• Latest
  • Trending

ବିଧାୟକଙ୍କ ଦରମା ବୃଦ୍ଧି ବିବାଦ: ପୁନଃବିଚାର ପାଇଁ ବଢ଼ିଲା ଚାପ

Dec-19-2025 05:38 PM IST
ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଗୋଟିଏ ଭୋଟରେ ବିଜୟୀ ହୋଇଥିବା TVK ବିଧାୟକ, ଜାଣନ୍ତୁ କାହିଁକି?

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଗୋଟିଏ ଭୋଟରେ ବିଜୟୀ ହୋଇଥିବା TVK ବିଧାୟକ, ଜାଣନ୍ତୁ କାହିଁକି?

May-13-2026 09:22 AM IST
ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

May-13-2026 08:23 AM IST
ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

May-12-2026 07:35 PM IST
ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

May-12-2026 07:05 PM IST
ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

May-12-2026 06:55 PM IST
NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

May-12-2026 12:40 PM IST
ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

May-12-2026 12:31 PM IST
୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

May-12-2026 12:23 PM IST
ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

May-12-2026 12:04 PM IST
ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

May-12-2026 11:48 AM IST
  • About
  • Careers
  • Contact Us
Wednesday, May 13, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବିଧାୟକଙ୍କ ଦରମା ବୃଦ୍ଧି ବିବାଦ: ପୁନଃବିଚାର ପାଇଁ ବଢ଼ିଲା ଚାପ

by M M
Dec-19-2025 05:38 PM IST
in ବଡ଼ ଖବର
0
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ୱର: ରାଜ୍ୟ ବିଧାୟକମାନଙ୍କ ଦରମା ଓ ଭତ୍ତା ବୃଦ୍ଧିକୁ ନେଇ ଲାଗି ରହିଥିବା ବିବାଦ ଏବେ ଏକ ନୂଆ ମୋଡ଼ ନେଇଛି। ପ୍ରବଳ ଜନଅସନ୍ତୋଷ ଓ ବିରୋଧୀଙ୍କ ଆଭିମୁଖ୍ୟ ପରେ, ବର୍ଦ୍ଧିତ ଦରମା ନିଷ୍ପତ୍ତିର ପୁନଃବିଚାର ପାଇଁ ଶାସକ ଦଳ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ଗତ ୧୮ ତାରିଖରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକ ପରେ ଏହି ବିବାଦର ଏକ ‘ସମ୍ମାନଜନକ ସମାଧାନ’ ବାହାରିବା ନେଇ ଆଶା ସୃଷ୍ଟି ହୋଇଛି।  ଗତ ଡିସେମ୍ବର ୯ ତାରିଖରେ ବିଧାନସଭାରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ବିଧାୟକମାନଙ୍କ ଦରମା ବୃଦ୍ଧି ସମ୍ପର୍କିତ ଚାରୋଟି ସଂଶୋଧନ ବିଲ୍ ଅତି ଅଳ୍ପ ସମୟ ମଧ୍ୟରେ ପାରିତ ହୋଇଥିଲା। ଏହି ନିଷ୍ପତ୍ତି ଅନୁଯାୟୀ, ବିଧାୟକମାନଙ୍କ ଦରମା ଓ ଭତ୍ତା ୧ ଲକ୍ଷ ୧୧ ହଜାର ଟଙ୍କାରୁ ବୃଦ୍ଧି ପାଇ ୩ ଲକ୍ଷ ୪୫ ହଜାର ଟଙ୍କା ହେବାର ଥିଲା। ଏହି ବିଲ୍‌କୁ ବିଜେପି, ବିଜେଡି ଓ କଂଗ୍ରେସର ସମସ୍ତ ସଦସ୍ୟ ସମର୍ଥନ କରିଥିଲେ। କେବଳ ସିପିଆଇଏମ ର ବିଧାୟକ ବିରୋଧ କରିଥିବା ଜଣାପଡ଼ିଥିଲା । ଏହି ସମୟରେ ବଣାଇ ବିଧାୟକ ଲକ୍ଷ୍ମଣ ମୁଣ୍ଡା (CPI-M) ପ୍ରଥମେ ଏହି ବୃଦ୍ଧିକୁ ବିରୋଧ କରି ସମସ୍ତଙ୍କୁ ଚକିତ କରିଦେଇଥିଲେ।  ଦରମାରେ ଏଭଳି ଅପ୍ରତ୍ୟାଶିତ ବୃଦ୍ଧିକୁ ସାଧାରଣ ଜନତା ଓ ସାମାଜିକ ଗଣମାଧ୍ୟମରେ କଡ଼ା ସମାଲୋଚନା କରାଯାଇଥିଲା। ପରବର୍ତ୍ତୀ ସମୟରେ, ବିଜେପି ବିଧାୟକ ବାବୁ ସିଂ ତାଙ୍କର ବର୍ଦ୍ଧିତ ଦରମା ଗରିବଙ୍କୁ ଦାନ କରିବେ ବୋଲି ଘୋଷଣା କରିଥିଲେ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଧ୍ୟ ସମାନ ପଦକ୍ଷେପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଥିଲେ। ସବୁଆଡୁ ସମାଲୋଚନା ଶରବ୍ୟ ହେବା ପରେ ବିଜେପି ବିଧାୟକମାନେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ। ଏଥିରେ ବିଧାୟକମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଦରମା ବୃଦ୍ଧି ନିଷ୍ପତ୍ତିର ପୁନଃବିଚାର କରିବାକୁ ଅନୁରୋଧ କରିଛନ୍ତି।

Share196Tweet123
M M

M M

ଆଜିର ପାଗ

Bhubaneswar
May 13, 2026, 9:29 AM
 
SSW
Clear sky
31°C
2 m/s
Apparent: 32°C
Pressure: 1006 mb
Humidity: 85%
Winds: 2 m/s SSW
Windgusts: 11.3 m/s
UV-Index: 0
Precip.: 0mm /8% / Rain
Sunrise: 5:11 AM
Sunset: 6:15 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom