• Latest
  • Trending
ହରିୟାଣାରେ ବିଜେପି ନାଏବଙ୍କୁ କାହିଁକି ଦେଲା ମୁଖ୍ୟମନ୍ତ୍ରୀ ପଦ ?

ହରିୟାଣାରେ ବିଜେପି ନାଏବଙ୍କୁ କାହିଁକି ଦେଲା ମୁଖ୍ୟମନ୍ତ୍ରୀ ପଦ ?

Oct-16-2024 03:08 PM IST

ମୋଦିଜୀଙ୍କ ନେତୃତ୍ୱ ବିଜେପିକୁ ଆଜି ବିରାଟ ବଟବୃକ୍ଷରେ ପରିଣତ କରିଛି: ଅଭିଳାଷ ପଣ୍ଡା

Dec-30-2025 06:47 PM IST
ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

Dec-30-2025 03:15 PM IST
ପୁଟିନଙ୍କ ବାସଭବନ ଉପରକୁ ୟୁକ୍ରେନ କଲା  ଲଙ୍ଗ ରେଞ୍ଜ୍ ଡ୍ରୋନ୍ ଆକ୍ରମଣ

ପୁଟିନଙ୍କ ବାସଭବନ ଉପରକୁ ୟୁକ୍ରେନ କଲା  ଲଙ୍ଗ ରେଞ୍ଜ୍ ଡ୍ରୋନ୍ ଆକ୍ରମଣ

Dec-30-2025 03:08 PM IST
ସ୍ଥାପନ ହେବ ‘ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’

ସ୍ଥାପନ ହେବ ‘ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’

Dec-29-2025 07:03 PM IST

ଚାଷୀଙ୍କ ଆୟ ଦୁଇଗୁଣା କରିବା ସରକାରଙ୍କ ଲକ୍ଷ୍ୟ

Dec-29-2025 07:00 PM IST
ବଦ୍ରିନାରାୟଣ ପାତ୍ର ପୁଣି ପାଣ୍ଡିଆନଙ୍କୁ କଲେ ଟାର୍ଗେଟ

ବଦ୍ରିନାରାୟଣ ପାତ୍ର ପୁଣି ପାଣ୍ଡିଆନଙ୍କୁ କଲେ ଟାର୍ଗେଟ

Dec-29-2025 03:22 PM IST

ଗଂଜାମରେ ବାଲି ଗାଡ଼ି ଧରିଲେ ମନ୍ତ୍ରୀ

Dec-29-2025 03:15 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-29-2025 09:52 AM IST
‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

Dec-29-2025 03:02 PM IST
କିମିଆ କରିଛି ‘ହେ କଳା ବାନ୍ଧବ’ ମ୍ୟୁଜିକ ଭିଡିଓ

କିମିଆ କରିଛି ‘ହେ କଳା ବାନ୍ଧବ’ ମ୍ୟୁଜିକ ଭିଡିଓ

Dec-29-2025 01:12 PM IST
  • About
  • Careers
  • Contact Us
Wednesday, December 31, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ହରିୟାଣାରେ ବିଜେପି ନାଏବଙ୍କୁ କାହିଁକି ଦେଲା ମୁଖ୍ୟମନ୍ତ୍ରୀ ପଦ ?

by M M
Oct-16-2024 03:08 PM IST
in ଦେଶ ବିଦେଶ, ବଡ଼ ଖବର
0
ହରିୟାଣାରେ ବିଜେପି ନାଏବଙ୍କୁ କାହିଁକି ଦେଲା ମୁଖ୍ୟମନ୍ତ୍ରୀ ପଦ ?
491
SHARES
1.4k
VIEWS
Share on FacebookShare on Twitter

ଚଣ୍ଡିଗଡ଼: ହରିୟାଣାର ନୂତନ ମୁଖ୍ୟମନ୍ତ୍ରୀ କିଏ ହେବ ତାକୁ ନେଇ ଚର୍ଚା ଚାଲିଥିବା ବେଳେ ଏବେ   ନାଏବ ସାଇନି ହେବେ ପୁଣି ମୁଖ୍ୟମନ୍ତ୍ରୀ । ସେ ପଞ୍ଚକୁଲାର ବିଜେପି କାର୍ଯ୍ୟାଳୟରେ ବିଜେପି ବିଧାୟକ  ବୈଠକରେ ସର୍ବସମ୍ମତି କ୍ରମେ ନେତା ଭାବେ ନିର୍ବାଚିତ ହୋଇଛନ୍ତି। ଏହି ବୈଠକରେ ବିଜେପି ପର୍ଯ୍ୟବେକ୍ଷକ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଉପସ୍ଥିତ ଥିଲେ। ବିଧାୟକମାନେ ପ୍ରଥମେ ସାଇନିଙ୍କୁ ଧନ୍ୟବାଦ ଦେଇଥିଲେ । ପରେ ତାଙ୍କୁ ନେତା ନିର୍ବାଚିତ କରିଥିଲେ । କୁହାଯାଉଛି ହରିୟାଣାରେ ବିଜେପି ନାଏବଙ୍କ ନେତୃତ୍ବରେ ନିର୍ବାଚନ ଲଢ଼ିଥିଲା । ଦଳର ଇମେଜ ସେ ସଜାଡ଼ିଥିଲେ । ନାଏବଙ୍କ ପାଇଁ ଦଳ ପୁଣି ହାଟ୍ରିକ ବିଜୟ ହାସଲ କଲା । ଦଳରେ ନାଏବଙ୍କର ରହିଛି ଦବଦବା । ଏଥିପାଇଁ ଦଳ ତାଙ୍କୁ ପୁଣି ଦାୟିତ୍ବ ଦେଲା ।

ବୈଠକରେ ଅନୀଲ ବିଜ୍ ଏବଂ କୃଷ୍ଣ ବେଦୀଙ୍କ ଦ୍ୱାରା ସାଇନିଙ୍କ ନାମ ନେଇ ପ୍ରସ୍ତାବ ଆଗତ କରାଯାଇଥିଲା। ସାଇନି ଗୁରୁବାର ପଞ୍ଚକୁଲାରେ ଶପଥ ଗ୍ରହଣ କରିବେ। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଯୋଗଦେବେ।

Share196Tweet123
M M

M M

ଆଜିର ପାଗ

Bhubaneswar
December 31, 2025, 3:34 AM
 

NE
Fog
16°C
0.9 m/s
Apparent: 19°C
Pressure: 1014 mb
Humidity: 100%
Winds: 0.9 m/s NE
Windgusts: 4.9 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ମୋଦିଜୀଙ୍କ ନେତୃତ୍ୱ ବିଜେପିକୁ ଆଜି ବିରାଟ ବଟବୃକ୍ଷରେ ପରିଣତ କରିଛି: ଅଭିଳାଷ ପଣ୍ଡା

December 30, 2025
ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

December 30, 2025
ପୁଟିନଙ୍କ ବାସଭବନ ଉପରକୁ ୟୁକ୍ରେନ କଲା  ଲଙ୍ଗ ରେଞ୍ଜ୍ ଡ୍ରୋନ୍ ଆକ୍ରମଣ

ପୁଟିନଙ୍କ ବାସଭବନ ଉପରକୁ ୟୁକ୍ରେନ କଲା  ଲଙ୍ଗ ରେଞ୍ଜ୍ ଡ୍ରୋନ୍ ଆକ୍ରମଣ

December 30, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom