• Latest
  • Trending
ବିଜେପିର ନୂଆ ରାଷ୍ଟ୍ରୀୟ ସଭାପତି ଭାବେ ଦାୟିତ୍ୱ ନେଲେ ନୀତିନ ନବୀନ:ମିଳିଲା ‘ଜେଡ୍’ ବର୍ଗର ସୁରକ୍ଷା

ବିଜେପିର ନୂଆ ରାଷ୍ଟ୍ରୀୟ ସଭାପତି ଭାବେ ଦାୟିତ୍ୱ ନେଲେ ନୀତିନ ନବୀନ:ମିଳିଲା ‘ଜେଡ୍’ ବର୍ଗର ସୁରକ୍ଷା

Jan-20-2026 04:17 PM IST
odisha.newsroom.in

ଆପଣଙ୍କ ଘରେ ଟିକେ ଟିକେ କଥାରେ ଝଗଡ଼ା ହେଉଛି କି, ମାନନ୍ତୁ ଏହି ବାସ୍ତୁ ନିୟମ…

Mar-28-2026 05:54 PM IST
ଇରାନକୁ ମିଳିଲା ରୁଷିଆର ‘ବ୍ରହ୍ମାସ୍ତ୍ର’ 

ଇରାନକୁ ମିଳିଲା ରୁଷିଆର ‘ବ୍ରହ୍ମାସ୍ତ୍ର’ 

Mar-28-2026 04:26 PM IST
ପାଣ୍ଡିଆନ ଦମ୍ପତିଙ୍କ ବିରୋଧରେ ସବୁ କହିଦେଲେ…

ପାଣ୍ଡିଆନ ଦମ୍ପତିଙ୍କ ବିରୋଧରେ ସବୁ କହିଦେଲେ…

Mar-28-2026 04:23 PM IST
odisha.newsroom.in

ଯୁଦ୍ଧ ପ୍ରଭାବିତ ଅଂଚଳରେ ବିମାନ ଉଡ଼ାଇବାକୁ ମନା କରୁଛନ୍ତି ପାଇଲଟ

Mar-28-2026 04:07 PM IST
odisha.newsroom.in

ବୁକିଂର ମାସେ ପରେ ବି ଭୁବନେଶ୍ୱରରେ ମିଳୁନି ଗ୍ୟାସ, ଠେଲା ଦୋକାନ ବନ୍ଦ…ବିଭିନ୍ନ ସ୍ଥାନରେ ହଂଗାମା, ରାସ୍ତାରୋକ

Mar-28-2026 03:02 PM IST
odisha.newsroom.in

କାମ କଲାନି ଇଂଜିନ, ଦିଲ୍ଲୀ ଏୟାରପୋର୍ଟରେ ଇଣ୍ଡିଗୋର ଜରୁରୀ ଅବତରଣ

Mar-28-2026 12:34 PM IST
odisha.newsroom.in

ସମଦୂରତା ଫର୍ମୁଲାକୁ ବାଏ..ବାଏ, କମୁଛି କଂଗ୍ରେସ-ବିଜେଡି ଦୂରତା

Mar-28-2026 12:13 PM IST
ଆଜିର ରାଶିଫଳ

ଆଜିର ରାଶିଫଳ

Mar-28-2026 12:06 PM IST
odisha.newsroom.in

ଗ୍ୟାସ ମିଳୁନି, ଗାଁକୁ ଫେରୁଥିବା ଶହ ଶହ ଓଡ଼ିଆ ଶ୍ରମିକ କରିବେ କଣ ?

Mar-28-2026 11:34 AM IST
odisha.newsroom.in

ଯୁଦ୍ଧର ଭୟ ଭିତରେ ଭାରତକୁ କାହିଁକି ଧନ୍ୟବାଦ ଜଣାଇଲା ଇରାନ ?

Mar-28-2026 11:07 AM IST
  • About
  • Careers
  • Contact Us
Saturday, March 28, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବିଜେପିର ନୂଆ ରାଷ୍ଟ୍ରୀୟ ସଭାପତି ଭାବେ ଦାୟିତ୍ୱ ନେଲେ ନୀତିନ ନବୀନ:ମିଳିଲା ‘ଜେଡ୍’ ବର୍ଗର ସୁରକ୍ଷା

ପ୍ରଧାନମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

by M M
Jan-20-2026 04:17 PM IST
in ବଡ଼ ଖବର
0
ବିଜେପିର ନୂଆ ରାଷ୍ଟ୍ରୀୟ ସଭାପତି ଭାବେ ଦାୟିତ୍ୱ ନେଲେ ନୀତିନ ନବୀନ:ମିଳିଲା ‘ଜେଡ୍’ ବର୍ଗର ସୁରକ୍ଷା
491
SHARES
1.4k
VIEWS
Share on FacebookShare on Twitter

ନୂଆଦିଲ୍ଲୀ, ୨୦/୦୧: ବିହାରର ଟାଣୁଆ ନେତା ନୀତିନ ନବୀନ ଆଜି ବିଶ୍ୱର ସର୍ବବୃହତ ରାଜନୈତିକ ଦଳ ଭାରତୀୟ ଜନତା ପାର୍ଟିର (ବିଜେପି) ପୂର୍ଣ୍ଣକାଳୀନ ରାଷ୍ଟ୍ରୀୟ ସଭାପତି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ସେ ଦଳର କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ୱ ତୁଲାଉଥିଲେ। ଗତକାଲି ନିର୍ବାଚନ ପ୍ରକ୍ରିୟା ଶେଷ ହେବା ପରେ ଆଜି ତାଙ୍କୁ ଆନୁଷ୍ଠାନିକ ଭାବେ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀ ଅର୍ପଣ କରାଯାଇଛି।

ବିଜେପି ମୁଖ୍ୟାଳୟରେ ଭବ୍ୟ ସମାରୋହ

ନୂଆଦିଲ୍ଲୀସ୍ଥିତ ବିଜେପି ରାଷ୍ଟ୍ରୀୟ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୀତିନଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରି ସ୍ୱାଗତ କରିବା ସହ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି। ଏହି ଅବସରରେ ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା ପ୍ରମୁଖ ଉପସ୍ଥିତ ରହି ନୂତନ ଅଧ୍ୟକ୍ଷଙ୍କୁ ଶୁଭକାମନା ଜଣାଇଥିଲେ।

ଉପସ୍ଥିତ ରହିଲେ ଦଳର ଶୀର୍ଷ ନେତୃତ୍ୱ

ଏହି କାର୍ଯ୍ୟକ୍ରମରେ ବିଜେପି ଶାସିତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଏବଂ ରାଜ୍ୟ ସଭାପତିମାନେ ଯୋଗ ଦେଇଥିଲେ। ଜେ.ପି. ନଡ୍ଡା ନୂତନ ସଭାପତିଙ୍କୁ ଅଭିନନ୍ଦନ ଜଣାଇ କହିଛନ୍ତି ଯେ, ନୀତିନ ନବୀନ ଦାୟିତ୍ୱ ନେବା ବିଜେପି ପାଇଁ ଏକ ଐତିହାସିକ ମୁହୂର୍ତ୍ତ ଏବଂ ସେ ଲକ୍ଷ ଲକ୍ଷ କର୍ମୀଙ୍କ ପକ୍ଷରୁ ତାଙ୍କୁ ସ୍ୱାଗତ କରୁଛନ୍ତି।

Share196Tweet123
M M

M M

ଆଜିର ପାଗ

Bhubaneswar
March 28, 2026, 6:06 PM
 

S
Partly cloudy
29°C
3.9 m/s
Apparent: 31°C
Pressure: 1007 mb
Humidity: 87%
Winds: 3.9 m/s S
Windgusts: 8.8 m/s
UV-Index: 0
Precip.: 0mm /48% / Rain
Sunrise: 5:43 AM
Sunset: 5:59 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom