• Latest
  • Trending
ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

Dec-13-2025 07:05 AM IST
ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ PM ମୋଦୀ ନେଲେ ବଡ଼ ନିଷ୍ପତ୍ତି, SPGକୁ ଦେଲେ ଏହି ଆଦେଶ…

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ PM ମୋଦୀ ନେଲେ ବଡ଼ ନିଷ୍ପତ୍ତି, SPGକୁ ଦେଲେ ଏହି ଆଦେଶ…

May-13-2026 09:42 AM IST
ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଗୋଟିଏ ଭୋଟରେ ବିଜୟୀ ହୋଇଥିବା TVK ବିଧାୟକ, ଜାଣନ୍ତୁ କାହିଁକି?

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଗୋଟିଏ ଭୋଟରେ ବିଜୟୀ ହୋଇଥିବା TVK ବିଧାୟକ, ଜାଣନ୍ତୁ କାହିଁକି?

May-13-2026 09:22 AM IST
ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

May-13-2026 08:23 AM IST
ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

May-12-2026 07:35 PM IST
ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

May-12-2026 07:05 PM IST
ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

May-12-2026 06:55 PM IST
NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

May-12-2026 12:40 PM IST
ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

May-12-2026 12:31 PM IST
୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

May-12-2026 12:23 PM IST
ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

May-12-2026 12:04 PM IST
  • About
  • Careers
  • Contact Us
Wednesday, May 13, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆଜିର ପାଗ

ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇଛି 

by M M
Dec-13-2025 07:05 AM IST
in ଆଜିର ପାଗ
0
ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼
491
SHARES
1.4k
VIEWS
Share on FacebookShare on Twitter

ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇଛି  ।  ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଏହି ହାଡ଼ଭଙ୍ଗା ଜାଡ଼ରୁ ନିସ୍ତାର ମିଳିବାର ସମ୍ଭାବନା କମ୍। ଭାରତୀୟ ପାଣିପାଗ ବିଭାଗ  ତାର ବିସ୍ତାରିତ ଆକଳନରେ ଏହି ପୂର୍ବାନୁମାନ କରିଛି। ପାଣିପାଗ ବିଜ୍ଞାନୀଙ୍କ ପୂର୍ବାନୁମାନ ଅନୁଯାୟୀ, ଡିସେମ୍ବର 13 ତାରିଖରୁ 18 ତାରିଖ ଯାଏ ରାଜ୍ୟରେ ଶୀତ ଲହରୀର ସମ୍ଭାବନା ଅଧିକ ରହିଛି।  ଅନେକ ସ୍ଥାନରେ ତାପମାତ୍ରା 10 ଡିଗ୍ରୀ ତଳେ ରହିଛି । ଏହାପରେ, ୧୯ ତାରିଖରୁ ୨୫ ତାରିଖ ଯାଏ ମଧ୍ୟ ରାତି ତାପମାତ୍ରା ସ୍ୱାଭାବିକଠାରୁ କମ୍ ରହିବା ସହ ଶୀତ ଲହରି ବହିବାର ଆଶଙ୍କା ରହିଛି। ଏହା ସ୍ପଷ୍ଟ ସଙ୍କେତ ଦେଉଛି ଯେ ଆଗକୁ ରାଜ୍ୟରେ ହାଡ଼ଭଙ୍ଗା ଜାଡ଼ ଜାରି ରହିବ। ଆଇଏମ୍‌ଡି ସୂଚନା ଅନୁଯାୟୀ,  ଆଜି ଶନିବାର ରେ ରାଜ୍ୟର ଅନେକ ସ୍ଥାନରେ ଶୀତ ଲହରି ବହିପାରେ। ବିଶେଷ କରି ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଅନୁଗୁଳ ଭଳି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ଶୀତ ଲହରିର ପ୍ରଭାବ ଅଧିକ ରହିବ। ଏହି ସମୟରେ ଘନ କୁହୁଡ଼ି ମଧ୍ୟ ଦୃଶ୍ୟମାନ ହୋଇପାରେ। ରାଜ୍ୟର ପାରଦ ସ୍ତର ଲଗାତାର ନିମ୍ନଗାମୀ ହେବାରେ ଲାଗିଛି, ଯାହା ରାଜ୍ୟବାସୀଙ୍କୁ ଅସ୍ତବ୍ୟସ୍ତ କରୁଛି। ପାହାଡିଆ ଅଞ୍ଚଳରେ ତାପମାତ୍ରା ୫ ଡିଗ୍ରୀ ତଳେ ରହିପାରେ।

Share196Tweet123
M M

M M

ଆଜିର ପାଗ

Bhubaneswar
May 13, 2026, 9:47 AM
 
S
Clear sky
32°C
2.1 m/s
Apparent: 32°C
Pressure: 1006 mb
Humidity: 85%
Winds: 2.1 m/s S
Windgusts: 11.3 m/s
UV-Index: 0
Precip.: 0mm /27% / Rain
Sunrise: 5:11 AM
Sunset: 6:15 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom