• Latest
  • Trending
ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳ ବଦଳ

ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳ ବଦଳ

Sep-25-2024 08:07 PM IST
ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

Dec-24-2025 09:09 AM IST

ଆଜିଠୁ ଆରମ୍ଭ ହେଉଛି ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ,ମଥୁରା ନଗରୀ ସାଜିଛି ବରଗଡ଼

Dec-24-2025 08:57 AM IST
ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

Dec-24-2025 08:43 AM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-24-2025 08:33 AM IST
ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ମିଳିବ ଟଙ୍କା, ବୃହତ ଜମାକାରୀ ଚିନ୍ତାରେ

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ମିଳିବ ଟଙ୍କା, ବୃହତ ଜମାକାରୀ ଚିନ୍ତାରେ

Dec-23-2025 03:30 PM IST

ଗ୍ୟାସ୍ ଚାମ୍ବର ପାଲଟିଛି ଦିଲ୍ଲୀ, ବିପଦ ସଙ୍କେତ ଦେଉଛି ଭୁବନେଶ୍ୱର

Dec-23-2025 02:10 PM IST
ନୂଆଦିଲ୍ଲୀ ଭିସା ସେଣ୍ଟର ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ ଭିସା ସେଣ୍ଟର ବନ୍ଦ କଲା ବାଂଲାଦେଶ

Dec-23-2025 09:22 AM IST
କ’ଣ କହୁଛି ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆପଣଙ୍କ ଭାଗ୍ୟ

Dec-23-2025 09:04 AM IST
ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କୁ ହାଇକୋର୍ଟଙ୍କ ନୋଟିସ

ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କୁ ହାଇକୋର୍ଟଙ୍କ ନୋଟିସ

Dec-22-2025 06:02 PM IST
ହଷ୍ଟେଲ୍ ରୁମ୍‌ରୁ ମିଳିଲା ଇଞ୍ଜିନିୟରିଂ ଛାତ୍ରୀଙ୍କ ମୃତଦେହ

ହଷ୍ଟେଲ୍ ରୁମ୍‌ରୁ ମିଳିଲା ଇଞ୍ଜିନିୟରିଂ ଛାତ୍ରୀଙ୍କ ମୃତଦେହ

Dec-22-2025 04:01 PM IST
  • About
  • Careers
  • Contact Us
Thursday, December 25, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳ ବଦଳ

by M M
Sep-25-2024 08:07 PM IST
in ବଡ଼ ଖବର, ରାଜ୍ୟ
0
ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳ ବଦଳ
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ବର: ରାଜ୍ୟ ସରକାର ଏକ ବଡ଼ ଧରଣର ଓଏଏସ୍‌ ସ୍ତରରେ ଅଦଳ ବଦଳ କରିଛନ୍ତି ।  ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଜାରି ବିଜ୍ଞପ୍ତି ଅନୁସାରେ ମୋଟ ୩୬ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି। ଅନାମ ଚରଣ ପାତ୍ରଙ୍କୁ କଟକ ମହାନଗର ନିଗମର କମିଶନର କରାଯାଇଛି।  ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ବରିଷ୍ଠ ଓଏଏସ୍ ମଧୁମିତା ରଥ ନିଜ ଦାୟିତ୍ୱ ସହ ‘ଉତ୍କଳିକା’ ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇବେ । କଳ୍ପତରୁ ବେହେରାଙ୍କୁ କଟକ ମହାନଗର ନିଗମ ଅତିରିକ୍ତ କମିଶନର କରାଯାଇଛି।  ସେହିଭଳି ପ୍ରଦୀପ କୁମାର ରାଉତଙ୍କୁ ଓକାକ ମୁଖ୍ୟ ନିର୍ବାହୀ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି। ପୂର୍ବତନ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀଙ୍କ ପ୍ରାଇଭେଟ ସେକ୍ରେଟେରୀ ଗୌରହରି ବେହେରାଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ ନୂଆ ନିଯୁକ୍ତି ମିଳିଛି। କେନ୍ଦୁଝରର ପୂର୍ବତନ ଅତିରିକ୍ତ ଡିଏମ୍‌ ଯଦୁମଣି ମହାଲଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ କରାଯାଇଛି।

Tags: bhubaneswarnewsnewsroomoasodishareshuffle
Share196Tweet123
M M

M M

ଆଜିର ପାଗ

Bhubaneswar
December 25, 2025, 7:43 AM
 

ENE
Partly cloudy
18°C
2.8 m/s
Apparent: 19°C
Pressure: 1014 mb
Humidity: 97%
Winds: 2.8 m/s ENE
Windgusts: 7.6 m/s
UV-Index: 0
Precip.: 0mm /0% / Rain
Sunrise: 6:19 AM
Sunset: 5:13 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

December 24, 2025

ଆଜିଠୁ ଆରମ୍ଭ ହେଉଛି ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ,ମଥୁରା ନଗରୀ ସାଜିଛି ବରଗଡ଼

December 24, 2025
ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

December 24, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom