• Latest
  • Trending
ଆଜିଠୁ ବଦଳିବ ପାଗ, ୨୮ ସନ୍ଧ୍ୟାରେ କାକିନାଡ଼ାରେ ମାଡ଼ ହେବ

ଆଜିଠୁ ବଦଳିବ ପାଗ, ୨୮ ସନ୍ଧ୍ୟାରେ କାକିନାଡ଼ାରେ ମାଡ଼ ହେବ

Oct-27-2025 09:55 AM IST
https://odisha.newsroom.in/

ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ

Mar-18-2026 04:14 PM IST
https://odisha.newsroom.in/

କଟକ ବଡ ମେଡିକାଲ ନିଆଁକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ

Mar-18-2026 03:22 PM IST
କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

Mar-17-2026 05:13 PM IST
ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

Mar-16-2026 11:47 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Mar-16-2026 11:40 AM IST
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

Mar-09-2026 08:48 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
  • About
  • Careers
  • Contact Us
Thursday, March 19, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆଜିର ପାଗ

ଆଜିଠୁ ବଦଳିବ ପାଗ, ୨୮ ସନ୍ଧ୍ୟାରେ କାକିନାଡ଼ାରେ ମାଡ଼ ହେବ

by M M
Oct-27-2025 09:55 AM IST
in ଆଜିର ପାଗ
0
ଆଜିଠୁ ବଦଳିବ ପାଗ, ୨୮ ସନ୍ଧ୍ୟାରେ କାକିନାଡ଼ାରେ ମାଡ଼ ହେବ
496
SHARES
1.4k
VIEWS
Share on FacebookShare on Twitter

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ସୋମବାରଠାରୁ ଓଡ଼ିଶାର ପାଗରେ ପରିବର୍ତ୍ତନ ଆସିବ  । ୨୮ ତାରିଖ ସକାଳ ସାଢ଼େ ୮ଟାରୁ ୨୯ ତାରିଖ ସକାଳ ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୬୦ରୁ ୮୦ କିମି ବେଗରେ ପବନ ହୋଇପାରେ। ଏଥିସହ ପ୍ରବଳ ବର୍ଷା ହେବାକୁ ଥିବାରୁ ରେଡ୍‌ ୱାର୍ଣ୍ଣିଂ (ଲାଲ୍‌ ଚେତାବନୀ) ଦିଆଯାଇଛି। ଏହି ସମୟ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ ଘଣ୍ଟାପ୍ରତି ୫୦ରୁ ୭୦ କିମି ବେଗରେ ପବନ ସହ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ପରବର୍ତ୍ତୀ ୨୪ ଘଣ୍ଟାରେ ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୬୦ରୁ ୮୦ କିମି ବେଗରେ ପବନ ହେବାକୁ ଥିବାରୁ ରେଡ୍‌ ୱାର୍ଣ୍ଣିଂ ଦିଆଯାଇଛି।

ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ସମୁଦ୍ର ଭିତରେ ବଳ ଗୋଟାଉଛି। ଘଣ୍ଟା ପ୍ରତି ୮ କିମି ବେଗରେ ଉତ୍ତରପଶ୍ଚିମ ଦିଗରେ ଗତି କରି ଉପକୂଳମୁହାଁ ହେଉଛି। ରବିବାର ରାତି ୧୦ଟା ବେଳକୁ ଏହା ପୋର୍ଟ ବ୍ଲେୟାର (ଆଣ୍ଡାମାନ ଏବଂ ନିକୋବର ଦ୍ବୀପପୁଞ୍ଜ)ରୁ ପ୍ରାୟ ୬୭୦ କିମି ପଶ୍ଚିମରେ, ଚେନ୍ନାଇଠାରୁ ୭୨୦ କିମି ପୂର୍ବ-ଦକ୍ଷିଣପୂର୍ବରେ, ବିଶାଖାପାଟଣାଠାରୁ ୭୯୦ କିମି ଦକ୍ଷିଣ-ଦକ୍ଷିଣପୂର୍ବ ଓ ଗୋପାଳପୁରଠାରୁ ୯୦୦ କିମି ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ରହିଥିଲା। ଆସନ୍ତା‌ ୧୨ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାତ୍ୟା (ମୋନ୍ଥା)ରେ ପରିଣତ ହେବ।

ଏହାପରେ ଉତ୍ତର-ପଶ୍ଚିମ ଦିଗରେ ଗତି କରି ୨୮ ତାରିଖ ସକାଳ ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ୨୮ ତାରିଖ ସନ୍ଧ୍ୟା କିମ୍ବା ରାତିରେ କାକିନଡ଼ା ପାଖାପାଖି ମଚ୍ଛିଲିପଟନମ୍‌ ଓ କଳିଙ୍ଗପଟନମ୍‌ ମଧ୍ୟରେ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ। ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ୯୦ରୁ ୧୦୦ କିମି ମଧ୍ୟରେ ରହିବ। ଝଟକା ପବନର ବେଗ ଘଣ୍ଟା ପ୍ରତି ୧୧୦ କିମି ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

Share198Tweet124
M M

M M

ଆଜିର ପାଗ

Bhubaneswar
March 19, 2026, 11:39 AM
 

S
Overcast
32°C
2.3 m/s
Apparent: 29°C
Pressure: 1011 mb
Humidity: 92%
Winds: 2.3 m/s S
Windgusts: 6.1 m/s
UV-Index: 0
Precip.: 2.5mm /28% / Rain
Sunrise: 5:51 AM
Sunset: 5:57 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
https://odisha.newsroom.in/

ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ

March 18, 2026
https://odisha.newsroom.in/

କଟକ ବଡ ମେଡିକାଲ ନିଆଁକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ

March 18, 2026
କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

March 17, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom