• Latest
  • Trending
କଟକ ହିଂସା ପାଇଁ ବଜରଙ୍ଗଦଳ ଓ ବିଜେପିକୁ ଟାର୍ଗେଟ କଲେ ମମତା

କଟକ ହିଂସା ପାଇଁ ବଜରଙ୍ଗଦଳ ଓ ବିଜେପିକୁ ଟାର୍ଗେଟ କଲେ ମମତା

Oct-09-2025 01:33 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

Jan-31-2026 11:27 PM IST
ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

Jan-31-2026 11:25 PM IST
ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

Jan-31-2026 11:22 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

କଟକ ହିଂସା ପାଇଁ ବଜରଙ୍ଗଦଳ ଓ ବିଜେପିକୁ ଟାର୍ଗେଟ କଲେ ମମତା

by M M
Oct-09-2025 01:33 PM IST
in ଦେଶ ବିଦେଶ, ରାଜନୀତି, ସର୍ବଶେଷ ଖବର
0
କଟକ ହିଂସା ପାଇଁ ବଜରଙ୍ଗଦଳ ଓ ବିଜେପିକୁ ଟାର୍ଗେଟ କଲେ ମମତା
492
SHARES
1.4k
VIEWS
Share on FacebookShare on Twitter

କଟକରେ ହିଂସା ପାଇଁ ବିଜେପି ସରକାରକୁ ଦାୟୀ କରିଛନ୍ତି ମମତା ବାନାର୍ଜୀ ।  ଭାରତୀୟ ଜନତା ପାର୍ଟି, ବଜରଙ୍ଗ ଦଳ ସାମ୍ପ୍ରଦାୟିକ ହିଂସା କରାଇଥିବା ଦିଦି ସଙ୍ଗୀନ ଅଭିଯୋଗ ଆଣିଛନ୍ତି । ମମତା କହିଛନ୍ତି, କଟକ ଆଜି ଜଳୁଛି । ଏଥିପାଇଁ ବଜରଙ୍ଗ ଦଳ ଓ ବିଜେପି ସିଧାସଳଖ ଦାୟୀ ।  କଟକ ଦୁର୍ଗା ଭସାଣିବେଳେ ଗୋଷ୍ଠୀ ସଂଘର୍ଷ ହୋଇଥିଲା । ଯାହାକୁ ନେଇ କଟକରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା । ଏବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓଡ଼ିଶା ସରକାରଙ୍କୁ ଦାୟୀ କରିଛନ୍ତି ।

ଦୁର୍ଗାପଜା ଭସାଣି ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଥିଲା । ଏହାକୁ ନେଇ କଟକରେ କର୍ଫୁ ଲଗା ଯାଇଥିଲା । ଏବେ ପରିସ୍ଥିତି ଶାନ୍ତ ରହିଛି । କିନ୍ତୁ ଓଡ଼ିଶା ସରକାରଙ୍କୁ ଟାର୍ଗେଟ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । କଟକରେ ଭାରତୀୟ ଜନତା ପାର୍ଟି ସାମ୍ପ୍ରଦାୟିକ ହିଂସା କରାଇଥିବା ଦିଦି ସଙ୍ଗୀନ ଅଭିଯୋଗ ଆଣିଛନ୍ତି । ମମତା କହିଛନ୍ତି, କଟକ ଆଜି ଜଳୁଛି । ବିଜେପି ସରକାରକୁ ଅହଙ୍କାରୀ ସରକାର ବୋଲି କହିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ । ତେବେ ଏହାକୁ ନେଇ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ କହିଛନ୍ତି ମମତା ପ୍ରଥମେ ନିଜ ରାଜ୍ୟ କଥା ଦେଖନ୍ତୁ । ନିଜ ରାଜ୍ୟରେ ପ୍ରତିଦିନ ରାଜନୈତିକ ହିଂସା ଘଟୁଛି । ଯାହାକୁ ମମତା ବାନାର୍ଜୀ ରୋକିବାରେ ଅସମର୍ଥ ହେଉଛନ୍ତି । ତେଣୁ ଅନ୍ୟକୁ ଦୋଷ ଦେବା ପୂର୍ବରୁ ପ୍ରଥମେ ନିଜ ରାଜ୍ୟରେ ଆଇନକାନୁନ ପରିସ୍ଥିତି ସଜାଡ଼ିବାକୁ ସେ କହିଛନ୍ତି ।

Tags: Cuttack ViolenceMamata Banerjee Blames
Share197Tweet123
M M

M M

ଆଜିର ପାଗ

Bhubaneswar
February 2, 2026, 10:20 AM
 
NE
Overcast
25°C
1.2 m/s
Apparent: 28°C
Pressure: 1019 mb
Humidity: 60%
Winds: 1.2 m/s NE
Windgusts: 5.8 m/s
UV-Index: 5.35
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

February 1, 2026
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

February 1, 2026
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

February 1, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom