• Latest
  • Trending
ବାଲେଶ୍ବରରେ ସାଂସଦ ଖେଳ ମହୋତ୍ସବ ରେଜିଷ୍ଟ୍ରେସନ ଉଦଘାଟନ କରାଇଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ

ବାଲେଶ୍ବରରେ ସାଂସଦ ଖେଳ ମହୋତ୍ସବ ରେଜିଷ୍ଟ୍ରେସନ ଉଦଘାଟନ କରାଇଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ

Aug-29-2025 02:18 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ବାଲେଶ୍ବରରେ ସାଂସଦ ଖେଳ ମହୋତ୍ସବ ରେଜିଷ୍ଟ୍ରେସନ ଉଦଘାଟନ କରାଇଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ

ଉଦ୍ଦେଶ୍ୟ ହେଉଛି  ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଥିବା କ୍ରୀଡା ପ୍ରତିଭାମାନଙ୍କୁ ଚିହ୍ନଟ କରି ପ୍ରୋତ୍ସାହନ ଦେବା

by M M
Aug-29-2025 02:18 PM IST
in ଖେଳ, ରାଜ୍ୟ
0
ବାଲେଶ୍ବରରେ ସାଂସଦ ଖେଳ ମହୋତ୍ସବ ରେଜିଷ୍ଟ୍ରେସନ ଉଦଘାଟନ କରାଇଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ
491
SHARES
1.4k
VIEWS
Share on FacebookShare on Twitter

ବାଲେଶ୍ବର : ସାଂସଦ ଖେଳ ମହୋତ୍ସବ (Sansad Khel Mahotsav) ରେଜିଷ୍ଟ୍ରେସନ ବାଲେଶ୍ବର ସଂସଦୀୟ କ୍ଷେତ୍ରରେ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ଦ୍ବାରା ଶୁଭାରମ୍ଭ ହୋଇଛି  । ଏହି କ୍ରୀଡ଼ା ମହୋତ୍ସବକୁ ଉଦଘାଟନ କରି ସାଂସଦ ପ୍ରତାପ ଷଡ଼ଙ୍ଗୀ କହିଛନ୍ତି ଯେ  ଏହା ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିବା ଏକ ଜାତୀୟ କ୍ରୀଡା ଉତ୍ସବ। ଏହାର ଉଦ୍ଦେଶ୍ୟ ହେଉଛି  ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଥିବା କ୍ରୀଡା ପ୍ରତିଭାମାନଙ୍କୁ ଚିହ୍ନଟ କରି ପ୍ରୋତ୍ସାହନ ଦେବା । ଏହି କ୍ରୀଡ଼ା ମହୋତ୍ସବ ମାଧ୍ୟମରେ ଗାଁରେ ଖେଳାଯାଉଥିବା କ୍ରୀଡାକୁ ପ୍ରୋତ୍ସାହନ ମିଳୁଛି ଏବଂ ଯୁବକମାନଙ୍କଠାରେ ସ୍ୱାସ୍ଥ୍ୟ ଓ କ୍ରୀଡ଼ା ଭାବନା ସଚେତନତା ବଢ଼ୁଛି ବୋଲି କହିଛନ୍ତି ସାଂସଦ  । ନିଜ  ନିର୍ବାଚନ ମଣ୍ଡଳୀରେ ଯୁବକମାନଙ୍କୁ ଭାଗ ନେବାକୁ ଆହ୍ୱାନ ଜଣାଇଛନ୍ତି ସାଂସଦ ଶ୍ରୀ ଷଡ଼ଙ୍ଗୀ । ଏଥିରେ ଭାଗନେବା ପାଇଁ ଅନଲାଇନ୍ ରେଜିଷ୍ଟ୍ରେସନ୍ ୨୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଖୋଲା ରହିବ ଏବଂ ପ୍ରତିଯୋଗିତା ୨୧ ସେପ୍ଟେମ୍ବରରୁ ୨୫ ଡିସେମ୍ବର୍ ପର୍ଯ୍ୟନ୍ତ ଚାଲିବ ବୋଲି ସାଂସଦ କହିଛନ୍ତି ।

୨୦୨୫ରେ ଏହି ମହୋତ୍ସବର ତୃତୀୟ ସଂସ୍କରଣ ଦେଶର ବିଭିନ୍ନ ସଂସଦୀୟ କ୍ଷେତ୍ରରେ  ଆରମ୍ଭ ହୋଇଛି। ୨୦୨୨ରେ ପ୍ରଥମଥର ଆୟୋଜିତ ହୋଇଥିବା ଏହି ମହୋତ୍ସବରେ ଲକ୍ଷାଧିକ ଯୁବକ-ଯୁବତୀ ଭାଗ ନେଇଥିଲେ। ଏହି କ୍ରୀଡ଼ା ସ୍ଥାନୀୟ ସାଂସଦମାନଙ୍କ ଦ୍ୱାରା ନିଜ ନିର୍ବାଚନ ମଣ୍ଡଳୀରେ ଆୟୋଜିତ ହୋଇଥାଏ ।  ଯେଉଁଠାରେ କବାଡ୍ଡି, ଖୋକ୍କୋ, ଭଲିବଲ, ବ୍ୟାଡ୍‌ମିନ୍ଟନ୍, କୁସ୍ତି ଆଦି ଖେଳରେ ପ୍ରତିଯୋଗିତା ହୋଇଥାଏ। । ଏଭଳି ଖେଳ ପ୍ରତିଯୋଗିତା ଦ୍ବାରା ଗ୍ରାମ୍ୟସ୍ତରର ପ୍ରତିଭାଙ୍କୁ ଖୋଜାଯାଇ ବଡ଼ ସୁଯୋଗ ପ୍ରଦାନ କରାଯାଉଛି ।  ଦେଶର କ୍ରୀଡା ବିକାଶରେ ଏଭଳି ଖେଳ ମହୋତ୍ସବ  ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଏଭଳି ଉଦ୍ୟମ ମାଧ୍ୟମରେ ଭାରତ ଏକ କ୍ରୀଡା ଶକ୍ତି ଭାବେ ଉଭା ହେବାର ସ୍ୱପ୍ନକୁ ସାକାର କରୁଥିବା ସାଂସଦ ଶ୍ରୀ ପ୍ରତାପ ଷଡ଼ଙ୍ଗୀ କହିଛନ୍ତି ।

Share196Tweet123
M M

M M

ଆଜିର ପାଗ

Bhubaneswar
February 2, 2026, 7:31 PM
 
S
Mainly clear
23°C
2.8 m/s
Apparent: 23°C
Pressure: 1018 mb
Humidity: 88%
Winds: 2.8 m/s S
Windgusts: 6.3 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

February 2, 2026
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

February 2, 2026
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom