• Latest
  • Trending
ଆଜି କମ୍ପିବ ବିଧାନସଭା ଶୀତ ଅଧିବେଶନ

ଆଜି କମ୍ପିବ ବିଧାନସଭା ଶୀତ ଅଧିବେଶନ

November 26, 2024

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

July 10, 2025
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025
କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

July 3, 2025
  • About
  • Careers
  • Contact Us
Friday, July 25, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜନୀତି

ଆଜି କମ୍ପିବ ବିଧାନସଭା ଶୀତ ଅଧିବେଶନ

by M M
November 26, 2024
in ରାଜନୀତି, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ଆଜିଠୁ ଆରମ୍ଭ ହେଉଛି ବିଧାନସଭା ଶୀତ ଅଧିବେଶନ । ଡିସେମ୍ବର ୩୧ ଯାଏ ଏହି ଅଧିବେଶନ ଚାଲିବାକୁ ଥିବା ବେଳେ ଏଥିରେ ୩୦ଟ କାର୍ୟ୍ୟ ଦିବସ ରହିବ । ତେବେ ଏଥର ବେଶ ସରଗରମ ହେବ ଗୃହ। ସରକାରଙ୍କୁ ଆକ୍ରମଣ କରିବାକୁ ମାଳମାଳ ପ୍ରସଙ୍ଗ ଧରି ପ୍ରସ୍ତୁତ ହୋଇଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ  । ସରକାରଙ୍କ ଅବହେଳ ଓ ରାଜ୍ୟସ୍ୱାର୍ଥ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇ ଶାସକ ଦଳକୁ ଅଡୁଆରେ ପକାଇବାକୁ ବିଧାୟକ ଦଳ ବୈଠକରେ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରିଛନ୍ତି ବିରୋଧୀ । ଆମ୍ୱଟାକୁଆ ଜାଉ ଖାଇ ୩ ଜଣଙ୍କ ମୃତ୍ୟୁ, ଆଦାନୀର ଜମି ଅଧିଗ୍ରହଣ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତିକୁ ପ୍ରସଙ୍ଗ କରିବ ବିଜେଡି । ସେହିପରି ଧାନ ମଣ୍ଡି ସମସ୍ୟା, ଦର ଦାମ ବୃଦ୍ଧି, ବେରୋଜଗାର, ସୁଭଦ୍ରା ଯୋଜନାରେ ପାତର ଅନ୍ତର ପ୍ରସଙ୍ଗ ଉଠାଇ ସରକାରକୁ ଘେରିବାକୁ ଯୋଜନା କରିଛି କଂଗ୍ରେସ ।  ତେବେ ଗୃହକୁ ସୁରୁଖୁରୁରେ ଚଳାଇବା ପାଇଁ ସର୍ବଦଳୀୟ ବୈଠକରେ ଆଲୋଚନା କରିଚନ୍ତି ବାଚସ୍ପତି । ପ୍ରଥମ ଦିନରେ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ  ।

 

Tags: bjdbjpnewsnewsroomodishapolitics
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

Weather

Bhubaneswar
July 25, 2025, 4:26 am
 

W
Slight rain showers
28°C
2.1 m/s
Apparent: 34°C
Pressure: 994 mb
Humidity: 94%
Winds: 2.1 m/s W
Windgusts: 7.7 m/s
UV-Index: 0
Precip.: 5.1mm /88% / Rain
Sunrise: 5:19 am
Sunset: 6:27 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom