• Latest
  • Trending
କଲ୍ୟାଣ ମଣ୍ଡପ ଓ ସିଲେଇ ପ୍ରଡ଼କ୍ସନ୍ ୟୁନିଟର ଉଦ୍ଘାଟନ କଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ

କଲ୍ୟାଣ ମଣ୍ଡପ ଓ ସିଲେଇ ପ୍ରଡ଼କ୍ସନ୍ ୟୁନିଟର ଉଦ୍ଘାଟନ କଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ

Aug-28-2025 09:38 AM IST
୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

Feb-07-2026 11:21 PM IST
ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

Feb-07-2026 11:17 PM IST
ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

Feb-07-2026 11:14 PM IST
ଶୁଣନ୍ତୁ ସ୍ୱାସ୍ଥ୍ୟମନ୍ତ୍ରୀ, ରାତିସାରା ବୁଲିଲା, ଦୁଷ୍କର୍ମ ପୀଡିତାର ଜୀବନ ଚାଲିଗଲା

ଶୁଣନ୍ତୁ ସ୍ୱାସ୍ଥ୍ୟମନ୍ତ୍ରୀ, ରାତିସାରା ବୁଲିଲା, ଦୁଷ୍କର୍ମ ପୀଡିତାର ଜୀବନ ଚାଲିଗଲା

Feb-07-2026 11:11 PM IST
କଂଗ୍ରେସ ହାତ ଧରିବ ବିଜେଡି ! ସୁଜାତାଙ୍କ ବଦଳରେ ସଂତୃପ୍ତ ଯିବେ ରାଜ୍ୟସଭା

କଂଗ୍ରେସ ହାତ ଧରିବ ବିଜେଡି ! ସୁଜାତାଙ୍କ ବଦଳରେ ସଂତୃପ୍ତ ଯିବେ ରାଜ୍ୟସଭା

Feb-07-2026 11:08 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-07-2026 09:22 AM IST
ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

Feb-06-2026 09:20 PM IST
ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

Feb-06-2026 09:18 PM IST
ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

Feb-06-2026 09:15 PM IST
ସମୁଦ୍ର ଭିତରେ ହଜିଗଲା ଓଡ଼ିଆ ପୁଅ, ସମୁଦ୍ରରେ ସର୍ଚ୍ଚ ଅପରେସନରୁ ମିଳିଲା କି ସୁରାକ ?

ସମୁଦ୍ର ଭିତରେ ହଜିଗଲା ଓଡ଼ିଆ ପୁଅ, ସମୁଦ୍ରରେ ସର୍ଚ୍ଚ ଅପରେସନରୁ ମିଳିଲା କି ସୁରାକ ?

Feb-06-2026 09:12 PM IST
  • About
  • Careers
  • Contact Us
Sunday, February 8, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

କଲ୍ୟାଣ ମଣ୍ଡପ ଓ ସିଲେଇ ପ୍ରଡ଼କ୍ସନ୍ ୟୁନିଟର ଉଦ୍ଘାଟନ କଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ

 ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ପ୍ରୟାସରେ ୧୦୦ରୁ ଅଧିକ ମହିଳାଙ୍କୁ ସିଲେଇ ମେସିନ୍ ଓ ପ୍ରଶିକ୍ଷଣ ପ୍ରଦାନ

by M M
Aug-28-2025 09:38 AM IST
in ରାଜ୍ୟ
0
କଲ୍ୟାଣ ମଣ୍ଡପ ଓ ସିଲେଇ ପ୍ରଡ଼କ୍ସନ୍ ୟୁନିଟର ଉଦ୍ଘାଟନ କଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ
491
SHARES
1.4k
VIEWS
Share on FacebookShare on Twitter
ଆଜି ନୀଳଗିରି ନିର୍ବାଚନ ମଣ୍ଡଳୀର ଧୋବଶିଳା ଗ୍ରାମ ପଞ୍ଚାୟତରେ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ବ୍ୟକ୍ତିଗତ ପ୍ରୟାସରେ ନୂତନ କଲ୍ୟାଣ ମଣ୍ଡପ ଓ ସିଲେଇ ପ୍ରଡ଼କ୍ସନ୍ ୟୁନିଟର ଶୁଭ ଉଦ୍ଘାଟନ ହୋଇଛି। ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ  ଏହି କେନ୍ଦ୍ର ମହିଳାମାନଙ୍କୁ ଆତ୍ମନିର୍ଭର କରିବ । ସେମାନେ ନିଜେ ରୋଜଗାର କରି ପରିବାରର ଉନ୍ନତିରେ ସହାୟକ ହୋଇପାରିବେ । ମହିଳା ଆତ୍ମନିର୍ଭର ହେଲେ ସମାଜ ଆଗକୁ ବଢ଼ିବ । ଏଭଳି ପ୍ରୟାସ ଆଗାମୀ ଦିନରେ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରଶାସନର ମିଳିତ ସହଯୋଗରେ  ସିଲେଇ ପ୍ରଶିକ୍ଷଣ କେନ୍ଦ୍ର ଓ ପ୍ରଡ଼କ୍ସନ୍ ୟୁନିଟ୍ ଖୋଲାଯିବାର ଯୋଜନା ଥିବା ସାଂସଦ କହିଛନ୍ତି। ଏହି ୟୁନିଟରେ ମହିଳାମାନେ ସିଲେଇ ପ୍ରଶିକ୍ଷଣ ନେବେ ଏବଂ ବିଭିନ୍ନ ପ୍ରକାରର ବସ୍ତ୍ର ତିଆରି କରି ବିଭିନ୍ନ ସଂସ୍ଥା ମାଧ୍ୟମରେ ବିଭିନ୍ନ ବଜାରରେ ବିକ୍ରୟ କରିପାରିବେ। ଏହା ମହିଳାମାନଙ୍କୁ ସ୍ୱାବଲମ୍ବନ କରି ଲକ୍ଷ୍ମୀପତି ଦିଦି କରିବାରେ ସାହାଯ୍ୟ କରିବ ବୋଲି କହିଥିଲେ ସାଂସଦ ।
ସାଂସଦଙ୍କ ବ୍ୟକ୍ତିଗତ ପ୍ରୟାସରେ ପୂର୍ବରୁ ୧୦୦ରୁ ଅଧିକ ମହିଳାଙ୍କୁ ସିଲେଇ ମେସିନ୍ ଓ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା। ଆଜି ସୁମେଣ୍ଟର୍ ପ୍ରୋ ସଂସ୍ଥା ଦ୍ୱାରା ୫୦ଟି ଅତ୍ୟାଧୁନିକ ସିଲେଇ ମେସିନ୍ ପ୍ରଦାନ କରାଯାଇଛି, ଯାହା ମହିଳାମାନଙ୍କୁ ଆତ୍ମନିର୍ଭର ଓ ରୋଜଗାରକ୍ଷମ କରିବ।
ବିଧାୟକ ସନ୍ତୋଷ ଖଟୁଆ ସାଂସଦଙ୍କ ଏହି  ପଦକ୍ଷେପକୁ ପ୍ରଶଂସା କରିଛନ୍ତି। କାର୍ଯ୍ୟକ୍ରମରେ ନିବେଦିତା ପଣ୍ଡା, ଅନିତା ନାୟକ ଓ ବାଣିଶ୍ରୀ ବେହେରା ପ୍ରଶିକ୍ଷଣରୁ ସ୍ୱାବଲମ୍ବୀ ହେବାର ଅନୁଭୂତି ବର୍ଣ୍ଣନା କରିଥିଲେ। ଅଞ୍ଚଳବାସୀମାନେ ସାଂସଦଙ୍କ ଏଭଳି ପଦକ୍ଷେପକୁ ଢ଼େର ପ୍ରଶଂସା କରିଛନ୍ତି।

ସମ୍ମାନିତ ଅତିଥି ଭାବେ ବିଧାୟକ ସନ୍ତୋଷ ଖଟୁଆ ସାଂସଦଙ୍କ ଏଭଳି କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ । କାର୍ଯ୍ୟକ୍ରମରେ ବାଲେଶ୍ୱର ଜିଲ୍ଲାପାଳ, ନୀଳଗିରି ଉପଜିଲ୍ଲାପାଳ, ବିଡ଼ିଓ, ବ୍ଲକ୍ ଚେୟାରମ୍ୟାନ୍ ଶୁଭଲକ୍ଷ୍ମୀ ମାଝୀ, ଜିଲ୍ଲା ପରିଷଦ ସଦସ୍ୟମାନେ ଏବଂ ସ୍ଥାନୀୟ ସରପଞ୍ଚ ଦିଲ୍ଲୀପ ସିଂ ଆଦି ଉପସ୍ଥିତ ଥିଲେ।

Share196Tweet123
M M

M M

ଆଜିର ପାଗ

Bhubaneswar
February 8, 2026, 2:58 AM
 
ENE
Fog
19°C
0.8 m/s
Apparent: 23°C
Pressure: 1015 mb
Humidity: 95%
Winds: 0.8 m/s ENE
Windgusts: 4.9 m/s
UV-Index: 0
Precip.: 0mm /0% / Rain
Sunrise: 6:19 AM
Sunset: 5:41 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0
 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0
ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

February 7, 2026
ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

February 7, 2026
ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

February 7, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom