• Latest
  • Trending
ବାତ୍ୟା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ବାତ୍ୟା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ

Oct-24-2024 03:01 PM IST

କୋହଭରା ପୋଷ୍ଟ କଲେ ରାଜୁ ଢୋଲକିଆଙ୍କ ପତ୍ନୀ; ମୋ ସ୍ୱାମୀଙ୍କୁ ପଚାରିଲନି

Nov-04-2025 05:16 PM IST
ରାଜନୀତିରେ ପରିବାରବାଦ, ଥରୁରଙ୍କ ମତକୁ ନେଇ ରାଜନୀତି ସରଗରମ

ରାଜନୀତିରେ ପରିବାରବାଦ, ଥରୁରଙ୍କ ମତକୁ ନେଇ ରାଜନୀତି ସରଗରମ

Nov-04-2025 04:21 PM IST
ଟ୍ରମ୍ପଙ୍କ ବଡ଼ ଦାବି: ପାକିସ୍ତାନ, ରୁଷ ଓ ଚୀନ୍ କରୁଛନ୍ତି ଗୁପ୍ତ ପରମାଣୁ ପରୀକ୍ଷଣ

ଟ୍ରମ୍ପଙ୍କ ବଡ଼ ଦାବି: ପାକିସ୍ତାନ, ରୁଷ ଓ ଚୀନ୍ କରୁଛନ୍ତି ଗୁପ୍ତ ପରମାଣୁ ପରୀକ୍ଷଣ

Nov-04-2025 04:04 PM IST
ନୂଆପଡ଼ା ଉପ-ନିର୍ବାଚନ:  ପ୍ରତିଷ୍ଠା ବଞ୍ଚାଇବାକୁ ତିନି ଦଳର ଜୋରଦାର ପ୍ରଚାର

ନୂଆପଡ଼ା ଉପ-ନିର୍ବାଚନ:  ପ୍ରତିଷ୍ଠା ବଞ୍ଚାଇବାକୁ ତିନି ଦଳର ଜୋରଦାର ପ୍ରଚାର

Nov-04-2025 09:38 AM IST
ବିହାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ସରିବ ପ୍ରଚାର

ବିହାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ସରିବ ପ୍ରଚାର

Nov-04-2025 09:03 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Nov-04-2025 08:55 AM IST
ରାଷ୍ଟ୍ରନିର୍ମାଣରେ ନିଜକୁ ନିୟୋଜିତ କରିବି : ଅମର

ରାଷ୍ଟ୍ରନିର୍ମାଣରେ ନିଜକୁ ନିୟୋଜିତ କରିବି : ଅମର

Nov-03-2025 03:11 PM IST
ବିଜେଡିକୁ ‘ଟାଇଟନିକ୍’ ପରି ବୁଡ଼ାଇବାକୁ ଯୋଜନା ଚାଲିଛି”: ଶ୍ରୀମୟୀ ମିଶ୍ର

ବିଜେଡିକୁ ‘ଟାଇଟନିକ୍’ ପରି ବୁଡ଼ାଇବାକୁ ଯୋଜନା ଚାଲିଛି”: ଶ୍ରୀମୟୀ ମିଶ୍ର

Nov-03-2025 11:05 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Nov-03-2025 10:35 AM IST
ଭାରତୀୟ ମହିଳା କ୍ରିକେଟ୍ ଦଳ ସର୍ବପ୍ରଥମ ବିଶ୍ବକପ୍‌ ଜିତିଲା

ଭାରତୀୟ ମହିଳା କ୍ରିକେଟ୍ ଦଳ ସର୍ବପ୍ରଥମ ବିଶ୍ବକପ୍‌ ଜିତିଲା

Nov-03-2025 10:26 AM IST
  • About
  • Careers
  • Contact Us
Tuesday, November 4, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବାତ୍ୟା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ

by M M
Oct-24-2024 03:01 PM IST
in ବଡ଼ ଖବର
0
491
SHARES
1.4k
VIEWS
Share on FacebookShare on Twitter

ବାତ୍ୟା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ । ବାତ୍ୟା ପରିସ୍ଥିତିରେ ଲୋକ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ସ୍ୱତନ୍ତ୍ର ନିୟନ୍ତ୍ରଣ କକ୍ଷରୁ ବାତ୍ୟା ପରିସ୍ଥିତିର ଉପରେ ନଜର ରଖାଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଥିବା ଏନଡିଆରଏଫ ଟିମ୍ ବାତ୍ୟା ପରିଚାଳନା କାର୍ଯ୍ୟରେ ନିୟୋଜିତ ହୋଇଥିବାବେଳେ ଉଦ୍ଧାରକାର୍ଯ୍ୟକୁ ଆହୁରି ତ୍ବରାନ୍ୱିତ କରାଯାଇଥିବା ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ କହିଛନ୍ତି ।  ପ୍ରଭାବିତ ଅଞ୍ଚଳକୁ ବରିଷ୍ଠ ଆଇଏଏସ ଅଧିକାରୀଙ୍କୁ ପଠାଯାଇଛି । ଜିଲ୍ଲାପାଳଙ୍କ ସହ ଆଲୋଚନା କରାଯାଇଛି । ରାଜ୍ୟର ୧୧ ଜିଲ୍ଲା ଅଧିକ ପ୍ରଭାବିତ ହେବ । ୩୮ ବ୍ଲକ ପ୍ରଭାବିତ ହେବା ଆଶଙ୍କା ରହିଛି । ୩ ଲକ୍ଷ ୬୨ ହଜାର ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇଛି । ୭ ହଜାର ୨୮୫ ବାତ୍ୟା ଆଶ୍ରୟସ୍ଥଳୀ ବ୍ୟବସ୍ଥା ହୋଇଛି । ୨ ହଜାର ୩୦୦ ଗର୍ଭବତୀଙ୍କୁ ସ୍ଥାନାନ୍ତର କରାଯାଇଛି । ଲୋକଙ୍କ ଘର ଜଗିବାକୁ ପାଟ୍ରୋଲିଂ ବ୍ୟବସ୍ଥା ହୋଇଛି । ବାତ୍ୟା ଆଶ୍ରୟସ୍ଥଳୀରେ ବିଦ୍ୟୁତ ଯୋଗାଣ ପାଇଁ ପ୍ରସ୍ତୁତି ସରିଛି । ଡିଜି, ଜେନେରେଟର ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦିଆଯାଇଛି । ପୁନଃରୁଦ୍ଧାର ପାଇଁ ତ୍ୱରିତ ବ୍ୟବସ୍ଥା କରାଯାଇଛି । ସ୍ଥିତି ଅନୁଧ୍ୟାନ କରି ଅଧିକାରୀ ସରକାରଙ୍କୁ ରିପୋର୍ଟ ଦେବେ । ସରକାରଙ୍କ ନିବେଦନକୁ ଲୋକେ ଗ୍ରହଣ କରିଥିବାରୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Share196Tweet123
M M

M M

ଆଜିର ପାଗ

Bhubaneswar
November 4, 2025, 5:41 PM
 

NE
Mainly clear
26°C
0.9 m/s
Apparent: 26°C
Pressure: 1009 mb
Humidity: 79%
Winds: 0.9 m/s NE
Windgusts: 4.8 m/s
UV-Index: 0
Precip.: 0mm /0% / Rain
Sunrise: 5:49 AM
Sunset: 5:10 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

କୋହଭରା ପୋଷ୍ଟ କଲେ ରାଜୁ ଢୋଲକିଆଙ୍କ ପତ୍ନୀ; ମୋ ସ୍ୱାମୀଙ୍କୁ ପଚାରିଲନି

November 4, 2025
ରାଜନୀତିରେ ପରିବାରବାଦ, ଥରୁରଙ୍କ ମତକୁ ନେଇ ରାଜନୀତି ସରଗରମ

ରାଜନୀତିରେ ପରିବାରବାଦ, ଥରୁରଙ୍କ ମତକୁ ନେଇ ରାଜନୀତି ସରଗରମ

November 4, 2025
ଟ୍ରମ୍ପଙ୍କ ବଡ଼ ଦାବି: ପାକିସ୍ତାନ, ରୁଷ ଓ ଚୀନ୍ କରୁଛନ୍ତି ଗୁପ୍ତ ପରମାଣୁ ପରୀକ୍ଷଣ

ଟ୍ରମ୍ପଙ୍କ ବଡ଼ ଦାବି: ପାକିସ୍ତାନ, ରୁଷ ଓ ଚୀନ୍ କରୁଛନ୍ତି ଗୁପ୍ତ ପରମାଣୁ ପରୀକ୍ଷଣ

November 4, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom