• Latest
  • Trending
ଆସନ୍ତାକାଲିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ

ଆସନ୍ତାକାଲିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ

Jul-21-2024 03:17 PM IST
ଭାରତର ବ୍ୟାଟିଂ ଆରମ୍ଭରୁ ବିପର୍ଯ୍ୟୟ, ବିରାଟ ଶୂନରେ ଆଉଟ୍

ଭାରତର ବ୍ୟାଟିଂ ଆରମ୍ଭରୁ ବିପର୍ଯ୍ୟୟ, ବିରାଟ ଶୂନରେ ଆଉଟ୍

Oct-23-2025 09:49 AM IST
ଲଘୁଚାପର ପ୍ରଭାବରେ କିଛି ସ୍ଥାନରେ ହେବ ବର୍ଷା

ଲଘୁଚାପର ପ୍ରଭାବରେ କିଛି ସ୍ଥାନରେ ହେବ ବର୍ଷା

Oct-23-2025 09:39 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-23-2025 09:15 AM IST

ଏସ୍‌ଆଇ ପରୀକ୍ଷା ସ୍କାମ୍ : ସିବିଆଇକୁ ମାମଲା ହସ୍ତାନ୍ତର କଲେ ରାଜ୍ୟ ସରକାର

Oct-22-2025 08:01 PM IST
ବିହାରରେ କାହା ସପକ୍ଷରେ ଯିବ ମହିଳା ଭୋଟ?

ବିହାରରେ କାହା ସପକ୍ଷରେ ଯିବ ମହିଳା ଭୋଟ?

Oct-22-2025 07:10 PM IST
ଜଙ୍ଗଲ କ୍ଷେତ୍ରଫଳରେ ୯ମ ସ୍ଥାନକୁ ପହଞ୍ଚିଲା ଭାରତ

ଜଙ୍ଗଲ କ୍ଷେତ୍ରଫଳରେ ୯ମ ସ୍ଥାନକୁ ପହଞ୍ଚିଲା ଭାରତ

Oct-22-2025 06:48 PM IST
ଅଘଟଣରୁ ବର୍ତ୍ତିଗଲେ ରାଷ୍ଟ୍ରପତି, ହେଲିକପ୍ଟର ଚକ ଗାତରେ ପଶିଗଲା

ଅଘଟଣରୁ ବର୍ତ୍ତିଗଲେ ରାଷ୍ଟ୍ରପତି, ହେଲିକପ୍ଟର ଚକ ଗାତରେ ପଶିଗଲା

Oct-22-2025 04:08 PM IST
ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

Oct-22-2025 03:43 PM IST
ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

Oct-22-2025 03:25 PM IST
ପୀତବାସ ପଣ୍ଡା ହତ୍ୟା ମାମଲା , ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା

ପୀତବାସ ପଣ୍ଡା ହତ୍ୟା ମାମଲା , ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା

Oct-22-2025 01:45 PM IST
  • About
  • Careers
  • Contact Us
Thursday, October 23, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଆସନ୍ତାକାଲିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ

by M M
Jul-21-2024 03:17 PM IST
in ବଡ଼ ଖବର
0
ଆସନ୍ତାକାଲିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ
491
SHARES
1.4k
VIEWS
Share on FacebookShare on Twitter

ଆସନ୍ତାକାଲିଠୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ସେଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି ।  ରାଜ୍ୟରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେଉଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଜୁଲାଇ ୨୨ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ବା ମାଟ୍ରିକ୍ ପରୀକ୍ଷାରେ ଅକୃତକାର୍ଯ୍ୟ ଏବଂ ଅନୁପସ୍ଥିତ ରହିଥିବା ପରୀକ୍ଷାର୍ଥୀମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ।
ଗଣିତ ବ୍ୟତୀତ ପ୍ରତ୍ୟେକ ବିଷୟର ପରୀକ୍ଷା ପୂର୍ବାହ୍ନ ୯ ଟା ଠାରୁ ଆରମ୍ଭ ହୋଇ ପୂର୍ବାହ୍ନ ସାଢ଼େ ୧୧ ପର୍ଯ୍ୟନ୍ତ ହେବ। ପ୍ରାର୍ଥୀଙ୍କୁ ଓଡ଼ିଶା ମ୍ୟାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷାର ଗଣିତ ବିଷୟ ପାଇଁ ୧୫ ମିନିଟ୍ ଅତିରିକ୍ତ ସମୟ ପ୍ରଦାନ କରାଯିବ।

Share196Tweet123
M M

M M

ଆଜିର ପାଗ

Bhubaneswar
October 23, 2025, 10:44 AM
 

NE
Mainly clear
31°C
2.2 m/s
Apparent: 31°C
Pressure: 1011 mb
Humidity: 86%
Winds: 2.2 m/s NE
Windgusts: 5.6 m/s
UV-Index: 0
Precip.: 0mm /8% / Rain
Sunrise: 5:44 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଭାରତର ବ୍ୟାଟିଂ ଆରମ୍ଭରୁ ବିପର୍ଯ୍ୟୟ, ବିରାଟ ଶୂନରେ ଆଉଟ୍

ଭାରତର ବ୍ୟାଟିଂ ଆରମ୍ଭରୁ ବିପର୍ଯ୍ୟୟ, ବିରାଟ ଶୂନରେ ଆଉଟ୍

October 23, 2025
ଲଘୁଚାପର ପ୍ରଭାବରେ କିଛି ସ୍ଥାନରେ ହେବ ବର୍ଷା

ଲଘୁଚାପର ପ୍ରଭାବରେ କିଛି ସ୍ଥାନରେ ହେବ ବର୍ଷା

October 23, 2025
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

October 23, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom