• Latest
  • Trending
ମିଆଁମାର ଭୂକମ୍ପରେ ଶତାଧିକ ମୃତ ଆଶଙ୍କା: ସହଯୋଗ କରିବାକୁ କହିଲେ ମୋଦି

ମିଆଁମାର ଭୂକମ୍ପରେ ଶତାଧିକ ମୃତ ଆଶଙ୍କା: ସହଯୋଗ କରିବାକୁ କହିଲେ ମୋଦି

Mar-28-2025 10:27 AM IST
ରାଷ୍ଟ୍ରପତି ମୁର୍ମୁଙ୍କ ସୁରକ୍ଷାରେ ବଡ଼ ତ୍ରୁଟି: ହେଲିକପ୍ଟର ଚକ ହେଲିପ୍ୟାଡରେ ପଶିଗଲା

ରାଷ୍ଟ୍ରପତି ମୁର୍ମୁଙ୍କ ସୁରକ୍ଷାରେ ବଡ଼ ତ୍ରୁଟି: ହେଲିକପ୍ଟର ଚକ ହେଲିପ୍ୟାଡରେ ପଶିଗଲା

Oct-22-2025 04:08 PM IST
ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

Oct-22-2025 03:43 PM IST
ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

Oct-22-2025 03:25 PM IST
ପୀତବାସ ପଣ୍ଡା ହତ୍ୟା ମାମଲା , ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା

ପୀତବାସ ପଣ୍ଡା ହତ୍ୟା ମାମଲା , ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା

Oct-22-2025 01:45 PM IST
ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

Oct-22-2025 10:04 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-22-2025 09:54 AM IST
ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

Oct-22-2025 09:39 AM IST

ଆସୁଛି ବଡ଼ ବାତ୍ୟା, ସପ୍ତାହେ ଧରି ଛେଚିବ- କାଚିବ

Oct-21-2025 07:32 PM IST
ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

Oct-21-2025 05:15 PM IST
ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

Oct-21-2025 04:38 PM IST
  • About
  • Careers
  • Contact Us
Wednesday, October 22, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ମିଆଁମାର ଭୂକମ୍ପରେ ଶତାଧିକ ମୃତ ଆଶଙ୍କା: ସହଯୋଗ କରିବାକୁ କହିଲେ ମୋଦି

by newsroom
Mar-28-2025 10:27 AM IST
in ଦେଶ ବିଦେଶ
0
ମିଆଁମାର ଭୂକମ୍ପରେ ଶତାଧିକ ମୃତ ଆଶଙ୍କା: ସହଯୋଗ କରିବାକୁ କହିଲେ ମୋଦି
491
SHARES
1.4k
VIEWS
Share on FacebookShare on Twitter

ମିଆଁମାରକୁ ଆଜି ୭.୭ ଓ ୬.୪ ତୀବ୍ରତାର ଦୁଇଟି ଭୂମିକମ୍ପ ଦୋହଲାଇ ଦେଇଛି।  ଭୂକମ୍ପରେ ୨୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି।  ତେବେ ଶତାଧିକ ଲୋକଙ୍କ ମୃତ୍ୟୁ ଆଶଙ୍କା କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପ୍ରସଙ୍ଗରେ ଭାରତ ମିଆଁମାର ସହ ରହିଥିବା କହିଛନ୍ତି । ସମସ୍ତ ସହଯୋଗ କରିବାକୁ ସେ ପ୍ରତିଶ୍ରୁତି ଦେଇଛନ୍ତି ।

ଭୂମିକମ୍ପ ପରେ ଅନେକ ନିଖୋଜ ଅଛନ୍ତି। ଅନେକ ଘରଦ୍ବାର ମାଟିରେ ମିଶିଯାଇଛି। ଉକ୍ତ ଘଟଣାରେ ଗଭୀର ଚିନ୍ତା ପ୍ରକଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୋଦୀ ଦକ୍ଷିଣ ପୂର୍ବ ଏସୀୟ ରାଷ୍ଟ୍ର ଏବଂ ଥାଇଲାଣ୍ଡକୁ ସହାୟତା ପ୍ରତିଶ୍ରୁତି ଦେବା ସହ ସମସ୍ତଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ପ୍ରାର୍ଥନା କରିଛନ୍ତି। ମୋଦୀ ଏକ୍ସରେ ଏକ ପୋଷ୍ଟ୍‌ କରି କହିଛନ୍ତି, ମିଆଁମାର ଓ ଥାଇଲାଣ୍ଡ ଭୂକମ୍ପ ପରେ ପରିସ୍ଥିତିକୁ ନେଇ ଚିନ୍ତିତ। ସମସ୍ତଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ପ୍ରାର୍ଥନା କରୁଛି। ଭାରତ ସବୁ ପ୍ରକାର ସହାୟତା ଯୋଗାଇଦେବାକୁ ପ୍ରସ୍ତୁତ ଅଛି।

Tags: earthquakeMyanmar.
Share196Tweet123
newsroom

newsroom

ଆଜିର ପାଗ

Bhubaneswar
October 22, 2025, 4:23 PM
 

ENE
Partly cloudy
31°C
1.9 m/s
Apparent: 32°C
Pressure: 1011 mb
Humidity: 93%
Winds: 1.9 m/s ENE
Windgusts: 8 m/s
UV-Index: 0
Precip.: 0mm /18% / Rain
Sunrise: 5:44 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ରାଷ୍ଟ୍ରପତି ମୁର୍ମୁଙ୍କ ସୁରକ୍ଷାରେ ବଡ଼ ତ୍ରୁଟି: ହେଲିକପ୍ଟର ଚକ ହେଲିପ୍ୟାଡରେ ପଶିଗଲା

ରାଷ୍ଟ୍ରପତି ମୁର୍ମୁଙ୍କ ସୁରକ୍ଷାରେ ବଡ଼ ତ୍ରୁଟି: ହେଲିକପ୍ଟର ଚକ ହେଲିପ୍ୟାଡରେ ପଶିଗଲା

October 22, 2025
ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

October 22, 2025
ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

October 22, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom