• Latest
  • Trending
ରାଜ୍ୟସଭା ସାଂସଦ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ମମତା ମହାନ୍ତ

ରାଜ୍ୟସଭା ସାଂସଦ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ମମତା ମହାନ୍ତ

Aug-27-2024 07:12 PM IST
ବଜ୍ରପାତ ସହ ବର୍ଷାର ସମ୍ଭାବନା

ବଜ୍ରପାତ ସହ ବର୍ଷାର ସମ୍ଭାବନା

Oct-30-2025 09:42 AM IST

ବୁସାନ୍‌ରେ ଭେଟିଲେ ଟ୍ରମ୍ପ ଓ ଜିନ୍‌ପିଙ୍ଗ୍, ହେବ କି ବାଣିଜ୍ୟ ଚୁକ୍ତି?

Oct-30-2025 09:32 AM IST
ଗାଜା ଉପରେ ପୁଣି କାହିଁକି ଆକ୍ରମଣ କଲା ଇସ୍ରାଏଲ ?

ଗାଜା ଉପରେ ପୁଣି କାହିଁକି ଆକ୍ରମଣ କଲା ଇସ୍ରାଏଲ ?

Oct-30-2025 09:25 AM IST
ଆପଣଙ୍କ ରାଶିଫଳ କ’ଣ କହୁଛି

ଆପଣଙ୍କ ରାଶିଫଳ କ’ଣ କହୁଛି

Oct-30-2025 08:47 AM IST
ନୂଆପଡ଼ା ଉପ-ନିର୍ବାଚନରେ ବିଜେପିର ଜୋରଦାର ପ୍ରଚାର

ନୂଆପଡ଼ା ଉପ-ନିର୍ବାଚନରେ ବିଜେପିର ଜୋରଦାର ପ୍ରଚାର

Oct-29-2025 06:09 PM IST
ବ୍ରେକ୍ ଅପ୍ ପାଇଁ କର୍ମଚାରୀ ମାଗିଲେ ଲମ୍ବା ଛୁଟି, ମାଲିକ କହିଲେ ଏମିତି   

ବ୍ରେକ୍ ଅପ୍ ପାଇଁ କର୍ମଚାରୀ ମାଗିଲେ ଲମ୍ବା ଛୁଟି, ମାଲିକ କହିଲେ ଏମିତି   

Oct-29-2025 03:45 PM IST
ବାତ୍ୟା ପରେ କ୍ଷତି ଆକଳନ ,୭୨ ଘଣ୍ଟା ମଧ୍ୟରେ ରିପୋର୍ଟ ଦାଖଲ ହେବ

ବାତ୍ୟା ପରେ କ୍ଷତି ଆକଳନ ,୭୨ ଘଣ୍ଟା ମଧ୍ୟରେ ରିପୋର୍ଟ ଦାଖଲ ହେବ

Oct-29-2025 03:09 PM IST
ପୁଲିସ ଏସ୍‌ଆଇ ସ୍କାମ : ଗିରଫ ହୋଇଥିବା ୧୧୪ଜଣଙ୍କୁ ମିଳିଲା ଜାମିନ୍

ପୁଲିସ ଏସ୍‌ଆଇ ସ୍କାମ : ଗିରଫ ହୋଇଥିବା ୧୧୪ଜଣଙ୍କୁ ମିଳିଲା ଜାମିନ୍

Oct-29-2025 02:26 PM IST
ଟସ ଜିତିଲା ଅଷ୍ଟ୍ରେଲିଆ : ବ୍ୟାଟିଂ କରିବ ଭାରତ

ଟସ ଜିତିଲା ଅଷ୍ଟ୍ରେଲିଆ : ବ୍ୟାଟିଂ କରିବ ଭାରତ

Oct-29-2025 01:50 PM IST
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ରାଫେଲ୍ ଫାଇଟର୍ ଜେଟ୍‌ରେ ଉଡିଲେ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଫେଲ୍ ଫାଇଟର୍ ଜେଟ୍‌ରେ ଉଡିଲେ

Oct-29-2025 12:53 PM IST
  • About
  • Careers
  • Contact Us
Thursday, October 30, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ରାଜ୍ୟସଭା ସାଂସଦ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ମମତା ମହାନ୍ତ

by M M
Aug-27-2024 07:12 PM IST
in ବଡ଼ ଖବର, ଭିଡ଼ିଓ, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ଯାହା ଆଶା କରାଯାଉଥିଲା  ତାହା ହେଲା । ବିଜେଡିରୁ ଆସି ବିଜେପିରେ ଯୋଗଦେଇଥିଲେ ମମତା ମହାନ୍ତ । ଦଳ ତାଙ୍କୁ ପ୍ରାର୍ଥୀ କରିଥିଲା । ସେ ଏବେ  ରାଜ୍ୟସଭା ସାଂସଦ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ବିଜେପି ନେତା ମମତା ମହାନ୍ତ ପ୍ରଥମେ ପ୍ରାର୍ଥୀ ହୋଇଥିଲେ। ଅନ୍ୟତମ ବିଜେପି ନେତା ଜଗନ୍ନାଥ ପ୍ରଧାନ ରାଜ୍ୟସଭା ନିର୍ବାଚନରୁ ଓହରିଯିବା ପରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ମମତା। ରାଜ୍ୟସଭା ନିର୍ବାଚନ ରିଟର୍ଣ୍ଣିଂ ଅଫିସରଙ୍କଠାରୁ ସେ ତାଙ୍କ ସାର୍ଟିଫିକେଟ ଗ୍ରହଣ କରିଛନ୍ତି। ଏନେଇ ବିଜେପି ଏକ ସଂକେତ ଦେଇଛି  । ଯେଉଁମାନେ ଦଳକୁ ଆସିବେ ତାଙ୍କୁ ଉଚିତ ସମ୍ମାନ ମିଳିବ ।

ମମତା ହେଉଛନ୍ତି କୁଡ଼ୁମୀ ସଂପ୍ରଦାୟର । ତାଙ୍କ ସଂପ୍ରଦାୟରେ ସେ ଜଣେ ଟାଣୁଆ ନେତ୍ରୀ ।  ମମତା ମହାନ୍ତ ୨୦୨୦ ମସିହାରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ।  ବିଜେଡି ତାଙ୍କୁ ରାଜ୍ୟସଭାକୁ ପଠାଇଥିଲା। ୨୦୨୬ ଏପ୍ରିଲରେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇଥା’ନ୍ତା। ତେବେ କାର୍ଯ୍ୟକାଳ ଶେଷ ହେବାର ୨୧ ମାସ ପୂର୍ବରୁ ଗତ ଜୁଲାଇ ୩୧ ତାରିଖରେ ସେ ରାଜ୍ୟସଭା ସହିତ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡି ଛାଡ଼ିବା ପର ଦିନ ଅର୍ଥାତ୍ ଅଗଷ୍ଟ ୧ ତାରିଖରେ ସେ ବିଜେପିରେ ମିଶିଥିଲେ।

ତାଙ୍କ ଇସ୍ତଫା ପରେ ଆଶା କରାଯାଉଥିଲା ଦଳ ତାଙ୍କୁ ପୁଣି ରାଜ୍ୟସଭା ପଠାଇବ । ଏହା ପରେ  ବିଜେଡି ଉପରେ ଅସନ୍ତୋଷ ଝାଡ଼ିଥିଲେ ମମତା। ତାଙ୍କୁ ଦଳରେ ଅଣଦେଖା କରାଯାଇଥିବା ସେ ଅଭିଯୋଗ ଆଣିଥିଲେ। ଏମିତିକି ତାଙ୍କୁ ନିର୍ବାଚନ ପରେ ବିଜେଡିରୁ ବାହାର କରି ଦେବାକୁ ଧମକ ଦିଆଯାଇଥିଲା।

ସପ୍ତାହେ ତଳେ ବିଜେପି ମମତା ମହାନ୍ତଙ୍କୁ ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ କରାଯାଇଥିଲା। ଗତ ଅଗଷ୍ଟ ୨୧ ତାରିଖରେ ସେ ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଥିଲେ।

Tags: bjdbjpMamata Mohantanewsnewsroomodishapolitics
Share196Tweet123
M M

M M

ଆଜିର ପାଗ

Bhubaneswar
October 30, 2025, 10:26 AM
 

S
Partly cloudy
29°C
2.4 m/s
Apparent: 34°C
Pressure: 1010 mb
Humidity: 72%
Winds: 2.4 m/s S
Windgusts: 7.5 m/s
UV-Index: 6.2
Precip.: 2.5mm /88% / Rain
Sunrise: 5:47 AM
Sunset: 5:12 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବଜ୍ରପାତ ସହ ବର୍ଷାର ସମ୍ଭାବନା

ବଜ୍ରପାତ ସହ ବର୍ଷାର ସମ୍ଭାବନା

October 30, 2025

ବୁସାନ୍‌ରେ ଭେଟିଲେ ଟ୍ରମ୍ପ ଓ ଜିନ୍‌ପିଙ୍ଗ୍, ହେବ କି ବାଣିଜ୍ୟ ଚୁକ୍ତି?

October 30, 2025
ଗାଜା ଉପରେ ପୁଣି କାହିଁକି ଆକ୍ରମଣ କଲା ଇସ୍ରାଏଲ ?

ଗାଜା ଉପରେ ପୁଣି କାହିଁକି ଆକ୍ରମଣ କଲା ଇସ୍ରାଏଲ ?

October 30, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom