପିଟାଲରେ ଡାକ୍ତର ଏବଂ ମହିଳା କର୍ମୀଙ୍କୁ ସୁରକ୍ଷା ଦେବାକୁ ସୁପ୍ରିମକୋର୍ଟ କହିଛନ୍ତି। ଏଥିପାଇଁ ଜାତୀୟ ସ୍ତରରେ ଏକ ସୁରକ୍ଷା ବ୍ୟବସ୍ଥା (ନ୍ୟାସନାଲ ପ୍ରୋଟୋକଲ) ଗ୍ରହଣ କରାଯିବା ସହିତ ପ୍ରଶିକ୍ଷଣକାରୀ ଡାକ୍ତର, ରେସିଡେଣ୍ଟ ଏବଂ ନନ୍‌ ରେସିଡେଣ୍ଟ ଡାକ୍ତରମାନଙ୍କୁ କିଭଳି ସୁରକ୍ଷା ଯୋଗାଇ ଦିଆଯିବ ତାହାର ବ୍ୟବସ୍ଥା କରାଯିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି।

 

ରାତି ୧୦ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ଡାକ୍ତରମାନଙ୍କ ପାଇଁ ଯାନ ବ୍ୟବସ୍ଥା କରାଯିବ।ଏଥିସହିତ ପ୍ରତି ତିନି ମାସରେ ପ୍ରତ୍ୟେକ ହସ୍ପିଟାଲର ସୁରକ୍ଷା ବ୍ୟବସ୍ଥାକୁ ନେଇ ଅଡିଟ୍‌ କରାଯିବ ବୋଲି ସୁପ୍ରିମକୋର୍ଟ ଭରସା ଦେଇଛନ୍ତି।

Tags: nationalnewspolitics
Share196Tweet123
M M

M M

ଆଜିର ପାଗ

Bhubaneswar
March 20, 2026, 6:31 AM
 

SSW
Overcast
24°C
0.8 m/s
Apparent: 30°C
Pressure: 1010 mb
Humidity: 90%
Winds: 0.8 m/s SSW
Windgusts: 8.5 m/s
UV-Index: 0
Precip.: 2.5mm /55% / Rain
Sunrise: 5:50 AM
Sunset: 5:57 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ନବୀନ କହିଲେ ସଂତୃପ୍ତଙ୍କୁ ଦେଲି, ବିବେକ କହିଲା ଦିଲ୍ଲୀପଙ୍କୁ  ଦେଲି

ନବୀନ କହିଲେ ସଂତୃପ୍ତଙ୍କୁ ଦେଲି, ବିବେକ କହିଲା ଦିଲ୍ଲୀପଙ୍କୁ ଦେଲି

March 19, 2026
ଏଥର ଅଲଗା ଶୈଳୀରେ ପ୍ରକାଶ ପାଇବ ଦଶମ ବୋର୍ଡ ରେଜଲ୍ଟ

ଏଥର ଅଲଗା ଶୈଳୀରେ ପ୍ରକାଶ ପାଇବ ଦଶମ ବୋର୍ଡ ରେଜଲ୍ଟ

March 19, 2026
ନିଜ ଛାଇକୁ ବି ଏବେ ସନ୍ଦେହ କରୁଛନ୍ତି ଟ୍ରମ୍ପ

ନିଜ ଛାଇକୁ ବି ଏବେ ସନ୍ଦେହ କରୁଛନ୍ତି ଟ୍ରମ୍ପ

March 19, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom