• Latest
  • Trending

ଆମେରିକା-ପାକିସ୍ତାନ ବୃହତ୍ ଅସ୍ତ୍ରଶସ୍ତ୍ର ଚୁକ୍ତି : F-16 ପୁଣି କିଣିବ ପାକିସ୍ତାନ

Dec-11-2025 07:38 PM IST
ଜାଣନ୍ତୁ କିପରି କଟିବ ଆଜିର ଦିନ

ଜାଣନ୍ତୁ କିପରି କଟିବ ଆଜିର ଦିନ

Feb-03-2026 09:46 AM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
  • About
  • Careers
  • Contact Us
Tuesday, February 3, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ଆମେରିକା-ପାକିସ୍ତାନ ବୃହତ୍ ଅସ୍ତ୍ରଶସ୍ତ୍ର ଚୁକ୍ତି : F-16 ପୁଣି କିଣିବ ପାକିସ୍ତାନ

by M M
Dec-11-2025 07:38 PM IST
in ଦେଶ ବିଦେଶ
0
573
SHARES
1.6k
VIEWS
Share on FacebookShare on Twitter

ୱାଶିଂଟନ୍ : ପୁଣି ପାକିସ୍ତାନ ଆମେରିକାଠାରୁ ଏଫ-16 ଯୁଦ୍ଧ ବିମାନ କିଣିବାକୁ ଯାଉଛି । ଯୁକ୍ତରାଷ୍ଟ୍ର ଆମେରିକାର ପ୍ରତିରକ୍ଷା ବିଭାଗ ତରଫରୁ ଏନେଇ ବଡ଼ ଘୋଷଣା କରାଯାଇଛି। ଆମେରିକାର ଡିଫେନ୍ସ ସିକ୍ୟୁରିଟି କୋଅପରେସନ୍ ଏଜେନ୍ସି  କଂଗ୍ରେସକୁ ଜଣାଇଛି ଯେ ଟ୍ରମ୍ପ୍ ପ୍ରଶାସନ ପାକିସ୍ତାନକୁ ଅତ୍ୟାଧୁନିକ F-16 ଫାଇଟର ଜେଟ୍‌ ବିକିବ । ଏଥିପାଇଁ ପାଇଁ $୬୮୬ ମିଲିୟନ ଡଲାରର ଏକ ବୃହତ୍ ଅସ୍ତ୍ରଶସ୍ତ୍ର ଚୁକ୍ତିକୁ ମଞ୍ଜୁରୀ ଦେଇଛି ଆମେରିକା। ଆମେରିକା ଏହି ଚୁକ୍ତିକୁ ଅନୁମୋଦନ କରିବା ପଛର ଯେଉଁ କାରଣ କହିଛି ତା ହେଉଛି ପାକିସ୍ତାନର ‘କାଉଣ୍ଟରଟେରରିଜିମ୍’ କ୍ଷମତା ବୃଦ୍ଧି କରିବା । କିନ୍ତୁ ଏହା ଯେ ଭାରତକୁ ଭୟ ଦେଖାଇବା ପାଇଁ ଉଦ୍ଦିଷ୍ଟ ତାହା ଭାରତର ଗଣମାଧ୍ୟମରେ ଆଲୋଚନା ହେଉଛି । ଭାରତର ଅପରେସନ ସିନ୍ଦୁର ପରେ ପାକିସ୍ତାନ ଏଭଳି ନିଷ୍ପତ୍ତି ନେଇଛି ।

ଆମେରିକା ପକ୍ଷରୁ କୁହାଯାଇଛି ଯେ  “ଆମର ବୈଦେଶିକ ନୀତି ଏବଂ ଜାତୀୟ ସୁରକ୍ଷା କୁ ସମର୍ଥନ କରିବା ପାଇଁ ପାକିସ୍ତାନକୁ ଲଢ଼ୁଆ ଯୁଦ୍ଧ ବିମାନ ବିକ୍ରି କରାଯିବ । ପାକିସ୍ତାନ ଆତଙ୍କବାଦ ବିରୋଧରେ ଏହାକୁ କାର୍ଯ୍ୟରେ ଲଗାଇବ । ତେବେ ପାକିସ୍ତାନ ପାଇଁ ଏହି ପ୍ୟାକେଜ୍ ଅନୁମୋଦନ ହେବାର କିଛି ସପ୍ତାହ ପୂର୍ବରୁ, ଭାରତକୁ ମଧ୍ୟ ଯୁକ୍ତରାଷ୍ଟ୍ର ଆମେରିକା ପକ୍ଷରୁ ୯୩ ନିୟୁତ ଡଲାରର ଅସ୍ତ୍ରଶସ୍ତ୍ର ବିକ୍ରିକୁ ଅନୁମୋଦନ କରାଯାଇଥିବା କୁହାଯାଇଛି ।

Share229Tweet143
M M

M M

ଆଜିର ପାଗ

Bhubaneswar
February 3, 2026, 9:11 PM
 
SSE
Clear sky
21°C
0.6 m/s
Apparent: 22°C
Pressure: 1018 mb
Humidity: 69%
Winds: 0.6 m/s SSE
Windgusts: 5.6 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ କିପରି କଟିବ ଆଜିର ଦିନ

ଜାଣନ୍ତୁ କିପରି କଟିବ ଆଜିର ଦିନ

February 3, 2026
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

February 2, 2026
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom