• Latest
  • Trending
ଆଜି ଶେଷ ଦିନ ପ୍ରଚାର, କାହାର ପଲା ଭାରି ?

ଆଜି ଶେଷ ଦିନ ପ୍ରଚାର, କାହାର ପଲା ଭାରି ?

Nov-09-2025 01:20 PM IST
ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

May-13-2026 08:23 AM IST
ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

May-12-2026 07:35 PM IST
ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

May-12-2026 07:05 PM IST
ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

May-12-2026 06:55 PM IST
NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

May-12-2026 12:40 PM IST
ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

May-12-2026 12:31 PM IST
୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

May-12-2026 12:23 PM IST
ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

May-12-2026 12:04 PM IST
ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

May-12-2026 11:48 AM IST
ମଙ୍ଗଳବାର ଏହି ୬ ରାଶି ପାଇଁ ଅତ୍ୟନ୍ତ ଶୁଭ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ?

ମଙ୍ଗଳବାର ଏହି ୬ ରାଶି ପାଇଁ ଅତ୍ୟନ୍ତ ଶୁଭ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ?

May-12-2026 09:07 AM IST
  • About
  • Careers
  • Contact Us
Wednesday, May 13, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଆଜି ଶେଷ ଦିନ ପ୍ରଚାର, କାହାର ପଲା ଭାରି ?

by M M
Nov-09-2025 01:20 PM IST
in ବଡ଼ ଖବର
0
ଆଜି ଶେଷ ଦିନ ପ୍ରଚାର, କାହାର ପଲା ଭାରି ?
491
SHARES
1.4k
VIEWS
Share on FacebookShare on Twitter

ଆଜି ଶେଷ ଦିନ ପ୍ରଚାର ଥିବାରୁ ସବୁ ଦଳ ଓ ପ୍ରାର୍ଥୀମାନେ ଆଜି ଜୋରଦାର ପ୍ରଚାର କରିବେ। ଦିନ ୪ଟାରୁ ଲାଗୁ ହେବ ସାଇଲେନ୍ସ ପିରିୟଡ୍ । ମତଦାନ ପୂର୍ବର ୪୮ ଘଣ୍ଟା ପୂର୍ବ ସମୟ ପାଇଁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ। ଯାହାକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ପ୍ରଶାସନକୁ କୁହାଯାଇଛି। ମତଦାନର ୪୮ ଘଣ୍ଟା ପୂର୍ବର ଅବଧି ଅର୍ଥାତ ନୀରବ ଅବଧି, କୌଣସି ରାଜନୈତିକ ପ୍ରଲୋଭନ କିମ୍ବା ପ୍ରଚାର ଦ୍ୱାରା ପ୍ରଭାବିତ ନ ହୋଇ, ଭୋଟରମାନଙ୍କୁ ସେମାନଙ୍କ ମତଦାନର ନିରପେକ୍ଷ ନିଷ୍ପତ୍ତି ନିର୍ଣ୍ଣୟ କରିବା ପାଇଁ ଯୋଗାଇ ଦିଆଯାଇଥାଏ।

ଦ୍ବିତୀୟଥର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆପଡ଼ାରେ ନିର୍ବାଚନ ପ୍ରଚାର କରିଛନ୍ତି।  ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଲେ, ୨୪ ବର୍ଷ ଧରି ବିଜେଡି ଶାସନରେ ରହିଥିବା ବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନାବେଡ଼ାକୁ ଆସିଥିଲେ କି? ହେଲେ ଓଡ଼ିଶାରେ ବିଜେପି ସରକାର ହେବାପରେ ସୁନାବେଡ଼ା ଅଞ୍ଚଳରେ ବସବାସ କରୁଥିବା ଚକୋଟିଆ ଭୁଞ୍ଜିଆ ସଂପ୍ରଦାୟର ସମସ୍ୟା ବୁଝିବାକୁ ଏଠାକୁ ଟାଣିହୋଇ ଆସିଲି। ଏହି ଅଞ୍ଚଳର ବିକାଶକୁ ଆଗକୁ ନେବା ପାଇଁ ଏହି ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ଭୋଟ ଦେବାକୁ ସେ ଅନୁରୋଧ କରିଥିଲେ।

Share196Tweet123
M M

M M

ଆଜିର ପାଗ

Bhubaneswar
May 13, 2026, 9:03 AM
 
SSW
Clear sky
31°C
2 m/s
Apparent: 32°C
Pressure: 1006 mb
Humidity: 85%
Winds: 2 m/s SSW
Windgusts: 11.3 m/s
UV-Index: 0
Precip.: 0mm /8% / Rain
Sunrise: 5:11 AM
Sunset: 6:15 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom