• Latest
  • Trending
ଧାନକୁ ନେଇ ଝାମେଲା, ରବି ଦାସ – ମନୋରଞ୍ଜନ ମୁହାଁମୁହିଁ

ଧାନକୁ ନେଇ ଝାମେଲା, ରବି ଦାସ – ମନୋରଞ୍ଜନ ମୁହାଁମୁହିଁ

Jan-07-2026 06:11 AM IST
“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

Jan-14-2026 03:12 PM IST

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

Jan-14-2026 06:07 AM IST
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

Jan-14-2026 06:05 AM IST
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

Jan-14-2026 05:59 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-14-2026 05:53 AM IST
ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

Jan-13-2026 06:06 AM IST
ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

Jan-13-2026 06:03 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-13-2026 05:57 AM IST
ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

Jan-11-2026 05:22 AM IST
ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

Jan-11-2026 05:00 AM IST
  • About
  • Careers
  • Contact Us
Thursday, January 15, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଧାନକୁ ନେଇ ଝାମେଲା, ରବି ଦାସ – ମନୋରଞ୍ଜନ ମୁହାଁମୁହିଁ

ଓଡ଼ିଶାରେ ଧାନକୁ ନେଇ କାହିଁକି ଏତେ ଝାମେଲା? ମଣ୍ଡିରେ କାନ୍ଦୁଛି ଚାଷୀ, ହସୁଛି ଦଲାଲ!

by M M
Jan-07-2026 06:11 AM IST
in ବଡ଼ ଖବର
0
ଧାନକୁ ନେଇ ଝାମେଲା, ରବି ଦାସ – ମନୋରଞ୍ଜନ ମୁହାଁମୁହିଁ
492
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ୱର: ଓଡ଼ିଶା ଏକ କୃଷି ପ୍ରଧାନ ରାଜ୍ୟ, କିନ୍ତୁ ପ୍ରତିବର୍ଷ ଧାନ ଅମଳ ସମୟ ଆସିଲେ ଭାଗ ଚାଷୀଙ୍କ ମନରେ ଖୁସି ଅପେକ୍ଷା ଆଶଙ୍କା ଅଧିକ ରହୁଛି। ଧାନ ବିକ୍ରି କରିବା ପାଇଁ ଚାଷୀଙ୍କୁ ମଣ୍ଡିରେ ଦିନ ଦିନ ଧରି ଅପେକ୍ଷା କରିବାକୁ ପଡ଼ୁଥିବା ବେଳେ ‘କଟ୍‌ନି-ଛଟ୍‌ନି’ ଏବଂ ‘ଟୋକନ୍’ ବ୍ୟବସ୍ଥା ଚାଷୀଙ୍କ ଅଣ୍ଟା ଭାଙ୍ଗି ଦେଉଛି।

ଧାନ ଝାମେଲାର ମୁଖ୍ୟ କାରଣ:

ମଣ୍ଡିକୁ ଧାନ ଆସିବା ପରେ ମିଲରମାନେ ଧାନର ମାନ  ଖରାପ ଥିବା ଦର୍ଶାଇ କ୍ୱିଣ୍ଟାଲ ପିଛା ୫ରୁ ୧୦ କେଜି ପର୍ଯ୍ୟନ୍ତ ଧାନ କାଟି ଦେଉଛନ୍ତି। ଏହାକୁ ନେଇ ଚାଷୀ ଓ ମିଲରଙ୍କ ମଧ୍ୟରେ ବାରମ୍ବାର ବିବାଦ ଦେଖାଦେଉଛି। ସରକାରୀ ନିୟମ ଅନୁସାରେ ଏହା ବେଆଇନ ହେଲେ ମଧ୍ୟ ଅନେକ ସ୍ଥାନରେ ଏହା ଖୋଲାଖୋଲି ଚାଲିଛି।

ଚାଷୀଙ୍କ ପାଖକୁ ଠିକ୍ ସମୟରେ ଟୋକନ୍ ନଆସିବା କିମ୍ବା ଟୋକନ୍ ଆସିଲା ବେଳକୁ ଧାନ ବିକ୍ରି କରିବା ପାଇଁ ସମୟ ସୀମା ଶେଷ ହୋଇଯାଉଛି। ଫଳରେ ଚାଷୀ ନିଜ ଧାନକୁ ମଣ୍ଡିରେ ପକାଇ ରଖୁଛି କିମ୍ବା ବାଧ୍ୟ ହୋଇ ଅଭାବୀ ବିକ୍ରିର ଶିକାର ହେଉଛି।

Share197Tweet123
M M

M M

ଆଜିର ପାଗ

Bhubaneswar
January 15, 2026, 3:58 AM
 
N
Fog
13°C
0.9 m/s
Apparent: 16°C
Pressure: 1015 mb
Humidity: 91%
Winds: 0.9 m/s N
Windgusts: 5.6 m/s
UV-Index: 0
Precip.: 0mm /0% / Rain
Sunrise: 6:24 AM
Sunset: 5:26 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

January 14, 2026

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

January 14, 2026
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

January 14, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom