• Latest
  • Trending
ବନ୍ଧା ହେଲା ୫ସ୍ତ୍ରୀଙ୍କ ସ୍ୱାମୀ ସତ୍ୟଜିତ ସାମଲ ,ଆହୁରି ୪୯ଜଣ ମହିଳା ଲାଇନରେ ଥିଲେ

ବନ୍ଧା ହେଲା ୫ସ୍ତ୍ରୀଙ୍କ ସ୍ୱାମୀ ସତ୍ୟଜିତ ସାମଲ ,ଆହୁରି ୪୯ଜଣ ମହିଳା ଲାଇନରେ ଥିଲେ

August 3, 2024

ମମତାଙ୍କ ଉପରେ ବର୍ଷିଲେ ମୋହନ

August 20, 2025

ଭୋଟ ଚୋରି ରୋକିବ କିଏ?

August 18, 2025
ମେଡିକାଲରୁ “ମୁଁ ଭଲ ଅଛି” କହିଲେ ନବୀନ

ମେଡିକାଲରୁ “ମୁଁ ଭଲ ଅଛି” କହିଲେ ନବୀନ

August 17, 2025

ସି.ପି. ରାଧାକୃଷ୍ଣନ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ

August 17, 2025

ଭାରତର ଯାତ୍ରା: ୧୯୪୭ରୁ ୨୦୨୫

August 17, 2025

ନୋବେଲ ପୁରସ୍କାର ପାଇଁ ଟ୍ରମ୍ପଙ୍କ ଲବି ଜୋରଦାର

August 17, 2025

ଯଦି ବିଜେଡି ନିଜକୁ ପୁନର୍ଜୀବିତ ନ କରେ, ଓଡ଼ିଶାରେ ଏକ ନୂତନ ଆଞ୍ଚଳିକ ମୋର୍ଚ୍ଚା ଏକ ସମ୍ଭାବନା ହୋଇପାରେ

August 13, 2025

ଭଲ ଖାଦ୍ୟ ଖାଉଥିଲେ, ମୋନିକାଙ୍କୁ କେମିତି ହେଲା କ୍ୟାନସର

August 13, 2025

ଟଙ୍କା କେଉଁଠି କରିବେ ନିବେଶ

August 11, 2025

ମୁନିର ବନିବେ କି ପାକିସ୍ତାନ ମୁଖ୍ୟ

August 11, 2025
  • About
  • Careers
  • Contact Us
Wednesday, August 20, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଅପରାଧ

ବନ୍ଧା ହେଲା ୫ସ୍ତ୍ରୀଙ୍କ ସ୍ୱାମୀ ସତ୍ୟଜିତ ସାମଲ ,ଆହୁରି ୪୯ଜଣ ମହିଳା ଲାଇନରେ ଥିଲେ

by M M
August 3, 2024
in ଅପରାଧ, ଭିଡ଼ିଓ, ରାଜ୍ୟ
0
ବନ୍ଧା ହେଲା ୫ସ୍ତ୍ରୀଙ୍କ ସ୍ୱାମୀ ସତ୍ୟଜିତ ସାମଲ ,ଆହୁରି ୪୯ଜଣ ମହିଳା ଲାଇନରେ ଥିଲେ
491
SHARES
1.4k
VIEWS
Share on FacebookShare on Twitter

ନିଜକୁ ଆଇବି ଇନ୍ସପେକ୍ଟର ବୋଲି ପରିଚୟ ଦେଉଥିଲା । ଫୋନ କରି ଯୁବତୀ ଓ ମହିଳାଙ୍କୁ ପ୍ରେମ ନିବେଦନ କରୁଥିଲା । କିଛି ମହିଳାଙ୍କୁ ବିବାହ ମଧ୍ୟ କରିଥିଲା । ଲାଇନରେ ଥିଲେ ଆହୁରି ୪୯ ମହିଳା । ହେଲେ ଗୋଟିଏ ଭୁଲ ଫୋନ କଲ୍ ପୁରା ଖେଳକୁ ବିଗାଡି ଦେଲା । ଜଣେ ମହିଳା ପୋଲିସଙ୍କ ସହ କଥା ହେଉ ହେଉ ପୁରା ମାମଲାର ଖିଅ ଧରାପଡିଥିଲା । ଆଉ ଧିରେ ଧିରେ ପୁରା ଘଟଣା ସାମ୍ନାକୁ ଆସିଥିଲା । ଧରାପଡିଯାଇଥିଲା ଛଦ୍ମବେଶୀ ଯୁବକ ।

କମିସନରେଟ ପୁଲିସର ‘ଅପରେସନ ମଜନୁ’ରେ ବନ୍ଧା ହେଲା ୫ସ୍ତ୍ରୀଙ୍କ ସ୍ୱାମୀ ସତ୍ୟଜୀତ ସାମଲ। ଆହୁରି ୪୯ଜଣ ମହିଳା ଲାଇନରେ ଥିଲେ। ଠକ ସତ୍ୟଜିତ ନାଁରେ ଭୁବନେଶ୍ୱର କ୍ୟାପିଟାଲ ଥାନାରେ ୨ଟି ମାମଲା ରୁଜୁ ହୋଇଛି। ଯେତେବେଳେ ଘଟଣା ସମ୍ପର୍କରେ ଜଣାପଡ଼ିଲା ଅଭିଯୁକ୍ତକୁ ଧରିବା ପାଇଁ ଜାଲ ବିଛାଇଥିଲା ପୁଲିସ। ଜଣେ ମହିଳା ପୁଲିସଙ୍କ ସହ ଚାଟିଙ୍ଗ କରି ଅଭିଯୁକ୍ତକୁ ଦୁବାଇରୁ ଭୁବନେଶ୍ୱର ଡକାଯାଇଥିଲା। ଡେଟରେ ଦୁବାଇରୁ ଭୁବନେଶ୍ୱର ଆସିବା ପରେ ଅଭିଯୁକ୍ତକୁ ବାନ୍ଧିଛି ପୁଲିସ। ୩୪ ବର୍ଷୀୟ ଏହି ଯୁବକ ଚନ୍ଦ୍ରଶେଖପୁରରେ ରୁହେ ଓ ଅଭିଯୁକ୍ତ ଠାରୁ ୨ଲକ୍ଷ ୧୦ହଜାର ଟଙ୍କା ସହ କାର, ବନ୍ଧୁକ, ଗୁଳି ଓ ବୁଲେଟ ସିଜ ହୋଇଛି, ୩ ବ୍ୟାଙ୍କ ଆକାଉଣ୍ଟ ସହ ଏଗ୍ରିମେଣ୍ଟ ପେପର ସିଜ ହୋଇଛି।

Tags: newsroomodisha
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ମମତାଙ୍କ ଉପରେ ବର୍ଷିଲେ ମୋହନ

August 20, 2025

ଭୋଟ ଚୋରି ରୋକିବ କିଏ?

August 18, 2025
ମେଡିକାଲରୁ “ମୁଁ ଭଲ ଅଛି” କହିଲେ ନବୀନ

ମେଡିକାଲରୁ “ମୁଁ ଭଲ ଅଛି” କହିଲେ ନବୀନ

August 17, 2025

Weather

Bhubaneswar
August 20, 2025, 8:53 am
 

SSW
Slight rain showers
30°C
2.2 m/s
Apparent: 36°C
Pressure: 1001 mb
Humidity: 79%
Winds: 2.2 m/s SSW
Windgusts: 6.3 m/s
UV-Index: 6.4
Precip.: 12.7mm /75% / Rain
Sunrise: 5:27 am
Sunset: 6:12 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom