• Latest
  • Trending
ନୂଆ ପୁଲିସ କମିସନର ଭାବେ ଦାୟିତ୍ବ ନେଲେ ସୁରେଶ ଦେବଦତ୍ତ ସିଂ

ନୂଆ ପୁଲିସ କମିସନର ଭାବେ ଦାୟିତ୍ବ ନେଲେ ସୁରେଶ ଦେବଦତ୍ତ ସିଂ

Sep-30-2024 04:44 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

Jan-31-2026 11:27 PM IST
ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

Jan-31-2026 11:25 PM IST
ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

Jan-31-2026 11:22 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ମୁଖ୍ୟ ଖବର

ନୂଆ ପୁଲିସ କମିସନର ଭାବେ ଦାୟିତ୍ବ ନେଲେ ସୁରେଶ ଦେବଦତ୍ତ ସିଂ

by M M
Sep-30-2024 04:44 PM IST
in ମୁଖ୍ୟ ଖବର, ରାଜ୍ୟ
0
ନୂଆ ପୁଲିସ କମିସନର ଭାବେ ଦାୟିତ୍ବ ନେଲେ ସୁରେଶ ଦେବଦତ୍ତ ସିଂ
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ବର: ପୁଲିସ ଅପରାଧୀଙ୍କ ପ୍ରତି କଠୋର ଓ ସାଧାରଣ ଲୋକଙ୍କ ପ୍ରତି ନରମ ମନୋଭାବ ପୋଷଣ କରିବ। ବିଧିବ୍ୟବସ୍ଥାରେ ରହି ଲୋକଙ୍କୁ ଯଥାସମ୍ଭବ ନ୍ୟାୟ ଦିଆଯିବ। ନୂଆ ପୁଲିସ କମିସନର ଭାବେ ସୁରେଶ ଦେବଦତ୍ତ ସିଂହ ଦାୟିତ୍ୱ ଗ୍ରହଣ କରିବା ପରେ ଏପରି କହିଛନ୍ତି । ବିଜେପି  ସରକାର ତାଙ୍କ ଉପରେ ଗୁରୁ ଦାୟିତ୍ବ ଦେଇଛନ୍ତି । ବିଶେଷ କରି ସହରରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ କିପରି ସେ ସମ୍ଭାଳୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିବ ।  ସେ ସଞ୍ଜୀବ ପଣ୍ଡାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ କରିବା ପରେ  ପୁଲିସ କମିସନର କହିଛନ୍ତି,
ଗତକାଲି୧୯୯୪ ବ୍ୟାଚ୍ ଆଇପିଏସ୍ ତଥା ପୁଲିସ କମିସନର ସଞ୍ଜୀବ ପଣ୍ଡାଙ୍କ ସ୍ଥାନରେ ୧୯୯୮ ବ୍ୟାଚ୍ ଆଇପିସଏସ୍ ତଥା ଏଡିଜି(ଅପରେସନ୍) ସୁରେଶ ଦେବଦତ୍ତ ସିଂଙ୍କୁ ଦ୍ବୈତନଗର ନୂତନ ପୁଲିସ କମିସନର ଭାବେ ନିଯୁକ୍ତି ଦିଆଯାଇଥିଲା।
ନୂଆ ପୁଲିସ କମିସନର ସୁରେଶ ଦେବଦତ୍ତ ସିଂ ୧୯୭୧ ମସିହାରେ ଉତ୍ତରପ୍ରଦେଶରେ ଜନ୍ମ। ସେ ଜଣେ ମେଧାବୀ ଛାତ୍ର ଥିଲେ। ୧୯୯୪ ମସିହାରେ ରାଜନୀତିବିଜ୍ଞାନରେ ସ୍ନାତକୋତ୍ତର ହାସଲ କରିବା ପରେ ୧୯୯୭ ମସିହାରେ ବନାରସ ହିନ୍ଦୁ ବିଶ୍ବବିଦ୍ୟାଳୟରୁ ପିଏଚ୍ଡି ଲାଭ କରିଥିଲେ। ଏହି ସମୟରେ ସେ ଆଇପିଏସ୍ ପାଇଁ ପ୍ରସ୍ତୁତ ହେଉଥିଲେ ଏବଂ ସାମ୍ବାଦିକତା ପାଇଁ ଆଗ୍ରହ ଥିବାରୁ ଆହ୍ଲାବାଦରେ ମାସ୍ କମ୍ୟୁନିକେସ୍ନ ଡିଗ୍ରି ହାସଲ କରିଥିଲେ। କିଛି ଦିନ ପାଇଁ ସେ ଦୈନିକ ଜାଗରଣ, ନବ ଭାରତ, ହିନ୍ଦୁ ଭଳି ଜାତୀୟସ୍ତରର ଖବରକାଗଜ ପାଇଁ ସାମ୍ବାଦିକତା କରିଥିଲେ।

୧୯୯୭ ମସିହାରେ ସେ ଆଇପିଏସ୍ ପାଇବା ପରେ ପ୍ରଥମେ ୨୦୦୦ ମସିହାରେ ବାଲିଗୁଡ଼ା ଏସ୍ଡିପିଓ ଭାବେ ନିଯୁକ୍ତି ପାଇଥିଲେ। ଏହାପରେ ୨୦୦୨ ମସିହାରେ ଏସ୍ପି ଭାବେ ସେ ମାଲକାନଗିରିରେ ଯୋଗଦେଇଥିଲେ। ଏହାପରେ ୨୦୦୪ରେ ମୟୂରଭଞ୍ଜ ଏସ୍ପି ଏବଂ  ଠିକ୍ ବର୍ଷକ ପରେ ୨୦୦୫ ମସିହାରେ ସମ୍ବଲପୁର ଏସ୍ପି, ୨୦୦୮ରେ ଗଞ୍ଜାମ ଏସ୍ପି, ୨୦୦୯ରେ ବ୍ରହ୍ମପୁର ଏସ୍ପି, ୨୦୧୦ରେ ଜଗତସିଂହପୁର ଏସ୍ପି ଭାବେ କାର୍ଯ୍ୟ କରିଥିଲେ। ୨୦୧୨ ମସିହାରେ ଡିଆଇଜି ପାହ୍ୟାକୁ ପଦୋନ୍ନତି ପାଇବା ପରେ ଡିଆଇଜି ଦକ୍ଷିଣାଞ୍ଚଳ ରେଞ୍ଜ(କୋରାପୁଟ)ରେ ନିଯୁକ୍ତି ପାଇଥିଲେ। ବର୍ଷକ ପାଇଁ ସେଠାରେ କାର୍ଯ୍ୟ କରିବା ପରେ ୨୦୧୪ ମସିହାରେ ଡିଆଇଜି(ସିଆଇଏସ୍ଏଫ୍) କେନ୍ଦ୍ରୀୟ ଡେପୁଟେସନ୍ରେ ଯାଇଥିଲେ। ୭ବର୍ଷ ଧରି କେନ୍ଦ୍ରୀୟ ଡେପୁଟେସନରେ ରହିବା ପରେ ୨୦୨୧ ମସିହାରେ ଓଡ଼ିଶା ଫେରିଥିଲେ। ୨୦୨୧ ଜୁଲାଇରେ ଆଇଜି (ହେଡ୍ କ୍ବାର୍ଟର) ନିଯୁକ୍ତି ପାଇଥିଲେ। ୨୦୨୩ ଜାନୁଆରିରେ ଏଡିଜି ପାହ୍ୟାକୁ ପଦୋନ୍ନତି ପାଇବା ପରେ ଏଡିଜି(ଅପରେସନ୍) ଭାବେ ଦାୟିତ୍ବରେ ରହି କାର୍ଯ୍ୟ କରିଥିଲେ ।

Share196Tweet123
M M

M M

ଆଜିର ପାଗ

Bhubaneswar
February 2, 2026, 2:51 PM
 
NE
Partly cloudy
29°C
2.3 m/s
Apparent: 23°C
Pressure: 1018 mb
Humidity: 88%
Winds: 2.3 m/s NE
Windgusts: 5.8 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

February 1, 2026
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

February 1, 2026
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

February 1, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom