• Latest
  • Trending

ମହାରାଷ୍ଟ୍ରରେ ଗୋଟିଏ ପର୍ଯ୍ୟାୟ, ଝାଡ଼ଖଣ୍ଡରେ ଦୁଇଟି ପର୍ଯ୍ୟାୟରେ ଭୋଟ

Oct-15-2024 04:09 PM IST
odisha.newsroom.in

ବାହାରିଲା CBSE ଦଶମ ଶ୍ରେଣୀ ରେଜଲ୍ଟ …ଜାଣିବାକୁ ଏହି ଲିଙ୍କରେ କ୍ଲିକ କରନ୍ତୁ…

Apr-15-2026 04:40 PM IST
odisha.newsroom.in

ସାବଧାନ…ଓଡ଼ିଶା ବଜାରରେ ବୁଲୁଛି ପୁଳାପୁଳା ନକଲି ୫ ଶହ ଟଙ୍କିଆ ନୋଟ…

Apr-15-2026 04:01 PM IST
odisha.newsroom.in

ଶାନ୍ତି ଆଲୋଚନା ବିଫଳ ପରେ ଧମକ: ବିମାନ ବଦଳାଇ ବସ୍ ଓ ଟ୍ରେନ୍‌ରେ ଫେରିଲେ ଇରାନ୍ ପ୍ରତିନିଧି ଦଳ

Apr-15-2026 03:08 PM IST
odisha.newsroom.in

ନୂଆ ଦଳ ଗଠନ ପରେ ଗର୍ଜିଲେ ମୋକିମ…ପଞ୍ଚାୟତ ନିର୍ବାଚନରୁ ଆରମ୍ଭ ଲଢ଼େଇ

Apr-15-2026 02:44 PM IST
odisha.newsroom.in

ଆମେରିକାକୁ କଡ଼ା କାଉଣ୍ଟର…ହର୍ମୁଜରେ ପଇଁତରା ମାରିବ ଚୀନ ଯୁଦ୍ଧ ଜାହାଜ !

Apr-15-2026 01:01 PM IST
odisha.newsroom.in

ଟ୍ରମ୍ପ କହିଲେ ଅପେକ୍ଷା କର…ଗୁରୁବାର ପରେ କିଛି ବଡ଼ ଘଟଣା ଘଟିବ

Apr-15-2026 12:32 PM IST
odisha.newsroom.in

ପାଣିପାଗ ବିଭାଗର ଚେତାବନୀ…ଆଗକୁ ୪୫ ଡିଗ୍ରୀ ଟପିବ ତାପମାତ୍ରା…

Apr-15-2026 12:03 PM IST
odisha.newsroom.in

କଡ଼ ଲେଉଟାଇଲା ବିହାର ରାଜନୀତି…ସମ୍ରାଟଙ୍କ ସହ ଦୁଇ ଉପ-ମୁଖ୍ୟମନ୍ତ୍ରୀଙ୍କ ଶପଥ

Apr-15-2026 11:36 AM IST
Horoscope 2026 April 15: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 April 15: ଜାଣନ୍ତୁ ଆଜିର ରାଶିଫଳ…

Apr-15-2026 11:00 AM IST
odisha.newsroom.in

କାଲି ଓଡ଼ିଶା ଜନତା କଂଗ୍ରେସର ପ୍ରଥମ ଅଗ୍ନି ପରୀକ୍ଷା…ବିଜେଡି ଓ କଂଗ୍ରେସର ଅସନ୍ତୁଷ୍ଟ ନେତା ହେବେ ସାମିଲ

Apr-14-2026 05:19 PM IST
  • About
  • Careers
  • Contact Us
Thursday, April 16, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ମହାରାଷ୍ଟ୍ରରେ ଗୋଟିଏ ପର୍ଯ୍ୟାୟ, ଝାଡ଼ଖଣ୍ଡରେ ଦୁଇଟି ପର୍ଯ୍ୟାୟରେ ଭୋଟ

by M M
Oct-15-2024 04:09 PM IST
in ଦେଶ ବିଦେଶ, ବଡ଼ ଖବର
0
491
SHARES
1.4k
VIEWS
Share on FacebookShare on Twitter

ମହାରାଷ୍ଟ୍ର ରେ ଏଥର କିଏ ଗଢ଼ିବ ସରକାର ।  ଝାଡ଼ଖଣ୍ଡ ବିଧାନସଭାରେ ପୁଣି ଜେଏମଏମ ମାରିବ କି ବାଜି? ଏଭଳି ଅନେକ ପ୍ରଶ୍ନ ଭିତରେ  ନିର୍ବାଚନ ପାଇଁ ବିଗୁଲ ବଜାଇଛନ୍ତି ନିର୍ବାଚନ କମିଶନର ।   ମହାରାଷ୍ଟ୍ରରେ ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ହେବ  । ମହରାଷ୍ଟ୍ରରେ ନଭେମ୍ବର ୨୦ରେ ନିର୍ବାଚନ ହେବ । ନଭେମ୍ବର ୨୩ରେ ଭୋଟ ଗଣତି ହେବ । ଝାଡ଼ଖଣ୍ଡରେ ଦୁଇଟି ପର୍ଯ୍ୟାୟରେ ନିର୍ବାଚନ ହେବ । ନଭେମ୍ବର ୧୩ ଏବଂ ନଭେମ୍ବର ୨୦ରେ ନିର୍ବାଚନ ହେବ  । ନଭେମ୍ବର ୨୩ରେ ଭୋଟ ଗଣତି ହେବ । ତେଣୁ କହିବାକୁ ଗଲେ ଦୁଇଟି ରାଜ୍ୟରେ ନଭେମ୍ବର ୨୩ରେ ଭୋଟ ଗଣତି ହେବ । ଏବେ ମହାରାଷ୍ଟ୍ରରେ ଶିବସେନା ବିଜେପି ମେଂଟ ସରକାର ଚାଲିଛି । ଝାଡ଼ଖଣ୍ଡରେ ଜେଏମଏମ-କଂଗ୍ରେସ ମେଂଟ ସରକାର ଚଳାଉଛି । ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଆଜି ତାରିଖ ଘୋଷଣା କରିବା କ୍ଷଣି ମହାରାଷ୍ଟ୍ର ଓ ଝାରଖଣ୍ଡରେ ନିର୍ବାଚନ ଆଚରଣବିଧି ଲାଗୁ ହେଇଛି। ରାଜଧାନୀ ଦିଲ୍ଲୀର ବିଜ୍ଞାନ ଭବନରେ  ପ୍ରେସ୍ କନ୍‌ଫରେନ୍ସରେ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନର ।

ମହାରାଷ୍ଟ୍ରର ୨୮୮ଟି ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ମତଦାନ ହେବ। ଏଥିପାଇଁ ୨୨ ଅକ୍ଟୋବରରେ ବିଜ୍ଞପ୍ତି ପ୍ରକାଶ ପାଇବ। ନାମାଙ୍କନ ଦାଖଲ ପ୍ରକ୍ରିୟା ଅକ୍ଟୋବର ୨୯ ଯାଏ ଚାଲିବ।  ଝାଡ଼ଖଣ୍ଡର ୮୧ଟି ବିଧାନସଭା ଆସନରେ ନିର୍ବାଚନ ହେବାକୁ ଯାଉଛି। ମହାରାଷ୍ଟ୍ରରେ ନଭେମ୍ବର ୨୬ ଓ ଝାଡ଼ଖଣ୍ଡରେ ଜାନୁଆରୀ ୫ରେ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବ।

 

Share196Tweet123
M M

M M

ଆଜିର ପାଗ

Bhubaneswar
April 16, 2026, 5:03 AM
 

S
Overcast
27°C
2.4 m/s
Apparent: 33°C
Pressure: 1006 mb
Humidity: 88%
Winds: 2.4 m/s S
Windgusts: 11.2 m/s
UV-Index: 0
Precip.: 0mm /3% / Rain
Sunrise: 5:27 AM
Sunset: 6:05 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom