• Latest
  • Trending
କଣ ଏହି ଏମପକ୍ସ : ସତର୍କ ରହିବା ପାଇଁ କାହିଁକି କହିଲା ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ

କଣ ଏହି ଏମପକ୍ସ : ସତର୍କ ରହିବା ପାଇଁ କାହିଁକି କହିଲା ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ

Aug-18-2024 01:55 PM IST

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

Jan-14-2026 06:07 AM IST
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

Jan-14-2026 06:05 AM IST
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

Jan-14-2026 05:59 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-14-2026 05:53 AM IST
ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

Jan-13-2026 06:06 AM IST
ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

Jan-13-2026 06:03 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-13-2026 05:57 AM IST
ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

Jan-11-2026 05:22 AM IST
ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

Jan-11-2026 05:00 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Jan-11-2026 04:51 AM IST
  • About
  • Careers
  • Contact Us
Wednesday, January 14, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଭିଡ଼ିଓ

କଣ ଏହି ଏମପକ୍ସ : ସତର୍କ ରହିବା ପାଇଁ କାହିଁକି କହିଲା ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ

by M M
Aug-18-2024 01:55 PM IST
in ଭିଡ଼ିଓ, ମୁଖ୍ୟ ଖବର
0
491
SHARES
1.4k
VIEWS
Share on FacebookShare on Twitter

ଏମପକ୍ସ ଜରୁରୀ ପରିସ୍ଥିତି ଘୋଷଣା କଲା ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ । ଆଫ୍ରିକୀୟ ଦେଶରେ ବ୍ୟାପୀଥିବା ଏହି ପ୍ରାଣଘାତୀ ରୋଗ ଆଫ୍ରିକା ପରେ ଏସିଆରେ ପ୍ରବେଶ କରିଛି ।  କଙ୍ଗୋରେ ଚିହ୍ନଟ ହୋଇଥିବା ସଂକ୍ରାମକ ରୋଗ ‘ଏମପକ୍ସ’ ଏବେ ପାକିସ୍ତାନରେ ବ୍ୟାପିବା ଆରମ୍ଭ ହୋଇଛି। ଶହ ଶହ ଲୋକଙ୍କ ଠାରୁ ଅନ୍ୟ ଲୋକଙ୍କୁ ବ୍ୟାପୁଛି ଏହି ରୋଗ ।  କଙ୍ଗୋ ଯାଇଥିବା ସ୍ଵିଡେନର ଜଣେ ନାଗରିକ ଏହି ସଂକ୍ରାମକ ରୋଗରେ ଆକ୍ରାନ୍ତ ହେବା ପରେ ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ଏହାକୁ ନେଇ ଚେତାବନୀ ଜାରି କରିଥିଲା। ଏହି ରୋଗ ସାରା ବିଶ୍ଵରେ ସ୍ଵାସ୍ଥ୍ୟ କ୍ଷେତ୍ରରେ ଜରୁରୀ ପରିସ୍ଥିତି ସୃଷ୍ଟି କରିବ​‌ ବୋଲି ଡବ୍ଲୁଏଚଓ ପକ୍ଷରୁ ଘୋଷଣା କରାଯାଇଥିଲା। ଏହାର ଦିନକ ପରେ ପାକିସ୍ତାନରେ ଏହି ସଂକ୍ରାମକ ରୋଗ ଦେଖିବାକୁ ମିଳିଛି ।  ତେବେ ସତର୍କ ରହିଲେ ଭଲ ।  ପ୍ରଥମଟି ହେଉଛି ସଂକ୍ରମିତ ବ୍ୟକ୍ତିଙ୍କ ସହିତ ଘନିଷ୍ଠ, ବ୍ୟକ୍ତିଗତ ଯୋଗାଯୋଗ କରନ୍ତୁ ନାହିଁ, ଏହା ଚର୍ମରୁ ଚର୍ମକୁ , ଲାଳ କିମ୍ବା ଶ୍ବାସ  ସହିତ ବ୍ୟାପି ପାରେ  ।  ଦ୍ୱିତୀୟଟି ହେଉଛି  ସାମଗ୍ରୀ ସହିତ ଯୋଗାଯୋଗ ମାଧ୍ୟମରେ ବ୍ୟାପିପାରେ  ।  ଏବଂ ତୃତୀୟଟି ହେଉଛି ସଂକ୍ରମିତ ପ୍ରାଣୀମାନଙ୍କ ସହିତ ମିଶିଲେ ବ୍ୟାପିବାର ସଂଭାବନା ରହିଛି । ପ୍ରାଣିମାନଙ୍କ ଲାଳ, କାମୁଡ଼ିବା କିମ୍ବା ସ୍କ୍ରାଚ୍ କରିବା ବେଳେ ଆପଣ ସଂକ୍ରମିତ ହୋଇପାରନ୍ତି । ଆଜିକାଲି ବାହାରେ ବୁଲିବା ବେଳେ, ମେଡିକାଲ ଗଲେ ସ୍ବାସ୍ଥ୍ୟକୁ ନେଇ ଯତ୍ନ ରହିବା ନିହାତି ଜରୁରୀ ।

Tags: newsnewsroom
Share196Tweet123
M M

M M

ଆଜିର ପାଗ

Bhubaneswar
January 14, 2026, 10:49 AM
 
N
Clear sky
23°C
1.3 m/s
Apparent: 15°C
Pressure: 1016 mb
Humidity: 88%
Winds: 1.3 m/s N
Windgusts: 5.1 m/s
UV-Index: 0
Precip.: 0mm /0% / Rain
Sunrise: 6:24 AM
Sunset: 5:26 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

January 14, 2026
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

January 14, 2026
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

January 14, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom