• Latest
  • Trending
ବାଚସ୍ପତିଙ୍କୁ ଅପମାନ ମାତୃଜାତିର ଅସମ୍ମାନ : ଡା. ଐଶ୍ୱର୍ଯ୍ୟା ବିଶ୍ୱାଳ

ବାଚସ୍ପତିଙ୍କୁ ଅପମାନ ମାତୃଜାତିର ଅସମ୍ମାନ : ଡା. ଐଶ୍ୱର୍ଯ୍ୟା ବିଶ୍ୱାଳ

Aug-23-2024 06:26 PM IST
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

Nov-17-2025 10:01 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Nov-17-2025 09:04 AM IST
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

Nov-16-2025 11:51 AM IST
ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

Nov-16-2025 11:13 AM IST
ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

Nov-16-2025 11:04 AM IST
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

Nov-16-2025 10:06 AM IST

କ’ଣ କହୁଛି ଆଜିର ରାଶିଫଳ

Nov-16-2025 10:01 AM IST
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

Nov-15-2025 07:06 PM IST
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

Nov-15-2025 06:59 PM IST

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

Nov-15-2025 06:50 PM IST
  • About
  • Careers
  • Contact Us
Monday, November 17, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବାଚସ୍ପତିଙ୍କୁ ଅପମାନ ମାତୃଜାତିର ଅସମ୍ମାନ : ଡା. ଐଶ୍ୱର୍ଯ୍ୟା ବିଶ୍ୱାଳ

by M M
Aug-23-2024 06:26 PM IST
in ବଡ଼ ଖବର, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ପବିତ୍ର ବିଧାନସଭା ଗୃହରେ ବାଚସ୍ପତିଙ୍କ ଉପରେ ଆକ୍ରମଣ ହେଉଛି ।  ଜଣେ ମହିଳାଙ୍କ ଉପରେ ବିଜେଡି ବିଧାୟକଙ୍କ ବ୍ୟବହାର ଆଚରଣ ଅତ୍ୟନ୍ତ ଲଜ୍ଜାଜନକ । ବାଚସ୍ପତିଙ୍କୁ ଟାର୍ଗେଟ କରିବା ଦୁର୍ଭାଗ୍ୟଜନକ ଓ ଦୁଃଖଦାୟକ ବୋଲି ବିଜେପି ମହିଳା ମୋର୍ଚା ପକ୍ଷରୁ କୁହାଯାଇଛି । ଗଣତାନ୍ତ୍ରିକ ବ୍ୟବସ୍ଥାରେ ଜଣେ ମହିଳା ବାଚସ୍ପତିଙ୍କୁ ସର୍ବାଧିକ ସମ୍ମାନ ଦେବା ବଦଳରେ ବିରୋଧୀ ଦଳର ଏପରି ବ୍ୟବହାର ସମଗ୍ର ଓଡ଼ିଶବାବାସୀଙ୍କୁ ବ୍ୟଥିତ କରିଛି ।

ମହିଳାମାନଙ୍କୁ ଅସମ୍ମାନ ଓ ଦୁର୍ବ୍ୟବହାର କରିବା ବିଜେଡିର ଚରିତ୍ର । ଗତ ୨୪ବର୍ଷ ଶାସନରେ ମହିଳାଙ୍କ ପ୍ରତି ଅପରାଧ ସୀମା ଲଂଘିଥିଲା । ବିଜେଡି ସରକାର ସମୟରେ ମହିଳାଙ୍କ ପ୍ରତି ଯେଉଁ ଭଳି ଅପରାଧ ହୋଇଥିଲା, ବୋଧହୁଏ ଅନ୍ୟ କୌଣସି ରାଜ୍ୟରେ ସେପରି ହୋଇ ନ ଥିଲା । ଏହି ସରକାର ସମୟରେ ସାଇବର କ୍ରାଇମଠାରୁ ଆରମ୍ଭ କରି ଅନ୍ୟାନ୍ୟ ମହିଳା ବିରୋଧୀ ଅପରାଧିକ କାର୍ଯ୍ୟକଳାପରେ ଓଡ଼ିଶା ଏକ ନମ୍ବର ଥିଲା । ବିଜେଡି ଦଳ ସବୁବେଳେ ମହିଳାଙ୍କୁ ଅସମ୍ମାନ କରିଛି । ସେଥିପାଇଁ ଲୋକେ ତାଙ୍କୁ ଜବାବ ଦେଇଛନ୍ତି ବୋଲି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ମହିଳାମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା. ଐଶ୍ୱର୍ଯ୍ୟା ବିଶ୍ୱାଳ କହିଛନ୍ତି ।
ଡା. ବିଶ୍ୱାଳ କହିଛନ୍ତି ଯେ, ଗତ ୨୪ ବର୍ଷ ଶାସନରେ ରହିବା ପରେ ଓଡ଼ିଶାକୁ ବିଜେଡି ନିଜର ଜାଗିର ବୋଲି ଭାବୁଥିଲା । କ୍ଷମାତାଚ୍ୟୁତ ହେବାପରେ ଦଳ ତାକୁ ସହଜରେ ଗ୍ରହଣ କରି ନ ପାରି ଗୃହରେ ନିଜର ହତାଶାଭାବ ପ୍ରଦର୍ଶିତ କରିଛି । ମହିଳାମାନଙ୍କୁ ଅସମ୍ମାନ କରିବା ସେମାନଙ୍କ ସ୍ୱଭାବ ହୋଇଥିବାରୁ ଆଜି ମହିଳା ବାଚସ୍ପତିଙ୍କୁ ମାଡ଼ ମାରିବା ପାଇଁ ବିଜେଡି ଦଳର ବିଧାୟକମାନେ ପୋଡିୟମ ଉପରକୁ ଚଢ଼ି ଆସିଥିଲେ । ସଭ୍ୟ ସମାଜରେ ମହିଳା ବାଚସ୍ପତିଙ୍କ ଉପରକୁ ଏପରି ଆକ୍ରମଣ ସହଜରେ ଗ୍ରହଣ କରାଯାଇ ନ ପାରେ । ବିଧାନସଭା ଗୃହ ଭିତରେ ମହିଳା ବାଚସ୍ପତିଙ୍କୁ ସମ୍ମାନ ଦେଉ ନ ଥିବା ଦଳ ନିଜ ବିଧାନସଭା କ୍ଷେତ୍ରରେ କିପରି ମହିଳାଙ୍କୁ ସମ୍ମାନ ଦେଉଥିବ ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏହି ଘଟଣାକୁ ଭାରତୀୟ ଜନତା ପାର୍ଟି ଏବଂ ଓଡ଼ିଶାବାସୀ ତୀବ୍ର ନିନ୍ଦା କରୁଛନ୍ତି । ଏଭଳି ସ୍ଥିିତିରେ ବିଜେଡିର ମହିଳା ବିଧାୟକମାନେ ନିରବ ରହିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଛି । ମାନନୀୟା ପୂର୍ବତନ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ନିରବତା ତାଙ୍କ ଅସହାୟତାକୁ ପ୍ରକଟ କରୁଛି ।
ରାଜ୍ୟବାସୀଙ୍କ ସ୍ୱାର୍ଥ ପାଇଁ ବିଜେପି ସବୁବେଳେ ସବୁ ବିଷୟରେ ବିତର୍କ ପାଇଁ ପ୍ରସ୍ତୁତ । ଯଦି ଗୃହ ଚାଲନ୍ତା ମଦ ମୃତ୍ୟୁ ପ୍ରସଙ୍ଗରେ ସବୁ ଦଳର ସଦସ୍ୟମାନେ ପୁଙ୍ଖାନୁପୁଙ୍ଖଭାବେ ଆଲୋଚନା କରିପାରିଥାନ୍ତେ । ମାତ୍ର ଏଭଳି ନ କରି ଗୃହ ଚାଳିଥିବା ସମୟରେ ବିଜେଡି ଦଳ ଯେଉଁଭଳି ହିଂସ୍ର ଆଚରଣ କଲେ ସେଥିରୁ କିଛି ଲୁଚାଇବାକୁ ଚେଷ୍ଟା କରାଯାଉଥିବା ପ୍ରତୀୟମାନ ହେଉଛି ।

Share196Tweet123
M M

M M

ଆଜିର ପାଗ

Bhubaneswar
November 17, 2025, 12:32 PM
 

NNE
Clear sky
27°C
3 m/s
Apparent: 16°C
Pressure: 1016 mb
Humidity: 80%
Winds: 3 m/s NNE
Windgusts: 7.6 m/s
UV-Index: 0
Precip.: 0mm /0% / Rain
Sunrise: 5:57 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

November 17, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

November 17, 2025
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

November 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom