• Latest
  • Trending
ଆସୁଛି ଲଘୁଚାପ, 1999 ମହାବାତ୍ୟାର ହେବ କି ପୁନରାବୃତ୍ତି , କଣ କହୁଛନ୍ତି ପାଣିପାଗ ବିଜ୍ଞାନୀ

ଆସୁଛି ଲଘୁଚାପ, 1999 ମହାବାତ୍ୟାର ହେବ କି ପୁନରାବୃତ୍ତି , କଣ କହୁଛନ୍ତି ପାଣିପାଗ ବିଜ୍ଞାନୀ

Oct-18-2025 04:06 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

Jan-31-2026 11:27 PM IST
ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

Jan-31-2026 11:25 PM IST
ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

Jan-31-2026 11:22 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆଜିର ପାଗ

ଆସୁଛି ଲଘୁଚାପ, 1999 ମହାବାତ୍ୟାର ହେବ କି ପୁନରାବୃତ୍ତି , କଣ କହୁଛନ୍ତି ପାଣିପାଗ ବିଜ୍ଞାନୀ

by M M
Oct-18-2025 04:06 PM IST
in ଆଜିର ପାଗ
0
ଆସୁଛି ଲଘୁଚାପ, 1999 ମହାବାତ୍ୟାର ହେବ କି ପୁନରାବୃତ୍ତି , କଣ କହୁଛନ୍ତି ପାଣିପାଗ ବିଜ୍ଞାନୀ
507
SHARES
1.4k
VIEWS
Share on FacebookShare on Twitter

୨୧ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ  ପବନର ବେଗ ବଢ଼ିପାରେ ।  ଏହା ପଶ୍ଚିମ- ଉତ୍ତରପଶ୍ଚିମ ଦିଗକୁ ଗତିକରି ଘନୀଭୂତ ହୋଇ ଅବପାତ ସମ୍ଭାବନା ରହିଛି। କିନ୍ତୁ ଓଡ଼ିଶା ପ୍ରତି ବାତ୍ୟା ଭୟ ଏବେ କହିହେବ ନାହିଁ ବୋଲି କହିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

ଏହା ତାମିଲନାଡୁ, ପୁଡୁଚେରୀ ଓ ଆନ୍ଧ୍ରପ୍ରଦେଶରେ ଗତି କରିବାକୁ ଥିବା ବେଳେ ଏହି ସମ‌ୟରେ ପବନର ବେଗ ଘଣ୍ଟା ପିଛା ୩୦ରୁ ୫୫କିମି ଯାଏଁ ବହିପାରେ। କିନ୍ତୁ ଭାରତୀୟ ପାଣିପାଗ ବିଭାଗ ବାତ୍ୟା ନେଇ କୌଣସି ସତର୍କ ସୂଚନା ଜାରି କରି ନାହିଁ। ଓଡ଼ିଶା ନେଇ ସତର୍କ ସୂଚନା ଜାରି କରାଯାଇ ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେ ଆହୁରି କହିଛନ୍ତି ଯେ  ଦକ୍ଷିଣ ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ପରବର୍ତ୍ତୀ ୪୮ ଘଣ୍ଟାରେ ଅବପାତର ରୂପ ନେବ।  ୨୨ ତାରିଖ ପର୍ଯ୍ୟନ୍ତ କିଛି ଉପକୂଳ ଜିଲ୍ଲାକୁ ଛାଡ଼ି ଆଭ୍ଯନ୍ତରୀଣ, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଆଜି ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏହା ସହ ଏକ ବାତ୍ୟା ଆସୁଛି । ତେବେ ବାତ୍ୟାର ପ୍ରଭାବ କଣ ହେବ ତାହା ପରେ ଜଣାପଡ଼ିବ । କିନ୍ତୁ କିଛି ଗଣମାଧ୍ୟମରେ କୁହାଯାଉଛି ଯେ ଏହା ଭୟଙ୍କର ବାତ୍ୟା ହୋଇପାରେ ।

ଆସନ୍ତା ୨୨ରୁ ୨୪ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷା ପରିମାଣ ବଢିବ। ୨୬ ତାରିଖ ଯାଏଁ ରହିବ ବର୍ଷାର ପ୍ରଭାବ। ୨୪ ଓ ୨୫ ତାରିଖରେ ଲଘୁଚାପରେ ରହିବ ଅଧିକ ପ୍ରଭାବ। ଲଘୁଚାପଟି ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାକୁ ଥିବାରୁ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

Share203Tweet127
M M

M M

ଆଜିର ପାଗ

Bhubaneswar
February 2, 2026, 8:44 AM
 
N
Overcast
21°C
0.6 m/s
Apparent: 23°C
Pressure: 1018 mb
Humidity: 88%
Winds: 0.6 m/s N
Windgusts: 6.5 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

February 1, 2026
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

February 1, 2026
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

February 1, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom