• Latest
  • Trending
ପ୍ୟାରିସ ଅଲିମ୍ପିକ୍ସରେ ଭାରତ ନିଜର ପଦକ ଖାତା ଖୋଲିଛି,ଭାରତର ମନୁ ଭାକରଙ୍କୁ ବ୍ରୋଞ୍ଜ ପଦକ

ପ୍ୟାରିସ ଅଲିମ୍ପିକ୍ସରେ ଭାରତ ନିଜର ପଦକ ଖାତା ଖୋଲିଛି,ଭାରତର ମନୁ ଭାକରଙ୍କୁ ବ୍ରୋଞ୍ଜ ପଦକ

Jul-28-2024 05:23 PM IST
ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

Oct-22-2025 10:04 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-22-2025 09:54 AM IST
ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

Oct-22-2025 09:39 AM IST

ଆସୁଛି ବଡ଼ ବାତ୍ୟା, ସପ୍ତାହେ ଧରି ଛେଚିବ- କାଚିବ

Oct-21-2025 07:32 PM IST
ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

Oct-21-2025 05:15 PM IST
ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

Oct-21-2025 04:38 PM IST
ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

Oct-21-2025 04:08 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

Oct-21-2025 03:37 PM IST
ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

Oct-21-2025 01:20 PM IST
ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

Oct-21-2025 12:39 PM IST
  • About
  • Careers
  • Contact Us
Wednesday, October 22, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ପ୍ୟାରିସ ଅଲିମ୍ପିକ୍ସରେ ଭାରତ ନିଜର ପଦକ ଖାତା ଖୋଲିଛି,ଭାରତର ମନୁ ଭାକରଙ୍କୁ ବ୍ରୋଞ୍ଜ ପଦକ

by M M
Jul-28-2024 05:23 PM IST
in ଖେଳ, ବଡ଼ ଖବର, ଭିଡ଼ିଓ
0
ପ୍ୟାରିସ ଅଲିମ୍ପିକ୍ସରେ ଭାରତ ନିଜର ପଦକ ଖାତା ଖୋଲିଛି,ଭାରତର ମନୁ ଭାକରଙ୍କୁ ବ୍ରୋଞ୍ଜ ପଦକ
491
SHARES
1.4k
VIEWS
Share on FacebookShare on Twitter

ପ୍ୟାରିସ ଅଲିମ୍ପିକ୍ସରେ ଭାରତ ନିଜର ପଦକ ଖାତା ଖୋଲିଛି । ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ମନୁ ଭାକର ବ୍ରୋଞ୍ଜ ପଦକ ଜିତିଛନ୍ତି । ସୁଟିଂରେ ପଦକ ଜିତିବାରେ ସେ ହେଉଛନ୍ତି ପ୍ରଥମ ମହିଳା । ଏହା ସହିତ ଅଲିମ୍ପିକ୍ସ ସୁଟିଂରେ ଦୀର୍ଘ ୧୨ ବର୍ଷ ପରେ ଭାରତ ପଦକ ଜିତିପାରିଛି  ମନୁ ପ୍ରଥମ ପର୍ଯ୍ୟାୟରେ ସେ ୫୦.୪ ସ୍କୋର କରିଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ତାଙ୍କ ସ୍କୋର ୧୦୧.୭ରେ ପହଞ୍ଚିଥିଲା। ମନୁ ଭାକର ୨୨ ଶଟ୍ ପରେ ୨୨୧.୭ ସ୍କୋର କରି ଫାଇନାଲ ରାଉଣ୍ଡରେ ଦ୍ବିତୀୟ ସ୍ଥାନରେ ଥିବା କିମ ୟେଜିଙ୍କ ଠାରୁ ମାତ୍ର ୦.୧ ଦୂରରେ ରହିଥିଲେ।୧୦ ମିଟର ଏୟାର ପିସ୍ତର ଇଭେଣ୍ଟର ସ୍ବର୍ଣ୍ଣ ଓ ରୌପ୍ୟ ପଦକ ଦକ୍ଷିଣ କୋରିଆ ହାସଲ କରିଛି । ୟେ ଜିନ ଓ ସ୍ବର୍ଣ୍ଣ ପଦକ ଜିତିଥିବାବେଳେ କିମ ୟେଜି ରୌପ୍ୟ ଜିତିଛନ୍ତି ।ପୂର୍ବରୁ ଅଭିନବ ବିନ୍ଦ୍ରା ଓ ଗଗନ ନାରଙ୍ଗ ଭାରତ ପକ୍ଷରୁ ସୁଟିଂରେ ଅଲିମ୍ପିକ୍ସ ପଦକ ଜିତିଥିଲେ । କିନ୍ତୁ ମହିଳା ସୁଟିଂରେ ପଦକ ଜିତିବାରେ ମନୁ ପ୍ରଥମ ଥର ପାଇଁ ପଦକ ଜିତିଛନ୍ତି

Tags: newsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
October 22, 2025, 11:57 AM
 

ENE
Partly cloudy
32°C
3.6 m/s
Apparent: 32°C
Pressure: 1011 mb
Humidity: 93%
Winds: 3.6 m/s ENE
Windgusts: 8 m/s
UV-Index: 0
Precip.: 0mm /18% / Rain
Sunrise: 5:44 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

October 22, 2025
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

October 22, 2025
ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

October 22, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom