• Latest
  • Trending
ଆନ୍ଧ୍ରପ୍ରଦେଶ ମନ୍ଦିର ଦଳାଚକଟାରେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ

ଆନ୍ଧ୍ରପ୍ରଦେଶ ମନ୍ଦିର ଦଳାଚକଟାରେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ

Nov-01-2025 07:53 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

Mar-02-2026 07:52 PM IST
  • About
  • Careers
  • Contact Us
Saturday, March 7, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ଆନ୍ଧ୍ରପ୍ରଦେଶ ମନ୍ଦିର ଦଳାଚକଟାରେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ

by M M
Nov-01-2025 07:53 PM IST
in ଦେଶ ବିଦେଶ
0
ଆନ୍ଧ୍ରପ୍ରଦେଶ ମନ୍ଦିର ଦଳାଚକଟାରେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ
492
SHARES
1.4k
VIEWS
Share on FacebookShare on Twitter

ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ୍ ଜିଲ୍ଲାସ୍ଥିତ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଏକାଦଶୀ ପାଳନ ଅବସରରେ  ଦଳାଚକଟା ଘଟଣାରେ 10 ଜଣଙ୍କ ମୃତ୍ୟୁ ଘଟିଛି । ଏଥିରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଥିବା  ଜଣାପଡ଼ିଛି ।  ମୃତ ଓଡ଼ିଆ ଯୁବତୀ ହେଉଛନ୍ତି ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ, ଗୁଡ଼ିପଦର ଗ୍ରାମର ରଙ୍ଗାଲା ରୂପା (୨୧ ବର୍ଷ)। ଅନ୍ୟଜଣେ ଓଡ଼ିଆ ମହିଳା ଶ୍ରଦ୍ଧାଳୁ ମଧ୍ୟ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ମୃତ ରୂପାଙ୍କ ପରିବାର ଏବଂ ଆହତ ଶ୍ରଦ୍ଧାଳୁଙ୍କ ପରିବାରକୁ ସହାୟତା ଯୋଗାଇ ଦେବା ପାଇଁ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଆରମ୍ଭ କରାଯାଇଛି।

ଏକାଦଶୀ ପାଇଁ କାସିବୁଗ୍ଗାସ୍ଥିତ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁ ଏକତ୍ରିତ ହୋଇଥିଲେ। ମନ୍ଦିରରେ ହଠାତ୍ ଅତ୍ୟଧିକ ଭିଡ଼ ଜମିବାରୁ ଦଳାଚକଟା ସୃଷ୍ଟି ହୋଇଥିଲା। ଫଳରେ ଏହି ଅଭାବନୀୟ ଘଟଣାରେ ୧୦ ଜଣ ଭକ୍ତଙ୍କର ମୃତ୍ୟୁ ଘଟିଛି ଓ ଅନେକ ଆହତ ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି । ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Share197Tweet123
M M

M M

ଆଜିର ପାଗ

Bhubaneswar
March 7, 2026, 2:16 PM
 
SSE
Partly cloudy
32°C
3.6 m/s
Apparent: 34°C
Pressure: 1009 mb
Humidity: 50%
Winds: 3.6 m/s SSE
Windgusts: 8.6 m/s
UV-Index: 1.85
Precip.: 0mm /8% / Rain
Sunrise: 6:01 AM
Sunset: 5:53 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom