• Latest
  • Trending

ପାକିସ୍ତାନ ପ୍ରଥମ ଇନିଂସରେ ୫୦୦ ରୁ ଅଧିକ ରନ୍ କରି କାହିଁକି ହାରିଲା ?

Oct-11-2024 03:32 PM IST
ବଙ୍ଗୋପସାଗରରେ ଆସୁଛି ବଡ଼ ଲଘୁଚାପ ! ହେବ କି ବାତ୍ୟା ?

ବଙ୍ଗୋପସାଗରରେ ଆସୁଛି ବଡ଼ ଲଘୁଚାପ ! ହେବ କି ବାତ୍ୟା ?

May-07-2026 07:32 PM IST
ଦୁଇ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ମୃତ୍ୟୁଦଣ୍ଡ ଦେଲା ଚୀନ୍, ଦୁର୍ନୀତି ମାମଲାରେ ରାଷ୍ଟ୍ରପତି ସି ଜିନପିଙ୍ଗ କଠୋର କାର୍ଯ୍ୟାନୁଷ୍ଠାନ

ଦୁଇ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ମୃତ୍ୟୁଦଣ୍ଡ ଦେଲା ଚୀନ୍, ଦୁର୍ନୀତି ମାମଲାରେ ରାଷ୍ଟ୍ରପତି ସି ଜିନପିଙ୍ଗ କଠୋର କାର୍ଯ୍ୟାନୁଷ୍ଠାନ

May-07-2026 07:21 PM IST
ସାବଧାନ ! ଫ୍ରିଜରେ ଅଟା ଚକଟି ରଖୁଛନ୍ତି କି ?

ସାବଧାନ ! ଫ୍ରିଜରେ ଅଟା ଚକଟି ରଖୁଛନ୍ତି କି ?

May-07-2026 07:11 PM IST
ମୁଖ୍ୟମନ୍ତ୍ରୀ ହେବା ଆଗରୁ ବଡ ନିଷ୍ପତ୍ତି ନେଲେ ବିଜୟ, କହିଲେ…

ମୁଖ୍ୟମନ୍ତ୍ରୀ ହେବା ଆଗରୁ ବଡ ନିଷ୍ପତ୍ତି ନେଲେ ବିଜୟ, କହିଲେ…

May-07-2026 04:47 PM IST
ଦୂର ହେଲା ତାମିଲନାଡୁ ସିଏମ୍ ସସପେନ୍ସ ! ସରକାର ଗଠନ ପାଇଁ ବିଜୟଙ୍କୁ ଗ୍ରୀନ ସିଗନାଲ ଦେଲେ ରାଜ୍ୟପାଳ

ଦୂର ହେଲା ତାମିଲନାଡୁ ସିଏମ୍ ସସପେନ୍ସ ! ସରକାର ଗଠନ ପାଇଁ ବିଜୟଙ୍କୁ ଗ୍ରୀନ ସିଗନାଲ ଦେଲେ ରାଜ୍ୟପାଳ

May-07-2026 03:54 PM IST
ମମତାଙ୍କୁ ହରାଇଦେଲା ସୋସିଆଲ୍ ମିଡିଆ, ଜାଣନ୍ତୁ କେମିତି?

ମମତାଙ୍କୁ ହରାଇଦେଲା ସୋସିଆଲ୍ ମିଡିଆ, ଜାଣନ୍ତୁ କେମିତି?

May-07-2026 02:56 PM IST
ଗ୍ରୀଷ୍ମ ଋତୁରେ ଲେମ୍ବୁକୁ ଦୀର୍ଘ ସମୟ ପର୍ଯ୍ୟନ୍ତ ସଂରକ୍ଷଣ କରିବା ପାଇଁ ଆପଣାନ୍ତୁ ଏହି ୪ ଉପାୟ

ଗ୍ରୀଷ୍ମ ଋତୁରେ ଲେମ୍ବୁକୁ ଦୀର୍ଘ ସମୟ ପର୍ଯ୍ୟନ୍ତ ସଂରକ୍ଷଣ କରିବା ପାଇଁ ଆପଣାନ୍ତୁ ଏହି ୪ ଉପାୟ

May-07-2026 01:34 PM IST
odisha.newsroom.in

ତାମିଲନାଡୁରେ ‘ବିଜୟ’ ସରକାର…୧୧୮ ବିଧାୟକଙ୍କ ସମର୍ଥନ ମାଗିଲେ ରାଜ୍ୟପାଳ…

May-06-2026 06:03 PM IST
odisha.newsroom.in

TMC କାର୍ଯ୍ୟାଳୟ ଭଙ୍ଗାରୁଜା…କୋଲକାତା ନ୍ୟୁ ମାର୍କେଟରେ ବୁଲିଲା ବୁଲଡୋଜର…

May-06-2026 04:49 PM IST
odisha.newsroom.in

ମହୁ ସଂଗ୍ରହ କରିବାକୁ ପଥର ଖୋଲରେ ମୁଣ୍ଡ ପୂରାଇଦେଲେ ନାବାଳକ …କାଢ଼ିବାକୁ ଅଗ୍ନିଶମବାହିନୀ ନାକେଦମ

May-06-2026 03:58 PM IST
  • About
  • Careers
  • Contact Us
Friday, May 8, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ପାକିସ୍ତାନ ପ୍ରଥମ ଇନିଂସରେ ୫୦୦ ରୁ ଅଧିକ ରନ୍ କରି କାହିଁକି ହାରିଲା ?

by M M
Oct-11-2024 03:32 PM IST
in ଖେଳ, ଦେଶ ବିଦେଶ, ଭିଡ଼ିଓ
0
491
SHARES
1.4k
VIEWS
Share on FacebookShare on Twitter

 ବାଂଲାଦେଶଠୁ ହାରିବା ପରେ ପାକିସ୍ତାନ ଦଳକୁ ଚାରିଆଡୁ ଟ୍ରୋଲ କରାଯାଇଥିଲା । ତେବେ ଇଂଲଣ୍ଡ ସହ ଟେଷ୍ଟରେ  ଦଳ ପ୍ରଥମ ଇନିଂସରେ ୫୦୦ ରୁ ଅଧିକ ରନ୍ ସ୍କୋର କରି ମଧ୍ୟ ଏକ ଇନିଂସ ବ୍ୟବଧାନରେ ହାରିଯାଇଛି । ଏଭଳି ଘଟିଛି  ମୁଲତାନ ଟେଷ୍ଟରେ ।  ପାକିସ୍ତାନ ନାମରେ ଏପରି ଏକ ଲଜ୍ଜାଜନକ ପରାଜୟ ଯୋଡି ହୋଇଯାଇଛି। ପ୍ରଥମ ଇନିଂସରେ ପାକିସ୍ତାନ ୫୫୬ ରନ୍ ସଂଗ୍ରହ କରି ବେଶ ପ୍ରଶଂସିତ ହୋଇଥିଲା । ତେବେ ତୃତୀୟ ଦିନ ବେଳକୁ ଇଂଲଣ୍ଡ ପଲା ଭାରି ହୋଇ ଥିଲା।  ଦ୍ୱିତୀୟ ଇନିଂସରେ ପାକିସ୍ତାନ ଦଳ ୨୨୦ ରନ୍ ସ୍କୋରରେ ଖସିପଡିଥିଲା। ଦ୍ୱିତୀୟ ଇନିଂସରେ ଇଂଲଣ୍ଡର ବୋଲରମାନେ ସମ୍ପୂର୍ଣ୍ଣ ପ୍ରାଧାନ୍ୟ ବିସ୍ତାର କରି କିପରି ହରାଇଥିଲେ ଦେଖନ୍ତୁ ରିପୋର୍ଟ ।

Tags: cricketnewsnewsroomsports
Share196Tweet123
M M

M M

ଆଜିର ପାଗ

Bhubaneswar
May 8, 2026, 3:32 AM
 
E
Thunderstorm
25°C
0.7 m/s
Apparent: 32°C
Pressure: 1009 mb
Humidity: 99%
Winds: 0.7 m/s E
Windgusts: 8.7 m/s
UV-Index: 0
Precip.: 0mm /16% / Rain
Sunrise: 5:13 AM
Sunset: 6:12 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom