• Latest
  • Trending
ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Nov-07-2025 09:22 AM IST
odisha.newsroom.in

ସାଙ୍ଘାତିକ ଝଟକା…ଟ୍ରମ୍ପଙ୍କ ଯୁଦ୍ଧ ନୀତିକୁ ପାଗଳାମି କହିଲା ୟୁଏସ ସିନେଟ

Mar-27-2026 06:25 PM IST
odisha.newsroom.in

ଲିଭ୍-ଇନ୍ ରିଲେସନ ଉପରେ ହାଇକୋର୍ଟ ଦେଲେ ବଡ଼ ରାୟ, କହିଲେ…

Mar-27-2026 04:41 PM IST
odisha.newsroom.in

ଟ୍ରମ୍ପଙ୍କ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ଭୟଙ୍କର ସର୍ତ୍ତ

Mar-27-2026 03:57 PM IST
odisha.newsroom.in

ସାମ୍ନାକୁ ଆସିଲା ଖାମନେଇଙ୍କ ମୃତ୍ୟୁର କିଛି ସମୟ ପୂର୍ବର ଫଟୋ

Mar-27-2026 02:34 PM IST
odisha.newsroom.in

ଏମିତି କରନ୍ତୁ ଶୋଇବା ଘର ଡିଜାଇନ…ନିଶ୍ଚୟ ଆସିବ ସୁଖନିଦ୍ରା

Mar-27-2026 01:07 PM IST
odisha.newsroom.in

ମହଳାଙ୍କୁ ହୋଟେଲ ନେଇ କହିଲା, ମୁଁ ଶିବଙ୍କ ଅବତାର ଆଉ ତୁମେ ସାକ୍ଷାତ ପାର୍ବତୀ…ତାପରେ…

Mar-27-2026 12:37 PM IST
odisha.newsroom.in

ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା…ସତର୍କ ସୂଚନା ଜାରି

Mar-27-2026 12:09 PM IST
odisha.newsroom.in

ଆଜି ରାମନବମୀ…ସାରା ଜଗତ ରାମମୟ…ଶୁଭୁଛି ଜୟ ଶ୍ରୀରାମ ନାରା

Mar-27-2026 11:46 AM IST
odisha.newsroom.in

ପେଟ୍ରୋଲ ଓ ଡିଜେଲ ଉପରୁ ସରକାର କମାଇଲେ ଟ୍ୟାକ୍ସ, କମିବ ଦର ?

Mar-27-2026 11:22 AM IST
ଆଜିର ରାଶିଫଳ

ଆଜିର ରାଶିଫଳ

Mar-27-2026 08:32 AM IST
  • About
  • Careers
  • Contact Us
Saturday, March 28, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆପଡ଼ାର ବିକାଶ ବିଜେପି କରିବ

by M M
Nov-07-2025 09:22 AM IST
in ରାଜ୍ୟ
0
ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
491
SHARES
1.4k
VIEWS
Share on FacebookShare on Twitter

ନୂଆପଡ଼ାର ବିକାଶ ପାଇଁ ମୋତେ ଏଠାକୁ ଆସିବାକୁ ପଡ଼ିଛି। ପୂର୍ବରୁ କେବେ ଏତେ ଜନସମାଗମ କେହି ଦେଖି ନ ଥିଲେ। ନୂଆପଡ଼ାର ବିକାଶ ପାଇଁ ୧ ହଜାର ୪ ଶହ କୋଟିର ପ୍ରତିଶ୍ରୁତି ଦେଇ ସାରିଛି। ଜୟ ଢୋଲକିଆ ନିର୍ବାଚିତ ହେଲେ ଆପଣଙ୍କ ଦାବି ଉପସ୍ଥାପନ କରିପାରିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ ଆହୁରି କହିଛନ୍ତି ଯେ  କିଛି ଦିନ ତଳେ ବିରୋଧୀଦଳ ନେତା ଜୟଙ୍କୁ ବେଇମାନ କହିଥିଲେ। ପୂର୍ବରୁ କେବେ ତାଙ୍କ ମୁହଁରୁ ଏପରି ଶବ୍ଦ ବାହାରେ ନାହିଁ। କେହି ତାଙ୍କୁ ସ୍କ୍ରିପ୍ଟ ଲେଖି ଦେଇଥିଲେ, ତାହା ସେ ପଢ଼ିଦେଲେ। ‘ବେଇମାନ’ ଶବ୍ଦର ଅର୍ଥ ବୋଧେ ସିଏ ବୁଝି ପାରି ନ ଥିବେ। ବିଜେପୁର, କାକଟପୁର ଓ ନର୍ଲାରେ ବିଜେଡି କରିଥିବା କାର୍ଯ୍ୟକୁ ମନେ ପକାଇବାକୁ କହି ସେ ପ୍ରଶ୍ନ କରିଛନ୍ତି, ଏହା ବେଇମାନୀ ନ ଥିଲା କି? ବେଇମାନ କିଏ ଓ କେତେ ଥର ବେଇମାନୀ କରିଛନ୍ତି ସମସ୍ତେ ଜାଣିଛନ୍ତି। ଯେଉଁମାନେ ଦଳକୁ ଆଣିଥିଲେ, ସେମାନଙ୍କୁ ତଡ଼ି ଦେଇ ବେଇମାନୀ କରାଯାଇଛି ବୋଲି ଅଭିଯୋଗ କରିଛନ୍ତି। ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋମନା ଉଦ୍ୟାନବନ୍ଧରେ ରୋଡ ଶୋ’ କରିବା ପରେ ବିରାଟ ଜନସଭାକୁ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରି ଏହା କହିଛନ୍ତି ।

ମୁଖ୍ୟମନ୍ତ୍ରୀ  ନୂଆପଡ଼ା ମାଟିରେ ନିଶ୍ଚୟ ପଦ୍ମ ଫୁଟିବ ବୋଲି ଆଶା ପ୍ରକାଶ କରିଛନ୍ତି। ଦ୍ୱିତୀୟ ସ୍ଥାନ ପାଇଁ କଂଗ୍ରେସ-ବିଜେଡି ମଧ୍ୟରେ ଲଢ଼େଇ ଚାଲିଛି ବୋଲି ଉଲ୍ଲେଖ କରି ପରିବର୍ତ୍ତନରେ ସାମିଲ ହେଲେ ନୂଆପଡ଼ା ବିକାଶରେ ସାମିଲ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଚାଷୀ ପ୍ରସଙ୍ଗ ଉଠାଇ ବିଜେଡିକୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜେଡି ସରକାର ୧୦୦ ଟଙ୍କା ସବସିଡି ଦେବାକୁ କହି ଦେଇପାରିନଥିଲେ, କିନ୍ତୁ ଆମ ସରକାର ଆସିବା ମାତ୍ରେ ୮୦୦ ଟଙ୍କା ସବସିଡି ଦେଇଛି। ଏହାର ସୁବିଧା ରାଜ୍ୟର ୧୭ ଲକ୍ଷ କୃଷକଙ୍କୁ ମିଳିଛି।

Share196Tweet123
M M

M M

ଆଜିର ପାଗ

Bhubaneswar
March 28, 2026, 3:02 AM
 

S
Partly cloudy
25°C
1.2 m/s
Apparent: 31°C
Pressure: 1007 mb
Humidity: 91%
Winds: 1.2 m/s S
Windgusts: 8.7 m/s
UV-Index: 0
Precip.: 0mm /43% / Rain
Sunrise: 5:43 AM
Sunset: 5:59 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom