• Latest
  • Trending
ଅସୀମ ମୁନିରଙ୍କୁ ୩ ସେନାର ମୁଖ୍ୟ ଭାବେ ନିଯୁକ୍ତ

ଅସୀମ ମୁନିରଙ୍କୁ ୩ ସେନାର ମୁଖ୍ୟ ଭାବେ ନିଯୁକ୍ତ

Nov-10-2025 01:26 PM IST
https://odisha.newsroom.in/

ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ

Mar-18-2026 04:14 PM IST
https://odisha.newsroom.in/

କଟକ ବଡ ମେଡିକାଲ ନିଆଁକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ

Mar-18-2026 03:22 PM IST
କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

Mar-17-2026 05:13 PM IST
ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

Mar-16-2026 11:47 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Mar-16-2026 11:40 AM IST
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

Mar-09-2026 08:48 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
  • About
  • Careers
  • Contact Us
Wednesday, March 18, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ଅସୀମ ମୁନିରଙ୍କୁ ୩ ସେନାର ମୁଖ୍ୟ ଭାବେ ନିଯୁକ୍ତ

by M M
Nov-10-2025 01:26 PM IST
in ଦେଶ ବିଦେଶ, ବଡ଼ ଖବର
0
ଅସୀମ ମୁନିରଙ୍କୁ ୩ ସେନାର ମୁଖ୍ୟ ଭାବେ ନିଯୁକ୍ତ
491
SHARES
1.4k
VIEWS
Share on FacebookShare on Twitter
ପାକିସ୍ତାନ  ସେନାମୁଖ୍ୟ ଅସୀମ ମୁନିରଙ୍କୁ ଅଭୂତପୂର୍ବ କ୍ଷମତା ମିଳିଛି ।  ପାକିସ୍ତାନ ସଂସଦ ୨୭ତମ ସାମ୍ବିଧାନିକ ସଂଶୋଧନ ପାସ୍‌ କରିଛି ଏବଂ ଏହା ଦ୍ବାରା ସେନା ମୁଖ୍ୟ ମୁନିରଙ୍କୁ  ସ୍ଥଳସେନା, ନୌସେନା ଓ ବାୟୁସେନାର ମୁଖ୍ୟ ସିଡିଏଫ ଭାବେ ନିଯୁକ୍ତ କରାଯାଇଛି।  ଏହି ସଂଶୋଧନ ସୈନ୍ୟ କ୍ଷମତାକୁ କେନ୍ଦ୍ରୀଭୂତ କରିବା ସହ ମୁନିରଙ୍କୁ ପାକିସ୍ତାନର ସର୍ବୋଚ୍ଚ କ୍ଷମତାଶାଳୀ ବ୍ୟକ୍ତି କରିଛି। ଏବେ ତାଙ୍କର କ୍ଷମତା ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ କ୍ଷମତାକୁ ମଧ୍ୟ ଅତିକ୍ରମ କରିଯାଇଛି। ପାକିସ୍ତାନର ପରମାଣୁ ନୀତିରେ ମୁନିରଙ୍କ ନିଷ୍ପତ୍ତି ହିଁ ଚୂଡ଼ାନ୍ତ ବୋଲି କୁହାଯାଇଛି। ସେନା ମୁଖ୍ୟ ଜେନେରାଲ୍ ଆସିମ ମୁନିର ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଫୋର୍ସେସ୍ (CDF) ଭାବରେ ଦାୟିତ୍ୱ ନେବା ପାଇଁ ବାଟ ଫିଟିଛି। ଏହି ଶକ୍ତିଶାଳୀ ନୂତନ ପଦବୀର ଲକ୍ଷ୍ୟ ହେଉଛି ତିନି ସେବା ମଧ୍ୟରେ ଅଧିକ ସମନ୍ୱୟ ଏବଂ ଏକୀକୃତ କମାଣ୍ଡ ସୁନିଶ୍ଚିତ କରିବା।
Share196Tweet123
M M

M M

ଆଜିର ପାଗ

Bhubaneswar
March 18, 2026, 6:48 PM
 
S
Overcast
26°C
1.5 m/s
Apparent: 29°C
Pressure: 1011 mb
Humidity: 86%
Winds: 1.5 m/s S
Windgusts: 7.3 m/s
UV-Index: 0
Precip.: 2.5mm /38% / Rain
Sunrise: 5:52 AM
Sunset: 5:56 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
https://odisha.newsroom.in/

ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ

March 18, 2026
https://odisha.newsroom.in/

କଟକ ବଡ ମେଡିକାଲ ନିଆଁକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ

March 18, 2026
କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

March 17, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom