• Latest
  • Trending
ବାଂଲାଦେଶରେ ଥମୁନି ହିନ୍ଦୁଙ୍କ ଉପରେ ଅତ୍ୟାଚାର

ବାଂଲାଦେଶରେ ଥମୁନି ହିନ୍ଦୁଙ୍କ ଉପରେ ଅତ୍ୟାଚାର

Jan-02-2026 08:35 AM IST
“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

Jan-14-2026 03:12 PM IST

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

Jan-14-2026 06:07 AM IST
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

Jan-14-2026 06:05 AM IST
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

Jan-14-2026 05:59 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-14-2026 05:53 AM IST
ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

Jan-13-2026 06:06 AM IST
ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

Jan-13-2026 06:03 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-13-2026 05:57 AM IST
ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

Jan-11-2026 05:22 AM IST
ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

Jan-11-2026 05:00 AM IST
  • About
  • Careers
  • Contact Us
Thursday, January 15, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ବାଂଲାଦେଶରେ ଥମୁନି ହିନ୍ଦୁଙ୍କ ଉପରେ ଅତ୍ୟାଚାର

by M M
Jan-02-2026 08:35 AM IST
in ଦେଶ ବିଦେଶ
0
ବାଂଲାଦେଶରେ ଥମୁନି ହିନ୍ଦୁଙ୍କ ଉପରେ ଅତ୍ୟାଚାର
494
SHARES
1.4k
VIEWS
Share on FacebookShare on Twitter

ଢାକା: ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁ ସମ୍ପ୍ରଦାୟଙ୍କ ପାଇଁ ସ୍ଥିତି ଦିନକୁ ଦିନ ଅଧିକ ଜଟିଳ ହେବାରେ ଲାଗିଛି। ସରକାରୀ ସ୍ତରରେ ସୁରକ୍ଷାର ପ୍ରତିଶ୍ରୁତି ଦିଆଯାଉଥିଲେ ମଧ୍ୟ ଗ୍ରାଉଣ୍ଡ ଜିରୋରେ ହିନ୍ଦୁଙ୍କ ଉପରେ ଆକ୍ରମଣ ଥମିବାର ନାଁ ନେଉନାହିଁ। ପୁଣି ଜଣେ ନିରୀହ ହିନ୍ଦୁ ବ୍ୟକ୍ତିଙ୍କୁ କିଛି ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିବା ଖବର ସାମ୍ନାକୁ ଆସିଛି।

ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ଜଣେ ହିନ୍ଦୁ ବ୍ୟକ୍ତିଙ୍କ ଘରେ ପଶି ତାଙ୍କ ଉପରେ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ଆକ୍ରମଣ ଏତେ ଭୟଙ୍କର ଥିଲା ଯେ ପୀଡ଼ିତ ବ୍ୟକ୍ତି ଜଣକ ଗୁରୁତର ଭାବେ ଆହତ ହୋଇଛନ୍ତି ଏବଂ ତାଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଆକ୍ରମଣର କାରଣ ସ୍ପଷ୍ଟ ହୋଇନଥିଲେ ମଧ୍ୟ ଏହା ଏକ ସାମ୍ପ୍ରଦାୟିକ ଉଦ୍ଦେଶ୍ୟ ରଖି କରାଯାଇଥିବା ସନ୍ଦେହ କରାଯାଉଛି।

ଲଗାତାର ଟାର୍ଗେଟ୍ ହେଉଛନ୍ତି ସଂଖ୍ୟାଲଘୁ

ବାଂଲାଦେଶରେ ସତ୍ତା ପରିବର୍ତ୍ତନ ପରଠାରୁ ହିନ୍ଦୁମାନଙ୍କ ଘର, ବ୍ୟବସାୟିକ ପ୍ରତିଷ୍ଠାନ ଏବଂ ମନ୍ଦିର ଉପରେ ଆକ୍ରମଣ ଜାରି ରହିଛି। ବିଶେଷ କରି ଇସ୍କନ (ISKCON) ନେତା ଚିନ୍ମୟ କୃଷ୍ଣ ଦାସଙ୍କ ଗିରଫଦାରୀ ପରେ ସ୍ଥିତି ଆହୁରି ଅଶାନ୍ତ ହୋଇପଡ଼ିଛି।  ଅନେକ ସ୍ଥାନରେ ହିନ୍ଦୁଙ୍କ ଜମି ଓ ଘରକୁ ଜୋର ଜବରଦସ୍ତି ଦଖଲ କରାଯାଉଥିବା ଅଭିଯୋଗ ହେଉଛି।  ମନ୍ଦିରରେ ଭଙ୍ଗାରୁଜା ଓ ମୂର୍ତ୍ତି ଅପବିତ୍ର କରିବା ଘଟଣା ସାଧାରଣ ହୋଇଗଲାଣି। ବାଂଲାଦେଶରେ ହିନ୍ଦୁଙ୍କ ଉପରେ ହେଉଥିବା ଏଭଳି ବର୍ବରୋଚିତ ଆକ୍ରମଣକୁ ନେଇ ଭାରତ ସରକାର ବାରମ୍ବାର ଚିନ୍ତା ପ୍ରକଟ କରିଛନ୍ତି। ବିଶ୍ୱର ବିଭିନ୍ନ ମାନବାଧିକାର ସଂଗଠନ ମଧ୍ୟ ବାଂଲାଦେଶର ଅନ୍ତରୀଣ ସରକାରଙ୍କୁ ସଂଖ୍ୟାଲଘୁଙ୍କ ସୁରକ୍ଷା ନିଶ୍ଚିତ କରିବାକୁ ନିବେଦନ କରିଛନ୍ତି। ମାତ୍ର ବାସ୍ତବରେ ଦୁର୍ବୃତ୍ତମାନେ ଆଇନକୁ ଫୁ’ କରି ଲଗାତାର ହିଂସାକାଣ୍ଡ ଘଟାଉଛନ୍ତି।

ସ୍ଥାନୀୟ ହିନ୍ଦୁଙ୍କ ମଧ୍ୟରେ କୋକୁଆ ଭୟ

ଏହି ନୂତନ ଆକ୍ରମଣ ପରେ ସମ୍ପୃକ୍ତ ଅଞ୍ଚଳର ହିନ୍ଦୁ ପରିବାରମାନେ ଭୟଭୀତ ଅବସ୍ଥାରେ ଅଛନ୍ତି। ନିଜ ଜନ୍ମମାଟିରେ ସେମାନେ ନିଜକୁ ଅସୁରକ୍ଷିତ ମଣୁଛନ୍ତି। ସ୍ଥାନୀୟ ପ୍ରଶାସନ ମାମଲା ରୁଜୁ କରିଥିଲେ ମଧ୍ୟ ଏପର୍ଯ୍ୟନ୍ତ କୌଣସି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ।

Share198Tweet124
M M

M M

ଆଜିର ପାଗ

Bhubaneswar
January 15, 2026, 4:56 AM
 
N
Fog
13°C
0.8 m/s
Apparent: 16°C
Pressure: 1015 mb
Humidity: 91%
Winds: 0.8 m/s N
Windgusts: 5.6 m/s
UV-Index: 0
Precip.: 0mm /0% / Rain
Sunrise: 6:24 AM
Sunset: 5:26 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

January 14, 2026

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

January 14, 2026
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

January 14, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom