• Latest
  • Trending
ମିଆଁମାର ଭୂକମ୍ପରେ ଶତାଧିକ ମୃତ ଆଶଙ୍କା: ସହଯୋଗ କରିବାକୁ କହିଲେ ମୋଦି

ମିଆଁମାର ଭୂକମ୍ପରେ ଶତାଧିକ ମୃତ ଆଶଙ୍କା: ସହଯୋଗ କରିବାକୁ କହିଲେ ମୋଦି

Mar-28-2025 10:27 AM IST
odisha.newsroom.in

ବଙ୍ଗଳା ଓ ଆସାମରେ ବିଜେପିର ଦବଦବା…ତାମିଲନାଡୁରେ ବିଜୟଙ୍କ ‘ବ୍ଲକବଷ୍ଟର’ ଏଣ୍ଟ୍ରି

May-04-2026 06:52 PM IST
odisha.newsroom.in

ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ କିଏ ? ଚର୍ଚ୍ଚାରେ ଏହି ନେତାଙ୍କ ନାମ…

May-04-2026 06:12 PM IST
odisha.newsroom.in

ତାମିଲନାଡୁରେ ଅଟୋ ଚାଳକଙ୍କ କମାଲ…ବଡ଼ ନେତାଙ୍କୁ ହରାଇଦେଲେ

May-04-2026 05:13 PM IST
odisha.newsroom.in

TMC କାର୍ଯ୍ୟାଳୟ ଖାଁ ଖାଁ…ମମତାଙ୍କ ଘର ଆଗରେ ‘ଜୟ ଶ୍ରୀରାମ’ ନାରା

May-04-2026 03:02 PM IST
odisha.newsroom.in

ପୁଡୁଚେରୀ ନିର୍ବାଚନ ଫଳାଫଳ: ପୁଣି ଥରେ କ୍ଷମତା ଆଡ଼କୁ ବିଜେପି ମେଣ୍ଟ, ପଛରେ ପଡ଼ିଲା କଂଗ୍ରେସ

May-04-2026 12:42 PM IST
odisha.newsroom.in

ତାମିଲନାଡୁରେ’TVK’ ମ୍ୟାଜିକ୍: ବିଜୟଙ୍କ ଘର ଆଗରେ ପୋଲିସ୍ ଛାଉଣୀ କାହିଁକି ?

May-04-2026 12:18 PM IST
odisha.newsroom.in

କେରଳରେ ବଡ଼ ବିଜୟ ଆଡ଼କୁ UDF…LDF କର୍ମୀଙ୍କ ମଧ୍ୟରେ ନିରାଶା…

May-04-2026 11:58 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କ ଦବଦବା…ଛତ୍ରଭଙ୍ଗ ଦେଲେଣି DMK କର୍ମୀ

May-04-2026 11:20 AM IST
odisha.newsroom.in

ବେଙ୍ଗଲରେ ବିଜେପି ଆଗରେ, ତାମିଲନାଡୁରେ ବିଜୟଙ୍କ TVK ର କମାଲ

May-04-2026 10:37 AM IST
odisha.newsroom.in

ପ୍ରାରମ୍ଭିକ ଟ୍ରେଣ୍ଡରେ ମମତାଙ୍କୁ ପଛରେ ପକାଇଲେ ଶୁଭେନ୍ଦୁ ଅଧିକାରୀ

May-04-2026 09:54 AM IST
  • About
  • Careers
  • Contact Us
Tuesday, May 5, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ମିଆଁମାର ଭୂକମ୍ପରେ ଶତାଧିକ ମୃତ ଆଶଙ୍କା: ସହଯୋଗ କରିବାକୁ କହିଲେ ମୋଦି

by newsroom
Mar-28-2025 10:27 AM IST
in ଦେଶ ବିଦେଶ
0
ମିଆଁମାର ଭୂକମ୍ପରେ ଶତାଧିକ ମୃତ ଆଶଙ୍କା: ସହଯୋଗ କରିବାକୁ କହିଲେ ମୋଦି
491
SHARES
1.4k
VIEWS
Share on FacebookShare on Twitter

ମିଆଁମାରକୁ ଆଜି ୭.୭ ଓ ୬.୪ ତୀବ୍ରତାର ଦୁଇଟି ଭୂମିକମ୍ପ ଦୋହଲାଇ ଦେଇଛି।  ଭୂକମ୍ପରେ ୨୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି।  ତେବେ ଶତାଧିକ ଲୋକଙ୍କ ମୃତ୍ୟୁ ଆଶଙ୍କା କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପ୍ରସଙ୍ଗରେ ଭାରତ ମିଆଁମାର ସହ ରହିଥିବା କହିଛନ୍ତି । ସମସ୍ତ ସହଯୋଗ କରିବାକୁ ସେ ପ୍ରତିଶ୍ରୁତି ଦେଇଛନ୍ତି ।

ଭୂମିକମ୍ପ ପରେ ଅନେକ ନିଖୋଜ ଅଛନ୍ତି। ଅନେକ ଘରଦ୍ବାର ମାଟିରେ ମିଶିଯାଇଛି। ଉକ୍ତ ଘଟଣାରେ ଗଭୀର ଚିନ୍ତା ପ୍ରକଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୋଦୀ ଦକ୍ଷିଣ ପୂର୍ବ ଏସୀୟ ରାଷ୍ଟ୍ର ଏବଂ ଥାଇଲାଣ୍ଡକୁ ସହାୟତା ପ୍ରତିଶ୍ରୁତି ଦେବା ସହ ସମସ୍ତଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ପ୍ରାର୍ଥନା କରିଛନ୍ତି। ମୋଦୀ ଏକ୍ସରେ ଏକ ପୋଷ୍ଟ୍‌ କରି କହିଛନ୍ତି, ମିଆଁମାର ଓ ଥାଇଲାଣ୍ଡ ଭୂକମ୍ପ ପରେ ପରିସ୍ଥିତିକୁ ନେଇ ଚିନ୍ତିତ। ସମସ୍ତଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ପ୍ରାର୍ଥନା କରୁଛି। ଭାରତ ସବୁ ପ୍ରକାର ସହାୟତା ଯୋଗାଇଦେବାକୁ ପ୍ରସ୍ତୁତ ଅଛି।

Tags: earthquakeMyanmar.
Share196Tweet123
newsroom

newsroom

ଆଜିର ପାଗ

Bhubaneswar
May 5, 2026, 3:30 AM
 

SE
Thunderstorm
26°C
0.5 m/s
Apparent: 33°C
Pressure: 1009 mb
Humidity: 93%
Winds: 0.5 m/s SE
Windgusts: 9.7 m/s
UV-Index: 0
Precip.: 20.3mm /96% / Rain
Sunrise: 5:14 AM
Sunset: 6:11 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom