• Latest
  • Trending
ବିଜେପି ମେଣ୍ଟ ମହାରାଷ୍ଟ୍ରରେ ପୁଣି ସରକାର ଗଠନ କରିବ !

ବିଜେପି ମେଣ୍ଟ ମହାରାଷ୍ଟ୍ରରେ ପୁଣି ସରକାର ଗଠନ କରିବ !

Nov-21-2024 12:27 AM IST
ଶ୍ରୀକାନ୍ତ-ମନୋରଂଜନ ବିତର୍କ, ମାଗଣା ବିଜୁଳି ଦେଲେ ଚାଷୀଙ୍କ ଭାଗ୍ୟ ବଦଳିଯିବ କି ?

ଶ୍ରୀକାନ୍ତ-ମନୋରଂଜନ ବିତର୍କ, ମାଗଣା ବିଜୁଳି ଦେଲେ ଚାଷୀଙ୍କ ଭାଗ୍ୟ ବଦଳିଯିବ କି ?

Jan-15-2026 06:21 AM IST
ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

Jan-15-2026 06:13 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-15-2026 05:34 AM IST
“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

Jan-14-2026 03:12 PM IST

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

Jan-14-2026 06:07 AM IST
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

Jan-14-2026 06:05 AM IST
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

Jan-14-2026 05:59 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-14-2026 05:53 AM IST
ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

Jan-13-2026 06:06 AM IST
ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

Jan-13-2026 06:03 AM IST
  • About
  • Careers
  • Contact Us
Thursday, January 15, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ବିଜେପି ମେଣ୍ଟ ମହାରାଷ୍ଟ୍ରରେ ପୁଣି ସରକାର ଗଠନ କରିବ !

by M M
Nov-21-2024 12:27 AM IST
in ଦେଶ ବିଦେଶ, ବଡ଼ ଖବର, ମୁଖ୍ୟ ଖବର, ରାଜନୀତି
0
491
SHARES
1.4k
VIEWS
Share on FacebookShare on Twitter

ମହାରାଷ୍ଟ୍ରରେ ପୁଣି ବିଜେପି ମେଂଟ ସରକାର ଗଠନ କରିବ କି ? କାରଣ ଅଧିକାଂଶ ଏକଜିଟ ପୋଲ ମହାୟୁତି ପୁଣି ସରକାର ଗଠନ କରିବ ବୋଲି ଭବିଷ୍ୟବାଣୀ କରିଛନ୍ତି ।   ୨୮୮ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ହେଉଛି ୧୪୫। ଅଧିକାଂଶ ସଂସ୍ଥା ଏହି ମ୍ୟାଜିକ ନମ୍ବର ମହାୟୁତି ଅତିକ୍ରମ କରିବ ବୋଲି କହିଛନ୍ତି । ତେବେ ଆସନ୍ତା ୨୩ ତାରିଖରେ ଭୋଟ ଗଣତି ପରେ  ଫଳାଫଳ ଜଣାପଡ଼ିବ ।

ମାଟ୍ରିଜ କରିଥିବା ଏକଜିଟ ପୋଲରେ କୁହାଯାଇଛି ଯେ ବିଜେପି ମେଣ୍ଟ ମହାରାଷ୍ଟ୍ରରେ ୧୫୦-୧୭୦ଟି ଆସନ ଜିତିବ। ସେହିପରି କଂଗ୍ରେସ, ଉଦ୍ଧବ ଠାକରେଙ୍କ ଶିବସେନା ଓ ଶରଦ ପାୱାରଙ୍କ ଏନସିପି ମିଳିତ ଭାବେ ଗଠନ କରିଥିବା ମହା ବିକାଶ ଅଘାଡ଼ି ୧୧୦ରୁ ୧୩୦ ଓ ଅନ୍ୟାନ୍ୟ ଦଳ ୮ରୁ ୧୦ଟି ଆସନ ଜିତିବେ।

ଚାଣକ୍ୟ ପକ୍ଷରୁ କରାଯାଇଥିବା ଏକଜିଟ ପୋଲରେ ବିଜେପି ମେଣ୍ଟ ୧୫୨ରୁ ୧୬୦, ଏମଭିଏ ୧୩୦ରୁ ୧୩୮ ଓ ଅନ୍ୟାନ୍ୟ ଦଳ ୬ରୁ ୮ଟି ଆସନ ଜିତିବେ।

ପି-ଏମଆରକ୍ୟୁ ଏକଜିଟ ପୋଲରେ କୁହାଯାଇଛି ଯେ ବିଜେପି ମେଣ୍ଟ ୧୩୭ରୁ ୧୫୭, ଏମଭିଏ ୧୨୬ରୁ ୧୪୬ ଓ ଅନ୍ୟାନ୍ୟ ଦଳ ୨ରୁ ୮ଟି ଆସନ ଜିତିବେ।

ଇଲେକ୍ଟୋରାଲ ଏଡଜ କହିଛି ବିଜେପି ମେଣ୍ଟ ୧୧୮, ଏମଭିଏ ୧୫୦ ଓ ଅନ୍ୟାନ୍ୟ ଦଳ ୨୦ଟି ଆସନ ଜିତିବେ।

ପିପୁଲ୍ସ ପ୍ଲସ କହିଛି ମହାରାଷ୍ଟ୍ରରେ ବିଜେପି ମେଣ୍ଟ ୧୭୫ରୁ ୧୯୫, ଏମଭିଏ ୮୫ରୁ ୧୧୨ ଓ ଅନ୍ୟାନ୍ୟ ଦଳ ୭ରୁ ୧୨ଟି ଆସନ ପାଇବେ।

Share196Tweet123
M M

M M

ଆଜିର ପାଗ

Bhubaneswar
January 15, 2026, 8:14 AM
 
NNW
Fog
14°C
0.8 m/s
Apparent: 16°C
Pressure: 1015 mb
Humidity: 91%
Winds: 0.8 m/s NNW
Windgusts: 5.6 m/s
UV-Index: 0
Precip.: 0mm /0% / Rain
Sunrise: 6:24 AM
Sunset: 5:26 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଶ୍ରୀକାନ୍ତ-ମନୋରଂଜନ ବିତର୍କ, ମାଗଣା ବିଜୁଳି ଦେଲେ ଚାଷୀଙ୍କ ଭାଗ୍ୟ ବଦଳିଯିବ କି ?

ଶ୍ରୀକାନ୍ତ-ମନୋରଂଜନ ବିତର୍କ, ମାଗଣା ବିଜୁଳି ଦେଲେ ଚାଷୀଙ୍କ ଭାଗ୍ୟ ବଦଳିଯିବ କି ?

January 15, 2026
ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

January 15, 2026
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

January 15, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom