• Latest
  • Trending
ବାତ୍ୟା ‘ମୋନ୍ଥା’କୁ ନେଇ ସତର୍କ ରହିବାକୁ ଅନୁରୋଧ କଲେ ନବୀନ ପଟ୍ଟନାୟକ

ବାତ୍ୟା ‘ମୋନ୍ଥା’କୁ ନେଇ ସତର୍କ ରହିବାକୁ ଅନୁରୋଧ କଲେ ନବୀନ ପଟ୍ଟନାୟକ

Oct-28-2025 01:21 PM IST
୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

Feb-07-2026 11:21 PM IST
ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

Feb-07-2026 11:17 PM IST
ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

Feb-07-2026 11:14 PM IST
ଶୁଣନ୍ତୁ ସ୍ୱାସ୍ଥ୍ୟମନ୍ତ୍ରୀ, ରାତିସାରା ବୁଲିଲା, ଦୁଷ୍କର୍ମ ପୀଡିତାର ଜୀବନ ଚାଲିଗଲା

ଶୁଣନ୍ତୁ ସ୍ୱାସ୍ଥ୍ୟମନ୍ତ୍ରୀ, ରାତିସାରା ବୁଲିଲା, ଦୁଷ୍କର୍ମ ପୀଡିତାର ଜୀବନ ଚାଲିଗଲା

Feb-07-2026 11:11 PM IST
କଂଗ୍ରେସ ହାତ ଧରିବ ବିଜେଡି ! ସୁଜାତାଙ୍କ ବଦଳରେ ସଂତୃପ୍ତ ଯିବେ ରାଜ୍ୟସଭା

କଂଗ୍ରେସ ହାତ ଧରିବ ବିଜେଡି ! ସୁଜାତାଙ୍କ ବଦଳରେ ସଂତୃପ୍ତ ଯିବେ ରାଜ୍ୟସଭା

Feb-07-2026 11:08 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-07-2026 09:22 AM IST
ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

Feb-06-2026 09:20 PM IST
ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

Feb-06-2026 09:18 PM IST
ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

Feb-06-2026 09:15 PM IST
ସମୁଦ୍ର ଭିତରେ ହଜିଗଲା ଓଡ଼ିଆ ପୁଅ, ସମୁଦ୍ରରେ ସର୍ଚ୍ଚ ଅପରେସନରୁ ମିଳିଲା କି ସୁରାକ ?

ସମୁଦ୍ର ଭିତରେ ହଜିଗଲା ଓଡ଼ିଆ ପୁଅ, ସମୁଦ୍ରରେ ସର୍ଚ୍ଚ ଅପରେସନରୁ ମିଳିଲା କି ସୁରାକ ?

Feb-06-2026 09:12 PM IST
  • About
  • Careers
  • Contact Us
Sunday, February 8, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

ବାତ୍ୟା ‘ମୋନ୍ଥା’କୁ ନେଇ ସତର୍କ ରହିବାକୁ ଅନୁରୋଧ କଲେ ନବୀନ ପଟ୍ଟନାୟକ

by M M
Oct-28-2025 01:21 PM IST
in ରାଜ୍ୟ
0
ବାତ୍ୟା ‘ମୋନ୍ଥା’କୁ ନେଇ ସତର୍କ ରହିବାକୁ ଅନୁରୋଧ କଲେ ନବୀନ ପଟ୍ଟନାୟକ
495
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ମୋନ୍ଥା’ ଓଡ଼ିଶା ଆଡ଼କୁ ଆଗେଇ ଆସୁଛି । ଏହି ସମୟରେ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସତର୍କ ରହିବାକୁ ଅନୁରୋଧ କରିଛନ୍ତି ।  ଏହା ସହ ଏଭଳି ବିପତ୍ତି ସମୟରେ ପ୍ରଶାସନକୁ ପୂର୍ଣ୍ଣ ସହଯୋଗ କରିବାକୁ କହିଛନ୍ତି ।

ନବୀନ କହିଛନ୍ତି, ‘‘ଆପଣ ଜାଣନ୍ତି ବାତ୍ୟା ମୋନ୍ଥା ଆସୁଛି। ଆଗରୁ ଆମେ ଅନେକ ବାତ୍ୟାର ସଫଳ ମୁକାବିଲା କରିଛେ। ତେଣୁ ଭୟ କରନ୍ତୁ ନାହିଁ। ସଦାବେଳେ ସତର୍କ ରୁହନ୍ତୁ। ପ୍ରଶାସନକୁ ପୂରା ସହଯୋଗ କରନ୍ତୁ।’’ନବୀନ ପଟ୍ଟନାୟକ ଆଜି ଏକ ଭିଡିଓ ବାର୍ତ୍ତା ଜରିଆରେ ଓଡ଼ିଶାବାସୀଙ୍କୁ ଏହି ସନ୍ଦେଶ ଦେଇଛନ୍ତି। ସେ କହିଛନ୍ତି ଯେ ଓଡ଼ିଶା ପୂର୍ବରୁ ଫନି, ତିତଲି ଆଦି ଭୟଙ୍କର ବାତ୍ୟାର ସଫଳତାର ସହ ମୁକାବିଲା କରିଛି  ।  ଏଥର ମଧ୍ୟ ସମସ୍ତେ ଏକାଠି ହୋଇ ଏହାକୁ ପରାସ୍ତ କରିପାରିବା। ବିଜେଡି କର୍ମୀଙ୍କୁ ବିଶେଷ ଅନୁରୋଧ କରି ନବୀନ କହିଛନ୍ତି, ‘‘ଆମର ବିଜେଡି କର୍ମୀ ଭାଇ ଭଉଣୀମାନଙ୍କୁ ମୋର ଅନୁରୋଧ ଏ ବିପଦ ସମୟରେ ଲୋକଙ୍କ ସହ ରୁହନ୍ତୁ। ଲୋକଙ୍କୁ ସହାୟତା ଯୋଗାଇ ଦିଅନ୍ତୁ। ଆମେ ସବୁବେଳେ ସମସ୍ତେ ଏକାଠି ମିଶି ବିଭିନ୍ନ ବିପର୍ଯ୍ୟୟର ମୁକାବିଲା କରି ଆସୁଛେ। ଏଥର ମଧ୍ୟ ଏକାଠି ହୋଇ ବାତ୍ୟାର ମୁକାବିଲା କରିବା।’’

ବାତ୍ୟା ‘ମୋନ୍ଥା’ ଓଡ଼ିଶା ଉପକୂଳକୁ ପ୍ରଭାବିତ କରିବାର ସମ୍ଭାବନା ରହିଥିବାରୁ ରାଜ୍ୟ ସରକାର ପ୍ରସ୍ତୁତି ଜୋରଦାର କରିଛନ୍ତି। ନବୀନଙ୍କ ଏହି ଅନୁରୋଧକୁ ସୋସିଆଲ ମିଡିଆରେ ୟୁଜରମାନେ ବେଶ ପ୍ରଶଂସା କରୁଥିବା ଦେଖାଯାଇଛି ।

Share198Tweet124
M M

M M

ଆଜିର ପାଗ

Bhubaneswar
February 8, 2026, 12:46 AM
 
ESE
Mainly clear
20°C
0.7 m/s
Apparent: 23°C
Pressure: 1016 mb
Humidity: 94%
Winds: 0.7 m/s ESE
Windgusts: 6.5 m/s
UV-Index: 0
Precip.: 0mm /0% / Rain
Sunrise: 6:19 AM
Sunset: 5:41 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0
 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0
ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

February 7, 2026
ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

February 7, 2026
ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

February 7, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom