• Latest
  • Trending
ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା

ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା

Oct-13-2024 06:03 AM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-25-2025 09:36 AM IST
ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

Dec-25-2025 09:20 AM IST
ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

Dec-24-2025 09:09 AM IST

ଆଜିଠୁ ଆରମ୍ଭ ହେଉଛି ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ,ମଥୁରା ନଗରୀ ସାଜିଛି ବରଗଡ଼

Dec-24-2025 08:57 AM IST
ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

Dec-24-2025 08:43 AM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-24-2025 08:33 AM IST
ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ମିଳିବ ଟଙ୍କା, ବୃହତ ଜମାକାରୀ ଚିନ୍ତାରେ

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ମିଳିବ ଟଙ୍କା, ବୃହତ ଜମାକାରୀ ଚିନ୍ତାରେ

Dec-23-2025 03:30 PM IST

ଗ୍ୟାସ୍ ଚାମ୍ବର ପାଲଟିଛି ଦିଲ୍ଲୀ, ବିପଦ ସଙ୍କେତ ଦେଉଛି ଭୁବନେଶ୍ୱର

Dec-23-2025 02:10 PM IST
ନୂଆଦିଲ୍ଲୀ ଭିସା ସେଣ୍ଟର ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ ଭିସା ସେଣ୍ଟର ବନ୍ଦ କଲା ବାଂଲାଦେଶ

Dec-23-2025 09:22 AM IST
କ’ଣ କହୁଛି ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆପଣଙ୍କ ଭାଗ୍ୟ

Dec-23-2025 09:04 AM IST
  • About
  • Careers
  • Contact Us
Thursday, December 25, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଅପରାଧ

ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା

by M M
Oct-13-2024 06:03 AM IST
in ଅପରାଧ, ଦେଶ ବିଦେଶ
0
ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା
491
SHARES
1.4k
VIEWS
Share on FacebookShare on Twitter

ମହାରାଷ୍ଟ୍ର ରାଜନୀତିରେ ଦୀର୍ଘ ବର୍ଷ ହେଲା ତାଙ୍କର ପତିଆରା ଥିଲା । ତେବେ ତାଙ୍କୁ ଦାଉଦ ଗୋଷ୍ଠୀଙ୍କଠାରୁ ଧମକ ମିଳିଥିଲା । ସରକାରଙ୍କ ପକ୍ଷରୁ ଓ୍ବାଇ କାଟାଗୋରୀ ସୁରକ୍ଷା ଦିଆଯାଇଥିଲା । ତେବେ କାଲି  ରାତିରେ ଅଫିସରୁ ଫେରୁଥିବା ବେଳେ  ଅପରାଧୀଙ୍କ ଗୁଳିମାଡରେ ଏନସିପି ଅଜିତ ପାୱାର ଦଳର ବରିଷ୍ଠ ନେତା ବାବା ସିଦ୍ଦିକିଙ୍କ ମୃତ୍ୟୁ ହୋଇଯାଇଛି | ପୋଲିସ ତିନି ଜଣଙ୍କୁ ଗିରଫ କରି ତଦନ୍ତ ଆରମ୍ଭ କରିଛି ।

ପୋଲିସ ସୂଚନା ଅନୁସାରେ ବାବା ସିଦ୍ଦିକିଙ୍କୁ ଦେହରେ ତିନିଟି ଗୁଳି ବାଜିଥିଲା | ଗୁଳିମାଡ ପରେ ବାବା ପଡିଯାଇଥିଲେ ଆଉ ତୁରନ୍ତ ତାଙ୍କୁ ମୁମ୍ବାଇର ଲୀଲାବତୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ । ହସପିଟାଲ ଯିବା ପୂର୍ବରୁ ତାଙ୍କର ହୃତସ୍ପନ୍ଦନ ବନ୍ଦ ହୋଇଥିବା ଡାକ୍ତର କହିଥିଲେ । ତିନି ଜଣ ଅପରାଧି ଗୋଟିଏ କାରରେ ଆସି ଗୁଳି କରିଥିଲେ । ଦୁଇ ଜଣ ଗିରଫ ହୋଇଥିବା ପୋଲିସ କହିଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ଦୋଷୀଙ୍କୁ କଠୋର ଦଣ୍ଡ ମିଳିବ ।

ସିଦ୍ଦିକିଙ୍କ ପୁଅ ଜିଶାନ ସିଦ୍ଦିକିଙ୍କ କାର୍ଯ୍ୟାଳୟ ବାନ୍ଦ୍ରା ଖେରୱାଡି ଛକ ନିକଟରେ ତାଙ୍କ ଉପରକୁ ଗୁଳି ଚଳାଯାଇଥିଲା |  ଅଫିସରୁ ସେ ଏବଂ ତାଙ୍କ ପୁଅ ଆସୁଥିଲେ । ଏକ ଫୋନ ଆସିବା ପରେ ବାବାଙ୍କ ପୁଅ ଅଫିସ ଫେରିଯାଇଥିଲେ । ବାବା ସିଦ୍ଦିକ କାର ବାହାରେ ଠିଆ ହୋଇଥିବା ବେଳେ ତାଙ୍କ ଉପରକୁ ଗୁଳି ମାଡ଼ ହୋଇଥିଲା  ଆଉ ତାଙ୍କର ମୃତ୍ୟୁ ଘଟିଛି | ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ ଟିମ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହି ମାମଲାରେ ଦୁଇ ଜଣ ସୁଟରଙ୍କୁ ଗିରଫ କରାଯାଇଛି। ସୁଟରମାନେ ସିଦ୍ଦିକିଙ୍କ ଉପରକୁ ୬ ରାଉଣ୍ଡ ଗୁଳି ଚଳାଇଥିଲେ ଯେଉଁଥିରୁ ତିନିଟି ଗୁଳି ତାଙ୍କ ଦେହରେ ବାଜିଥିଲା |ହସପିଟାଲରେ ମୁଖ୍ୟମନ୍ତ୍ରୀ ସିନ୍ଦେ ପହଁଚିଥିଲେ । ଅନେକ ବରିଷ୍ଠ ନେତାଙ୍କ ସହ ଅଭିନେତା ହସପିଟାଲରେ ରାତିରେ ପହଁଚିଥିଲେ । ବାବା ସିଦ୍ଦିକିଙ୍କ ମୃତ୍ୟୁ ଖବର ପାଇବା ପରେ ବଲିଉଡ ଅଭିନେତା ସଲମାନ ଖାନ ମଧ୍ୟ ଲୀଲାବତୀ ଡାକ୍ତରଖାନାରେ ପହଞ୍ଚିଥିଲେ।

Tags: Baba SiddiqueNCP leadersuspects arrested
Share196Tweet123
M M

M M

ଆଜିର ପାଗ

Bhubaneswar
December 25, 2025, 5:57 PM
 

NE
Mainly clear
23°C
0.9 m/s
Apparent: 19°C
Pressure: 1014 mb
Humidity: 97%
Winds: 0.9 m/s NE
Windgusts: 7.1 m/s
UV-Index: 0
Precip.: 0mm /0% / Rain
Sunrise: 6:19 AM
Sunset: 5:13 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

December 25, 2025
ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

December 25, 2025
ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

December 24, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom