• Latest
  • Trending
ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

Oct-22-2025 10:04 AM IST
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

Nov-17-2025 10:01 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Nov-17-2025 09:04 AM IST
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

Nov-16-2025 11:51 AM IST
ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

Nov-16-2025 11:13 AM IST
ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

Nov-16-2025 11:04 AM IST
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

Nov-16-2025 10:06 AM IST

କ’ଣ କହୁଛି ଆଜିର ରାଶିଫଳ

Nov-16-2025 10:01 AM IST
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

Nov-15-2025 07:06 PM IST
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

Nov-15-2025 06:59 PM IST

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

Nov-15-2025 06:50 PM IST
  • About
  • Careers
  • Contact Us
Monday, November 17, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆଜିର ପାଗ

ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

by M M
Oct-22-2025 10:04 AM IST
in ଆଜିର ପାଗ
0
ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା
505
SHARES
1.4k
VIEWS
Share on FacebookShare on Twitter

ଆଜିଠୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବ ।  ପାଣିପାଗ ବିଭାଗ ପୂର୍ବାନୁମାନ କରି କହିଛି, ଆଜି ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିର କିଛି ସ୍ଥାନରେ ବର୍ଷା ସହିତ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି କୁହାଯାଇଛି । ୨୩ ଓ ୨୪ ତାରିଖରେ ବି ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି ।

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ବୁଧବାର ଅପରାହ୍ନ ସୁଦ୍ଧା ଅବପାତରେ ପରିଣତ ହେବ । ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ତାମିଲନାଡୁ, ପଣ୍ଡିଚେରୀ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଆଡ଼କୁ ମୁହାଁଇବା ସହ ଅଧିକ ଘନୀଭୂତ ହୋଇପାରେ । କିନ୍ତୁ ଓଡ଼ିଶା ଉପରେ ବିଶେଷ ପ୍ରଭାବ ପଡ଼ିବନି । ଆସନ୍ତା ୨୬ତାରିଖ ଯାଏ ରାଜ୍ୟରେ ବର୍ଷା ହେବ । ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ୨୫ ଓ ୨୬ ତାରିଖରେ କିଛି ସ୍ଥାନରେ ଭାରି ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଆକଳନ କରିଛି ।

୨୫ ଓ ୨୬ ତାରିଖରେ ରାଜ୍ୟର ବିକ୍ଷିପ୍ତ ସ୍ଥାନରେ ଭାରି ବର୍ଷା ହେବ ବୋଲି ଆଇଏମ୍‌ଡି ଆକଳନ କରିଛି । ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କହିଛନ୍ତି, ଏବେ ଯେଉଁ ସ୍ପଷ୍ଟ ଚିହ୍ନିତ ଲଘୁଚାପ(ୱେଲ ମାର୍କ ଲୋ ପ୍ରେସର) ସୃଷ୍ଟି ହୋଇଛି ତାହା ୨୩ ବା ୨୪ରେ ଅବପାତ ହେବାର ସମ୍ଭାବ

Share202Tweet126
M M

M M

ଆଜିର ପାଗ

Bhubaneswar
November 17, 2025, 11:56 PM
 

N
Partly cloudy
17°C
0.7 m/s
Apparent: 16°C
Pressure: 1016 mb
Humidity: 80%
Winds: 0.7 m/s N
Windgusts: 7.6 m/s
UV-Index: 0
Precip.: 0mm /0% / Rain
Sunrise: 5:57 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

November 17, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

November 17, 2025
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

November 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom