• Latest
  • Trending

ବନ୍ଧା ହେଲା ୫ସ୍ତ୍ରୀଙ୍କ ସ୍ୱାମୀ ସତ୍ୟଜିତ ସାମଲ ,ଆହୁରି ୪୯ଜଣ ମହିଳା ଲାଇନରେ ଥିଲେ

Aug-03-2024 04:36 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

Mar-02-2026 07:52 PM IST
  • About
  • Careers
  • Contact Us
Monday, March 9, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଅପରାଧ

ବନ୍ଧା ହେଲା ୫ସ୍ତ୍ରୀଙ୍କ ସ୍ୱାମୀ ସତ୍ୟଜିତ ସାମଲ ,ଆହୁରି ୪୯ଜଣ ମହିଳା ଲାଇନରେ ଥିଲେ

by M M
Aug-03-2024 04:36 PM IST
in ଅପରାଧ, ଭିଡ଼ିଓ, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ନିଜକୁ ଆଇବି ଇନ୍ସପେକ୍ଟର ବୋଲି ପରିଚୟ ଦେଉଥିଲା । ଫୋନ କରି ଯୁବତୀ ଓ ମହିଳାଙ୍କୁ ପ୍ରେମ ନିବେଦନ କରୁଥିଲା । କିଛି ମହିଳାଙ୍କୁ ବିବାହ ମଧ୍ୟ କରିଥିଲା । ଲାଇନରେ ଥିଲେ ଆହୁରି ୪୯ ମହିଳା । ହେଲେ ଗୋଟିଏ ଭୁଲ ଫୋନ କଲ୍ ପୁରା ଖେଳକୁ ବିଗାଡି ଦେଲା । ଜଣେ ମହିଳା ପୋଲିସଙ୍କ ସହ କଥା ହେଉ ହେଉ ପୁରା ମାମଲାର ଖିଅ ଧରାପଡିଥିଲା । ଆଉ ଧିରେ ଧିରେ ପୁରା ଘଟଣା ସାମ୍ନାକୁ ଆସିଥିଲା । ଧରାପଡିଯାଇଥିଲା ଛଦ୍ମବେଶୀ ଯୁବକ ।

କମିସନରେଟ ପୁଲିସର ‘ଅପରେସନ ମଜନୁ’ରେ ବନ୍ଧା ହେଲା ୫ସ୍ତ୍ରୀଙ୍କ ସ୍ୱାମୀ ସତ୍ୟଜୀତ ସାମଲ। ଆହୁରି ୪୯ଜଣ ମହିଳା ଲାଇନରେ ଥିଲେ। ଠକ ସତ୍ୟଜିତ ନାଁରେ ଭୁବନେଶ୍ୱର କ୍ୟାପିଟାଲ ଥାନାରେ ୨ଟି ମାମଲା ରୁଜୁ ହୋଇଛି। ଯେତେବେଳେ ଘଟଣା ସମ୍ପର୍କରେ ଜଣାପଡ଼ିଲା ଅଭିଯୁକ୍ତକୁ ଧରିବା ପାଇଁ ଜାଲ ବିଛାଇଥିଲା ପୁଲିସ। ଜଣେ ମହିଳା ପୁଲିସଙ୍କ ସହ ଚାଟିଙ୍ଗ କରି ଅଭିଯୁକ୍ତକୁ ଦୁବାଇରୁ ଭୁବନେଶ୍ୱର ଡକାଯାଇଥିଲା। ଡେଟରେ ଦୁବାଇରୁ ଭୁବନେଶ୍ୱର ଆସିବା ପରେ ଅଭିଯୁକ୍ତକୁ ବାନ୍ଧିଛି ପୁଲିସ। ୩୪ ବର୍ଷୀୟ ଏହି ଯୁବକ ଚନ୍ଦ୍ରଶେଖପୁରରେ ରୁହେ ଓ ଅଭିଯୁକ୍ତ ଠାରୁ ୨ଲକ୍ଷ ୧୦ହଜାର ଟଙ୍କା ସହ କାର, ବନ୍ଧୁକ, ଗୁଳି ଓ ବୁଲେଟ ସିଜ ହୋଇଛି, ୩ ବ୍ୟାଙ୍କ ଆକାଉଣ୍ଟ ସହ ଏଗ୍ରିମେଣ୍ଟ ପେପର ସିଜ ହୋଇଛି।

Tags: newsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
March 9, 2026, 2:45 AM
 
S
Partly cloudy
25°C
1.8 m/s
Apparent: 30°C
Pressure: 1012 mb
Humidity: 84%
Winds: 1.8 m/s S
Windgusts: 9.1 m/s
UV-Index: 0
Precip.: 0mm /0% / Rain
Sunrise: 6:00 AM
Sunset: 5:53 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom