• Latest
  • Trending
ବିହାରରେ କିଏ ହେବେ ମୁଖ୍ୟମନ୍ତ୍ରୀ ?

ବିହାରରେ କିଏ ହେବେ ମୁଖ୍ୟମନ୍ତ୍ରୀ ?

Nov-15-2025 03:45 PM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
  • About
  • Careers
  • Contact Us
Tuesday, February 3, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବିହାରରେ କିଏ ହେବେ ମୁଖ୍ୟମନ୍ତ୍ରୀ ?

by M M
Nov-15-2025 03:45 PM IST
in ବଡ଼ ଖବର
0
ବିହାରରେ କିଏ ହେବେ ମୁଖ୍ୟମନ୍ତ୍ରୀ ?
493
SHARES
1.4k
VIEWS
Share on FacebookShare on Twitter

ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ହେବେ କି ନାହିଁ ତାହା ଘୋଷଣା କରାଯାଇନାହିଁ । ଏହାରି ଭିତରେ ଅନେକ ନେତା  ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଭେଟିଛନ୍ତି । ଏହାରି ଭିତରେ କେନ୍ଦ୍ରମନ୍ତ୍ରୀ ତଥା ଲୋକଜନଶକ୍ତି ପାର୍ଟି(ରାମବିଳାସ) ନେତା ଚିରାଗ ପାଶୱାନ ନୀତିଶଙ୍କୁ ଭେଟିଛନ୍ତି। ସାମ୍ବାଦିକମାନେ ମୁଖ୍ୟମନ୍ତ୍ରୀ ପ୍ରସଙ୍ଗରେ କରାଯାଇଥିବା ପ୍ରଶ୍ନକୁ ସେ ଏଡ଼ାଇଯାଇଛନ୍ତି । ତେଣେ ନୀତୀଶଙ୍କ ବାସଭବନ ଆଗରେ ଭିଡ଼ ପରିଲକ୍ଷିତ ହୋଇଛି । ନୀତୀଶ ରାଜ୍ୟର ସର୍ବାଧିକ କାଳ ରହିଥିବା ମୁଖ୍ୟମନ୍ତ୍ରୀ ହୋଇଥିବାବେଳେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ନା ଆଉ କିଏ ହେବ ତାହା ଘୋଷଣା କରାଯାଇନାହିଁ ।

ପୂର୍ବରୁ ରାଜ୍ୟରେ ଆଇନଶୃଙ୍ଖଳା, ଦାରିଦ୍ର୍ୟ, ବେକାରୀ ଆଦି ପ୍ରସଙ୍ଗରେ ନୀତୀଶ ସରକାରଙ୍କୁ ସମାଲୋଚନା କରିଆସୁଥିଲା ଚିରାଗ। ଏବେ ନୀତୀଶଙ୍କ କ୍ଷେତ୍ରରେ ଚିରାଗଙ୍କ ଭୂମିକା କଣ ହେବ ତାହାକୁ ନେଇ ଜାରି ରହିଛି ସସପେନ୍ସ । ନୀତୀଶ ମୁଖ୍ୟମନ୍ତ୍ରୀ ରହିବେ ବୋଲି ଜେଡିୟୁ ପକ୍ଷରୁ ଏକ୍ସରେ  ପୋଷ୍ଟ କରାଯାଇଥିଲା । ଏବେ ଦଳ ପକ୍ଷରୁ ଡିଲିଟ କରାଯିବା ପରେ ବଢିଛି ସସପେନ୍ସ। ଗତ ୨୦୨୦ ନିର୍ବାଚନରେ ବିଜେପି ୮୦ ଓ ଜେଡିୟୁ ୪୫ ଆସନରେ ବିଜୟୀ ହୋଇଥିଲେ ବି ନୀତୀଶଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ବାଧ୍ୟ ହୋଇଥିଲା ବିଜେପି। ତେବେ ଏଥର ବିହାରରେ ମୁଖ୍ୟମନ୍ତ୍ରୀ କିଏ ହେବ ତାହା ମୋଦି, ଶାହ ନିଷ୍ପତ୍ତି ନେଇପାରନ୍ତି ।

୨୦୨୦ ନିର୍ବାଚନ ତୁଳନାରେ ପ୍ରାୟ ଦୁଇଗୁଣ ଆସନ ପାଇବାକୁ ସକ୍ଷମ ହୋଇଛନ୍ତି ନୀତିଶ । କିନ୍ତୁ ବିଜେପି ଠାରୁ ପଛରେ ରହିଛି ଦଳ। ଏବେ ନୀତୀଶଙ୍କୁ ବିଜେପି ମୁଖ୍ୟମନ୍ତ୍ରୀ ଆସନରେ ବସାଇବ ନା ଅନ୍ୟ କିଛି କରିବ ତାହାକୁ ନେଇ ସସପେନ୍ସ ସୃଷ୍ଟି ହୋଇଛି।

Share197Tweet123
M M

M M

ଆଜିର ପାଗ

Bhubaneswar
February 3, 2026, 3:13 AM
 
NNW
Clear sky
18°C
0.8 m/s
Apparent: 22°C
Pressure: 1017 mb
Humidity: 85%
Winds: 0.8 m/s NNW
Windgusts: 5.7 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

February 2, 2026
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

February 2, 2026
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom