• Latest
  • Trending
ତୃତୀୟ ଦିନରେ ଗୃହରେ ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି

ତୃତୀୟ ଦିନରେ ଗୃହରେ ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି

Aug-22-2024 12:29 PM IST
ବିଜେପି ସରକାରଙ୍କ ୫୦୦ ଦିନକୁ ନେଇ ଟାର୍ଗେଟ କଲା ବିଜେଡି

ବିଜେପି ସରକାରଙ୍କ ୫୦୦ ଦିନକୁ ନେଇ ଟାର୍ଗେଟ କଲା ବିଜେଡି

Oct-26-2025 09:54 AM IST
ରୋହତିଙ୍କ ଦମଦାର ଶତକ, ଅଷ୍ଟ୍ରେଲିଆକୁ ପରାସ୍ତ କଲା ଭାରତ

ରୋହତିଙ୍କ ଦମଦାର ଶତକ, ଅଷ୍ଟ୍ରେଲିଆକୁ ପରାସ୍ତ କଲା ଭାରତ

Oct-26-2025 09:41 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ ?

କ’ଣ କହୁଛି ଆପଣଙ୍କ ରାଶିଫଳ ?

Oct-26-2025 09:35 AM IST
ଜମ୍ମୁକାଶ୍ମୀରରେ ରାଜ୍ୟସଭା ନିର୍ବାଚନ, ସଂଖ୍ୟା ନଥାଇ ବିଜେପି ଜିତିଲା ଗୋଟିଏ ଆସନ

ଜମ୍ମୁକାଶ୍ମୀରରେ ରାଜ୍ୟସଭା ନିର୍ବାଚନ, ସଂଖ୍ୟା ନଥାଇ ବିଜେପି ଜିତିଲା ଗୋଟିଏ ଆସନ

Oct-25-2025 10:17 AM IST
ଲଘୁଚାପ ଆଣିବ କି ବାତ୍ୟା ? ଚିତ୍ର ଅସ୍ପଷ୍ଟ

ଲଘୁଚାପ ଆଣିବ କି ବାତ୍ୟା ? ଚିତ୍ର ଅସ୍ପଷ୍ଟ

Oct-25-2025 09:21 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-25-2025 09:07 AM IST
ଭାରତ-ଅଷ୍ଟ୍ରେଲିଆ ତୃତୀୟ ଦିନିକିଆ: ଗିଲ୍ , କୋହଲିଙ୍କ ଉପରେ ନଜର

ଭାରତ-ଅଷ୍ଟ୍ରେଲିଆ ତୃତୀୟ ଦିନିକିଆ: ଗିଲ୍ , କୋହଲିଙ୍କ ଉପରେ ନଜର

Oct-25-2025 09:02 AM IST

ଜୀବନ ହାରିଲେ… ପାପୁଲିରେ ଲେଖିଲେ ସୁଇସାଇଡ୍ ନୋଟ୍

Oct-24-2025 05:56 PM IST
ବାତ୍ୟା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ: ସୁରେଶ ପୂଜାରୀ

ବାତ୍ୟା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ: ସୁରେଶ ପୂଜାରୀ

Oct-24-2025 05:32 PM IST
କୋର୍ଟରେ ବିକ୍ରମ ପଣ୍ଡାଙ୍କ ନିର୍ଦ୍ଦୋଷ ପାଇଁ ଲଢ଼ିବେ ୪୪ ଓକିଲ

କୋର୍ଟରେ ବିକ୍ରମ ପଣ୍ଡାଙ୍କ ନିର୍ଦ୍ଦୋଷ ପାଇଁ ଲଢ଼ିବେ ୪୪ ଓକିଲ

Oct-24-2025 04:08 PM IST
  • About
  • Careers
  • Contact Us
Sunday, October 26, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଭିଡ଼ିଓ

ତୃତୀୟ ଦିନରେ ଗୃହରେ ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି

by M M
Aug-22-2024 12:29 PM IST
in ଭିଡ଼ିଓ, ରାଜନୀତି, ରାଜ୍ୟ
0
ତୃତୀୟ ଦିନରେ ଗୃହରେ ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି
491
SHARES
1.4k
VIEWS
Share on FacebookShare on Twitter

ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ତୃତୀୟ ଦିନରେ ଗୃହରେ ବିରୋଧୀ ଦଳ ବିଜେଡିର ହଟ୍ଟଗୋଳ। ପ୍ରଶ୍ନକାଳ ଆରମ୍ଭରୁ ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଛି ବିଜେଡି। ମଦମୃତ୍ୟୁ ଘଟଣାରେ ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି ବିଜେଡି। ଆଜି ଗୃହ କାର୍ଯ୍ୟ ଆରମ୍ଭରୁ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଉତ୍ତର ରଖିବା ବେଳେ ବିଜେଡି ବିଧାୟକମାନେ ନାରାବାଜି କରିଥିଲେ। ସେପଟେ ଇଡ଼ି ପ୍ରସଙ୍ଗରେ ନାରାବାଜି କରିଥିଲେ କଂଗ୍ରେସ ବିଧାୟକ। ଗୃହର ମଧ୍ୟ ଭାଗକୁ ଆସିବ ପ୍ରବଳ ହଟ୍ଟଗୋଳ କରିବାରୁ ଗୃହ କାର୍ଯ୍ୟ ଅଚଳ ହୋଇଥିଲା। ଫଳରେ ବାଚସ୍ପତି ଗୃହକୁ ଦିନ ୧୧ଟା ୩୦ମିନିଟ ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଛନ୍ତି।

Tags: newsroomodishapolitics
Share196Tweet123
M M

M M

ଆଜିର ପାଗ

Bhubaneswar
October 26, 2025, 9:54 AM
 

NE
Mainly clear
30°C
3 m/s
Apparent: 31°C
Pressure: 1011 mb
Humidity: 92%
Winds: 3 m/s NE
Windgusts: 7.6 m/s
UV-Index: 0
Precip.: 0mm /25% / Rain
Sunrise: 5:45 AM
Sunset: 5:15 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଜେପି ସରକାରଙ୍କ ୫୦୦ ଦିନକୁ ନେଇ ଟାର୍ଗେଟ କଲା ବିଜେଡି

ବିଜେପି ସରକାରଙ୍କ ୫୦୦ ଦିନକୁ ନେଇ ଟାର୍ଗେଟ କଲା ବିଜେଡି

October 26, 2025
ରୋହତିଙ୍କ ଦମଦାର ଶତକ, ଅଷ୍ଟ୍ରେଲିଆକୁ ପରାସ୍ତ କଲା ଭାରତ

ରୋହତିଙ୍କ ଦମଦାର ଶତକ, ଅଷ୍ଟ୍ରେଲିଆକୁ ପରାସ୍ତ କଲା ଭାରତ

October 26, 2025
କ’ଣ କହୁଛି ଆପଣଙ୍କ ରାଶିଫଳ ?

କ’ଣ କହୁଛି ଆପଣଙ୍କ ରାଶିଫଳ ?

October 26, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom