• Latest
  • Trending
କଟକ ହିଂସା ପାଇଁ ବଜରଙ୍ଗଦଳ ଓ ବିଜେପିକୁ ଟାର୍ଗେଟ କଲେ ମମତା

କଟକ ହିଂସା ପାଇଁ ବଜରଙ୍ଗଦଳ ଓ ବିଜେପିକୁ ଟାର୍ଗେଟ କଲେ ମମତା

Oct-09-2025 01:33 PM IST
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

Nov-17-2025 10:01 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Nov-17-2025 09:04 AM IST
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

Nov-16-2025 11:51 AM IST
ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

Nov-16-2025 11:13 AM IST
ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

Nov-16-2025 11:04 AM IST
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

Nov-16-2025 10:06 AM IST

କ’ଣ କହୁଛି ଆଜିର ରାଶିଫଳ

Nov-16-2025 10:01 AM IST
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

Nov-15-2025 07:06 PM IST
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

Nov-15-2025 06:59 PM IST

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

Nov-15-2025 06:50 PM IST
  • About
  • Careers
  • Contact Us
Tuesday, November 18, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

କଟକ ହିଂସା ପାଇଁ ବଜରଙ୍ଗଦଳ ଓ ବିଜେପିକୁ ଟାର୍ଗେଟ କଲେ ମମତା

by M M
Oct-09-2025 01:33 PM IST
in ଦେଶ ବିଦେଶ, ରାଜନୀତି, ସର୍ବଶେଷ ଖବର
0
କଟକ ହିଂସା ପାଇଁ ବଜରଙ୍ଗଦଳ ଓ ବିଜେପିକୁ ଟାର୍ଗେଟ କଲେ ମମତା
492
SHARES
1.4k
VIEWS
Share on FacebookShare on Twitter

କଟକରେ ହିଂସା ପାଇଁ ବିଜେପି ସରକାରକୁ ଦାୟୀ କରିଛନ୍ତି ମମତା ବାନାର୍ଜୀ ।  ଭାରତୀୟ ଜନତା ପାର୍ଟି, ବଜରଙ୍ଗ ଦଳ ସାମ୍ପ୍ରଦାୟିକ ହିଂସା କରାଇଥିବା ଦିଦି ସଙ୍ଗୀନ ଅଭିଯୋଗ ଆଣିଛନ୍ତି । ମମତା କହିଛନ୍ତି, କଟକ ଆଜି ଜଳୁଛି । ଏଥିପାଇଁ ବଜରଙ୍ଗ ଦଳ ଓ ବିଜେପି ସିଧାସଳଖ ଦାୟୀ ।  କଟକ ଦୁର୍ଗା ଭସାଣିବେଳେ ଗୋଷ୍ଠୀ ସଂଘର୍ଷ ହୋଇଥିଲା । ଯାହାକୁ ନେଇ କଟକରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା । ଏବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓଡ଼ିଶା ସରକାରଙ୍କୁ ଦାୟୀ କରିଛନ୍ତି ।

ଦୁର୍ଗାପଜା ଭସାଣି ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଥିଲା । ଏହାକୁ ନେଇ କଟକରେ କର୍ଫୁ ଲଗା ଯାଇଥିଲା । ଏବେ ପରିସ୍ଥିତି ଶାନ୍ତ ରହିଛି । କିନ୍ତୁ ଓଡ଼ିଶା ସରକାରଙ୍କୁ ଟାର୍ଗେଟ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । କଟକରେ ଭାରତୀୟ ଜନତା ପାର୍ଟି ସାମ୍ପ୍ରଦାୟିକ ହିଂସା କରାଇଥିବା ଦିଦି ସଙ୍ଗୀନ ଅଭିଯୋଗ ଆଣିଛନ୍ତି । ମମତା କହିଛନ୍ତି, କଟକ ଆଜି ଜଳୁଛି । ବିଜେପି ସରକାରକୁ ଅହଙ୍କାରୀ ସରକାର ବୋଲି କହିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ । ତେବେ ଏହାକୁ ନେଇ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ କହିଛନ୍ତି ମମତା ପ୍ରଥମେ ନିଜ ରାଜ୍ୟ କଥା ଦେଖନ୍ତୁ । ନିଜ ରାଜ୍ୟରେ ପ୍ରତିଦିନ ରାଜନୈତିକ ହିଂସା ଘଟୁଛି । ଯାହାକୁ ମମତା ବାନାର୍ଜୀ ରୋକିବାରେ ଅସମର୍ଥ ହେଉଛନ୍ତି । ତେଣୁ ଅନ୍ୟକୁ ଦୋଷ ଦେବା ପୂର୍ବରୁ ପ୍ରଥମେ ନିଜ ରାଜ୍ୟରେ ଆଇନକାନୁନ ପରିସ୍ଥିତି ସଜାଡ଼ିବାକୁ ସେ କହିଛନ୍ତି ।

Tags: Cuttack ViolenceMamata Banerjee Blames
Share197Tweet123
M M

M M

ଆଜିର ପାଗ

Bhubaneswar
November 18, 2025, 12:24 AM
 

N
Partly cloudy
17°C
0.8 m/s
Apparent: 17°C
Pressure: 1016 mb
Humidity: 75%
Winds: 0.8 m/s N
Windgusts: 7.6 m/s
UV-Index: 0
Precip.: 0mm /0% / Rain
Sunrise: 5:57 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

November 17, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

November 17, 2025
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

November 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom