• Latest
  • Trending
ବିଜେଡି ଛାଡି ବିଜେପିରେ ମିଶିଲେ ନୂଆପଡାର ଅନେକ ବିଜେଡି ନେତା

ବିଜେଡି ଛାଡି ବିଜେପିରେ ମିଶିଲେ ନୂଆପଡାର ଅନେକ ବିଜେଡି ନେତା

Nov-01-2025 02:44 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

Mar-02-2026 07:52 PM IST
  • About
  • Careers
  • Contact Us
Monday, March 9, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜନୀତି

ବିଜେଡି ଛାଡି ବିଜେପିରେ ମିଶିଲେ ନୂଆପଡାର ଅନେକ ବିଜେଡି ନେତା

ଘର ଘର ପ୍ରଚାର ଜମୁଛି

by M M
Nov-01-2025 02:44 PM IST
in ରାଜନୀତି, ରାଜ୍ୟ
0
ବିଜେଡି ଛାଡି ବିଜେପିରେ ମିଶିଲେ ନୂଆପଡାର ଅନେକ ବିଜେଡି ନେତା
495
SHARES
1.4k
VIEWS
Share on FacebookShare on Twitter

ନୂଆପଡ଼ା / ଭୁବନେଶ୍ୱର, : ନୂଆପଡ଼ା ବିଧାନସଭା ଉପନିର୍ବାଚନ ତାରିଖ ଯେତିକି ପାଖେଇ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି । ବିଜେପି ସରକାର ଙ୍କ କାର୍ଯ୍ୟଶୈଳୀରେ ଆକର୍ଷିତ ହୋଇ ପ୍ରତ୍ୟେକ ଦିନ ଶହ ଶହ ଲୋକ ବିଜେପି ରେ ସାମିଲ ହେଉଥିବା ଦେଖାଯାଉଛି ।
ଏହି ଅବସରରେ ନୁଆପଡା ବେଲଟୁକୁରି ବିଜେଡି ପଞ୍ଚାୟତ ସଭାପତି ବଳରାମ ଚନ୍ଦେକର ତାଙ୍କର ଶତାଧିକ ସମର୍ଥକ ଙ୍କ ସହ ବିଜେପି ରେ ସାମିଲ ହୋଇଛନ୍ତି । ନୂଆପଡ଼ା ବିଜେପି କାର୍ଯ୍ୟାଳୟ ରେ ଆୟୋଜିତ ଏହି ମିଶ୍ରଣ ପର୍ବ ରେ ବିଜେପି ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର, ପୁର୍ବତନ ବିଧାୟିକା କୁସୁମ ଟେଟେ, ରାଜ୍ୟ ସାଧାରଣ ସମ୍ପାଦିକା ପୂର୍ଣ୍ଣିମା ନାଏକ ଉପସ୍ଥିତ ରହି ବିଜେପି ଉତ୍ତରୀୟ ଓ ଟୋପି ପିନ୍ଧାଇ ସମସ୍ତଙ୍କୁ ସ୍ଵାଗତ କରିଥିଲେ । ବିଜେପି ର ଦୁର୍ନୀତି ଭ୍ରଷ୍ଟାଚାର ମୁକ୍ତ ସୁଶାସନ ଓ ଡବଲ ଇଞ୍ଜିନ ସରକାର ର ଡବଲ ଗତି ର ବିକାଶ କୁ ନେଇ ସାଧାରଣ ଲୋକଙ୍କ ପାଖକୁ ଯାଇ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଙ୍କୁ ସମର୍ଥନ କରିବା ପାଇଁ ଅନୁରୋଧ କରନ୍ତୁ ବୋଲି ନୂତନ ଭାବେ ବିଜେପି ରେ ସାମିଲ ହୋଇଥିବା କର୍ମୀ ଙ୍କୁ ଶ୍ରୀ ତୋମାର ଆହ୍ଵାନ ଦେଇଥିଲେ ।
ଏହି ମିଶ୍ରଣ ପର୍ବ ରେ ଅନ୍ୟମାନଙ୍କ ମଧ୍ୟରେ ବିଜେପି ରାଜ୍ୟ ପେନାଲିଷ୍ଟ୍ ମନସ ରଞ୍ଜନ ବକ୍ସି, ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଙ୍କ ଧର୍ମପତ୍ନୀ ସୁମନ ଢୋଲକିଆ,ବରିଷ୍ଠ ବିଜେପି ନେତା ନିରଞ୍ଜନ ପାଣିଗ୍ରାହୀ,ଦେବ ଦର୍ଶନ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।

ସେପଟେ ଉପନିର୍ବାଚନ ରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଙ୍କ ସମର୍ଥନ ରେ ପ୍ରଚାର ପ୍ରସାର ଜୋର୍ ଧରିବାକୁ ଲାଗିଲାଣି । ଜିଲ୍ଳା ମୁଖ୍ୟାଳୟ ରୁ ମଣ୍ଡଳ, ବୁଥ ଦେଇ ଲୋକଙ୍କ ଘର ପର୍ଯ୍ୟନ୍ତ ପହଞ୍ଚୁଛନ୍ତି ବିଜେପି ପ୍ରଚାରକ । ଆଜି ଏହି ଉଦେଶ୍ୟରେ କୋମନା ବ୍ଲକ କୁରୁମପରୀ ପଞ୍ଚାୟତ ଦଲଦଲି ଗ୍ରାମରେ ଓଡ଼ିଶା ସରକାର ଙ୍କ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ ଘରକୁ ଘର ବୁଲି ନିର୍ବାଚନ ପ୍ରଚାର କରିଛନ୍ତି । ନୂଆପଡା ର ସର୍ବାଙ୍ଗୀନ ବିକାଶ ପାଇଁ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଙ୍କୁ ଜୟଯୁକ୍ତ କରାନ୍ତୁ ବୋଲି କହି ଭୋଟ ଭିକ୍ଷା କରିଛନ୍ତି ।
ଏହି ଅବସରରେ ବିଧାୟକ ଗୌରୀ ଶଙ୍କର ମାଝୀ ଏବଂ ଅଖିଳ ଚନ୍ଦ୍ର ନାଏକ ଙ୍କ ସମେତ ସ୍ଥାନୀୟ ବିଜେପି ନେତୃବୃନ୍ଦ ସାମିଲ ହୋଇଥିଲେ ।

Share198Tweet124
M M

M M

ଆଜିର ପାଗ

Bhubaneswar
March 9, 2026, 2:09 AM
 

S
Partly cloudy
25°C
2 m/s
Apparent: 30°C
Pressure: 1012 mb
Humidity: 84%
Winds: 2 m/s S
Windgusts: 9.1 m/s
UV-Index: 0
Precip.: 0mm /0% / Rain
Sunrise: 6:00 AM
Sunset: 5:53 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom