• Latest
  • Trending
ଆସୁଛି ଲଘୁଚାପ, 1999 ମହାବାତ୍ୟାର ହେବ କି ପୁନରାବୃତ୍ତି , କଣ କହୁଛନ୍ତି ପାଣିପାଗ ବିଜ୍ଞାନୀ

ଆସୁଛି ଲଘୁଚାପ, 1999 ମହାବାତ୍ୟାର ହେବ କି ପୁନରାବୃତ୍ତି , କଣ କହୁଛନ୍ତି ପାଣିପାଗ ବିଜ୍ଞାନୀ

Oct-18-2025 04:06 PM IST
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

Nov-17-2025 10:01 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Nov-17-2025 09:04 AM IST
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

Nov-16-2025 11:51 AM IST
ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

Nov-16-2025 11:13 AM IST
ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

Nov-16-2025 11:04 AM IST
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

Nov-16-2025 10:06 AM IST

କ’ଣ କହୁଛି ଆଜିର ରାଶିଫଳ

Nov-16-2025 10:01 AM IST
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

Nov-15-2025 07:06 PM IST
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

Nov-15-2025 06:59 PM IST

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

Nov-15-2025 06:50 PM IST
  • About
  • Careers
  • Contact Us
Monday, November 17, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆଜିର ପାଗ

ଆସୁଛି ଲଘୁଚାପ, 1999 ମହାବାତ୍ୟାର ହେବ କି ପୁନରାବୃତ୍ତି , କଣ କହୁଛନ୍ତି ପାଣିପାଗ ବିଜ୍ଞାନୀ

by M M
Oct-18-2025 04:06 PM IST
in ଆଜିର ପାଗ
0
ଆସୁଛି ଲଘୁଚାପ, 1999 ମହାବାତ୍ୟାର ହେବ କି ପୁନରାବୃତ୍ତି , କଣ କହୁଛନ୍ତି ପାଣିପାଗ ବିଜ୍ଞାନୀ
507
SHARES
1.4k
VIEWS
Share on FacebookShare on Twitter

୨୧ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ  ପବନର ବେଗ ବଢ଼ିପାରେ ।  ଏହା ପଶ୍ଚିମ- ଉତ୍ତରପଶ୍ଚିମ ଦିଗକୁ ଗତିକରି ଘନୀଭୂତ ହୋଇ ଅବପାତ ସମ୍ଭାବନା ରହିଛି। କିନ୍ତୁ ଓଡ଼ିଶା ପ୍ରତି ବାତ୍ୟା ଭୟ ଏବେ କହିହେବ ନାହିଁ ବୋଲି କହିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

ଏହା ତାମିଲନାଡୁ, ପୁଡୁଚେରୀ ଓ ଆନ୍ଧ୍ରପ୍ରଦେଶରେ ଗତି କରିବାକୁ ଥିବା ବେଳେ ଏହି ସମ‌ୟରେ ପବନର ବେଗ ଘଣ୍ଟା ପିଛା ୩୦ରୁ ୫୫କିମି ଯାଏଁ ବହିପାରେ। କିନ୍ତୁ ଭାରତୀୟ ପାଣିପାଗ ବିଭାଗ ବାତ୍ୟା ନେଇ କୌଣସି ସତର୍କ ସୂଚନା ଜାରି କରି ନାହିଁ। ଓଡ଼ିଶା ନେଇ ସତର୍କ ସୂଚନା ଜାରି କରାଯାଇ ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେ ଆହୁରି କହିଛନ୍ତି ଯେ  ଦକ୍ଷିଣ ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ପରବର୍ତ୍ତୀ ୪୮ ଘଣ୍ଟାରେ ଅବପାତର ରୂପ ନେବ।  ୨୨ ତାରିଖ ପର୍ଯ୍ୟନ୍ତ କିଛି ଉପକୂଳ ଜିଲ୍ଲାକୁ ଛାଡ଼ି ଆଭ୍ଯନ୍ତରୀଣ, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଆଜି ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏହା ସହ ଏକ ବାତ୍ୟା ଆସୁଛି । ତେବେ ବାତ୍ୟାର ପ୍ରଭାବ କଣ ହେବ ତାହା ପରେ ଜଣାପଡ଼ିବ । କିନ୍ତୁ କିଛି ଗଣମାଧ୍ୟମରେ କୁହାଯାଉଛି ଯେ ଏହା ଭୟଙ୍କର ବାତ୍ୟା ହୋଇପାରେ ।

ଆସନ୍ତା ୨୨ରୁ ୨୪ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷା ପରିମାଣ ବଢିବ। ୨୬ ତାରିଖ ଯାଏଁ ରହିବ ବର୍ଷାର ପ୍ରଭାବ। ୨୪ ଓ ୨୫ ତାରିଖରେ ଲଘୁଚାପରେ ରହିବ ଅଧିକ ପ୍ରଭାବ। ଲଘୁଚାପଟି ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାକୁ ଥିବାରୁ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

 

Share203Tweet127
M M

M M

ଆଜିର ପାଗ

Bhubaneswar
November 17, 2025, 11:26 PM
 

NNE
Overcast
18°C
0.7 m/s
Apparent: 18°C
Pressure: 1016 mb
Humidity: 73%
Winds: 0.7 m/s NNE
Windgusts: 7.6 m/s
UV-Index: 0
Precip.: 0mm /0% / Rain
Sunrise: 5:57 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

November 17, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

November 17, 2025
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

November 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom