• Latest
  • Trending
ହଙ୍ଗେରିରେ ଲେଖକ ଲାସଲୋ କ୍ରାଜନାହୋରକାଇଙ୍କୁ ସାହିତ୍ୟରେ ନୋବେଲ

ହଙ୍ଗେରିରେ ଲେଖକ ଲାସଲୋ କ୍ରାଜନାହୋରକାଇଙ୍କୁ ସାହିତ୍ୟରେ ନୋବେଲ

Oct-09-2025 01:19 PM IST
ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ: ସଂରକ୍ଷଣରେ ସଂଶୋଧନ ପାଇଁ ଦାବି

ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ: ସଂରକ୍ଷଣରେ ସଂଶୋଧନ ପାଇଁ ଦାବି

Dec-08-2025 04:51 PM IST
ଶୁଭମନ ଗିଲ୍ ଫିଟ୍- ଆସନ୍ତାକାଲି ଖେଳିବେ ବାରବାଟୀରେ ମ୍ୟାଚ୍

ଶୁଭମନ ଗିଲ୍ ଫିଟ୍- ଆସନ୍ତାକାଲି ଖେଳିବେ ବାରବାଟୀରେ ମ୍ୟାଚ୍

Dec-08-2025 02:57 PM IST
ଇଣ୍ଡିଗୋ ଏୟାରଲାଇନ୍ସର ଆଜି ୩୫୦ରୁ ଅଧିକ ଫ୍ଲାଇଟ୍ ବାତିଲ୍, ବଢ଼ୁଛି ଯାତ୍ରୀ ଅସନ୍ତୋଷ

ଇଣ୍ଡିଗୋ ଏୟାରଲାଇନ୍ସର ଆଜି ୩୫୦ରୁ ଅଧିକ ଫ୍ଲାଇଟ୍ ବାତିଲ୍, ବଢ଼ୁଛି ଯାତ୍ରୀ ଅସନ୍ତୋଷ

Dec-08-2025 10:26 AM IST
ଶିକ୍ଷକଙ୍କ ଅଭିନବ ପ୍ରତିବାଦ; ବିଦ୍ୟାଳୟରେ ପାଠପଢ଼ା ଚାଲିବ କେମିତି ?

ଶିକ୍ଷକଙ୍କ ଅଭିନବ ପ୍ରତିବାଦ; ବିଦ୍ୟାଳୟରେ ପାଠପଢ଼ା ଚାଲିବ କେମିତି ?

Dec-08-2025 10:15 AM IST
କ୍ଷମତାଚ୍ୟୁତ ପରେ ଫିକା ପଡୁଛି ‘ନବୀନ ମ୍ୟାଜିକ୍’,

କ୍ଷମତାଚ୍ୟୁତ ପରେ ଫିକା ପଡୁଛି ‘ନବୀନ ମ୍ୟାଜିକ୍’,

Dec-08-2025 10:08 AM IST
ଉତ୍ସବ ମୁଖର ବାରବାଟୀ: ଟି-୨୦ ମହାସମର ପାଇଁ ପ୍ରସ୍ତୁତି ଶେଷ

ଉତ୍ସବ ମୁଖର ବାରବାଟୀ: ଟି-୨୦ ମହାସମର ପାଇଁ ପ୍ରସ୍ତୁତି ଶେଷ

Dec-08-2025 09:32 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-08-2025 09:21 AM IST

‘ମେହବୁବା’ ଗୀତ ବାଜୁଥିବା ବେଳେ କ୍ଲବରେ ମୃତ୍ୟୁର ତାଣ୍ଡବ : ଅଗ୍ନିକାଣ୍ଡରେ ୨୫ ମୃତ

Dec-07-2025 06:45 PM IST
ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

Dec-07-2025 11:11 AM IST
ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

Dec-07-2025 11:07 AM IST
  • About
  • Careers
  • Contact Us
Monday, December 8, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ମୁଖ୍ୟ ଖବର

ହଙ୍ଗେରିରେ ଲେଖକ ଲାସଲୋ କ୍ରାଜନାହୋରକାଇଙ୍କୁ ସାହିତ୍ୟରେ ନୋବେଲ

୧୯୦୧ରୁ ୨୦୨୪ ମଧ୍ୟରେ ମୋଟ ୧୨୧ ଜଣ ସାହିତ୍ୟରେ ନୋବେଲ ପୁରସ୍କାର ଜିତିଛନ୍ତି

by M M
Oct-09-2025 01:19 PM IST
in ମୁଖ୍ୟ ଖବର, ଶିକ୍ଷା, ସର୍ବଶେଷ ଖବର
0
ହଙ୍ଗେରିରେ ଲେଖକ ଲାସଲୋ କ୍ରାଜନାହୋରକାଇଙ୍କୁ ସାହିତ୍ୟରେ ନୋବେଲ
491
SHARES
1.4k
VIEWS
Share on FacebookShare on Twitter

ହଙ୍ଗେରିରେ ଲେଖକ ଲାସଲୋ କ୍ରାଜନାହୋରକାଇଙ୍କୁ ସାହିତ୍ୟରେ ନୋବେଲ ପୁରସ୍କାର ମିଳିବା ନେଇ ଘୋଷଣା ହୋଇଛି । ଲେଖକ ଜର୍ମାନି ଉପରେ ନିଜର ଅନୁଭବ ଅନେକ ବର୍ଷ ଧରି ଲେଖିଆସୁଛନ୍ତି । ଉପନ୍ୟାସ ହର୍ସଟ୍ ୦୭୭୬୯ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିବ । ଏହି ଉପନ୍ୟାସରେ ଲାସଲୋ ଜର୍ମାନିର ସାମାଜିକ ଅସ୍ଥିରତା ତଥା ହିଂସା ଓ ସୌନ୍ଦର୍ଯ୍ୟ ଉପରେ ଏହାର ପ୍ରଭାବର ସୁନ୍ଦର ଚିତ୍ରଣ ପାଇଁ ସେ ପ୍ରସିଦ୍ଧ ।  ଲେଖକ ଲାସଲୋ କିଛି ଦିନ ଧରି ଲେଖାଲେଖିରେ ବ୍ୟସ୍ତ ଅଛନ୍ତି । ତାଙ୍କର ଉତ୍କୃଷ୍ଟ ସାହିତ୍ୟ ପାଇଁ ସେ ଏବେ ନୋବେଲ ପୁରସ୍କାର ପାଇବେ  । ୧୯୫୪ ମସିହାରେ ହଙ୍ଗେରି ଓ ରୋମାନିଆ ସୀମାରେ ଥିବା ଗ୍ରାମ ଗ୍ବାଲାରେ ଜନ୍ମଗ୍ରହଣ କରିଥିବା କ୍ରାଜନାହୋରକାଇଙ୍କ ଲେଖାର  ସ୍ବତନ୍ତ୍ରତା ରହିଛି । ତାହା ହେଉଛି ଲମ୍ବା ଓ ଜଟିଳ ବାକ୍ୟ ଓ ସେଥିରେ ଲୁଚି ରହିଥିବା ଗଭୀର ଦାର୍ଶନିକ ଅର୍ଥ ।

ସ୍ବିଡିସ ଏକାଡେମୀ ପକ୍ଷରୁ ହିଁ ପ୍ରତିବର୍ଷ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥାଏ । ନୋବେଲ ପୁରସ୍କାରର ବିଭିନ୍ନ ବର୍ଗ ମଧ୍ୟରେ ସାହିତ୍ୟ ପୁରସ୍କାରଟି ଅନ୍ୟତମ ଲୋକପ୍ରିୟ ପୁରସ୍କାର ଭାବେ ପରିଗଣିତ ହୋଇଥାଏ । ୧୯୦୧ରୁ ୨୦୨୪ ମଧ୍ୟରେ ମୋଟ ୧୨୧ ଜଣ ସାହିତ୍ୟରେ ନୋବେଲ ପୁରସ୍କାର ଜିତିଛନ୍ତି । ସେମାନଙ୍କ ମଧ୍ୟରୁ ୧୮ ଜଣ ମହିଳା ଅଛନ୍ତି ।

ଗତ ବର୍ଷ ଦକ୍ଷିଣ କୋରିଆ ଲେଖକ ହାନ କାଙ୍ଗଙ୍କୁ ସାହିତ୍ୟ ନୋବେଲ ପୁରସ୍କାର ମିଳିଥିଲା । ସେହିପରି ୨୦୨୩ରେ ଜନ ଫୋସେ ଓ ୨୦୨୨ରେ ଆନି ଆର୍ନକ୍ସଙ୍କୁ ସାହିତ୍ୟ ନୋବେଲ ମିଳିଥିଲା । ୨୦୨୧ରେ ତାଞ୍ଜାନିଆର ଲେଖକ ଅବଦୁଲରଜାକ୍ ଗୁର୍ନାଙ୍କୁ ନୋବେଲ ସାହିତ୍ୟ ପୁରସ୍କାର ମିଳିଥିଲା ।

Share196Tweet123
M M

M M

ଆଜିର ପାଗ

Bhubaneswar
December 8, 2025, 5:26 PM
 

N
Overcast
25°C
0.8 m/s
Apparent: 16°C
Pressure: 1016 mb
Humidity: 78%
Winds: 0.8 m/s N
Windgusts: 4.9 m/s
UV-Index: 0
Precip.: 0mm /0% / Rain
Sunrise: 6:10 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ: ସଂରକ୍ଷଣରେ ସଂଶୋଧନ ପାଇଁ ଦାବି

ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ: ସଂରକ୍ଷଣରେ ସଂଶୋଧନ ପାଇଁ ଦାବି

December 8, 2025
ଶୁଭମନ ଗିଲ୍ ଫିଟ୍- ଆସନ୍ତାକାଲି ଖେଳିବେ ବାରବାଟୀରେ ମ୍ୟାଚ୍

ଶୁଭମନ ଗିଲ୍ ଫିଟ୍- ଆସନ୍ତାକାଲି ଖେଳିବେ ବାରବାଟୀରେ ମ୍ୟାଚ୍

December 8, 2025
ଇଣ୍ଡିଗୋ ଏୟାରଲାଇନ୍ସର ଆଜି ୩୫୦ରୁ ଅଧିକ ଫ୍ଲାଇଟ୍ ବାତିଲ୍, ବଢ଼ୁଛି ଯାତ୍ରୀ ଅସନ୍ତୋଷ

ଇଣ୍ଡିଗୋ ଏୟାରଲାଇନ୍ସର ଆଜି ୩୫୦ରୁ ଅଧିକ ଫ୍ଲାଇଟ୍ ବାତିଲ୍, ବଢ଼ୁଛି ଯାତ୍ରୀ ଅସନ୍ତୋଷ

December 8, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom