• Latest
  • Trending

ମହାପଞ୍ଚୁକ ବ୍ରତ ଆରମ୍ଭ

Nov-12-2024 07:59 AM IST
କାଉନସିଲରରୁ ମୁଖ୍ୟମନ୍ତ୍ରୀ; ଏମିତି ଥିଲା ଶୁଭେନ୍ଦୁ ଅଧିକାରୀଙ୍କ ରାଜନୈତିକ ଯାତ୍ରା…

କାଉନସିଲରରୁ ମୁଖ୍ୟମନ୍ତ୍ରୀ; ଏମିତି ଥିଲା ଶୁଭେନ୍ଦୁ ଅଧିକାରୀଙ୍କ ରାଜନୈତିକ ଯାତ୍ରା…

May-08-2026 07:21 PM IST
ବିଜୁଳି ମାରିଲେ କରିବେ କ’ଣ? ଜାଣନ୍ତୁ ଜରୁରୀ ପଦକ୍ଷେପ…

ବିଜୁଳି ମାରିଲେ କରିବେ କ’ଣ? ଜାଣନ୍ତୁ ଜରୁରୀ ପଦକ୍ଷେପ…

May-08-2026 07:11 PM IST
ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ, ବିଧାୟକ ଦଳ ବୈଠକରେ ଲାଗିଲା ମୋହର

ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ, ବିଧାୟକ ଦଳ ବୈଠକରେ ଲାଗିଲା ମୋହର

May-08-2026 05:05 PM IST
ଭାରତରେ ପ୍ରଥମେ EVMରେ ଭୋଟ ଗ୍ରହଣ କେବେ ଓ କେଉଁଠି ହୋଇଥିଲା ?

ଭାରତରେ ପ୍ରଥମେ EVMରେ ଭୋଟ ଗ୍ରହଣ କେବେ ଓ କେଉଁଠି ହୋଇଥିଲା ?

May-08-2026 12:14 PM IST
ଆଜି ବସିବ ପଶ୍ଚିମବଙ୍ଗରେ ବିଜେପି ବିଧାୟକ ଦଳ ବୈଠକ, ଚୂଡ଼ାନ୍ତ ହୋଇପାରେ ମୁଖ୍ୟମନ୍ତ୍ରୀଙ୍କ ନାମ

ଆଜି ବସିବ ପଶ୍ଚିମବଙ୍ଗରେ ବିଜେପି ବିଧାୟକ ଦଳ ବୈଠକ, ଚୂଡ଼ାନ୍ତ ହୋଇପାରେ ମୁଖ୍ୟମନ୍ତ୍ରୀଙ୍କ ନାମ

May-08-2026 10:35 AM IST
ତାମିଲନାଡୁ ରାଜନୀତିରେ ହଲଚଲ୍; ଇସ୍ତଫା ଦେବେ TVKର ସମସ୍ତ ୧୦୮ ଜଣ ବିଧାୟକ, ଯଦି…

ତାମିଲନାଡୁ ରାଜନୀତିରେ ହଲଚଲ୍; ଇସ୍ତଫା ଦେବେ TVKର ସମସ୍ତ ୧୦୮ ଜଣ ବିଧାୟକ, ଯଦି…

May-08-2026 10:11 AM IST
ଆଜିର ରାଶିଫଳ; ସାବଧାନ ରୁହନ୍ତୁ ଏହି ୮ ରାଶିର ବ୍ୟକ୍ତି, ଜାଣନ୍ତୁ କେମିତି କଟିବ ଆଜିର ଦିନ?

ଆଜିର ରାଶିଫଳ; ସାବଧାନ ରୁହନ୍ତୁ ଏହି ୮ ରାଶିର ବ୍ୟକ୍ତି, ଜାଣନ୍ତୁ କେମିତି କଟିବ ଆଜିର ଦିନ?

May-08-2026 09:26 AM IST
ବଙ୍ଗୋପସାଗରରେ ଆସୁଛି ବଡ଼ ଲଘୁଚାପ ! ହେବ କି ବାତ୍ୟା ?

ବଙ୍ଗୋପସାଗରରେ ଆସୁଛି ବଡ଼ ଲଘୁଚାପ ! ହେବ କି ବାତ୍ୟା ?

May-07-2026 07:32 PM IST
ଦୁଇ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ମୃତ୍ୟୁଦଣ୍ଡ ଦେଲା ଚୀନ୍, ଦୁର୍ନୀତି ମାମଲାରେ ରାଷ୍ଟ୍ରପତି ସି ଜିନପିଙ୍ଗ କଠୋର କାର୍ଯ୍ୟାନୁଷ୍ଠାନ

ଦୁଇ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ମୃତ୍ୟୁଦଣ୍ଡ ଦେଲା ଚୀନ୍, ଦୁର୍ନୀତି ମାମଲାରେ ରାଷ୍ଟ୍ରପତି ସି ଜିନପିଙ୍ଗ କଠୋର କାର୍ଯ୍ୟାନୁଷ୍ଠାନ

May-07-2026 07:21 PM IST
ସାବଧାନ ! ଫ୍ରିଜରେ ଅଟା ଚକଟି ରଖୁଛନ୍ତି କି ?

ସାବଧାନ ! ଫ୍ରିଜରେ ଅଟା ଚକଟି ରଖୁଛନ୍ତି କି ?

May-07-2026 07:11 PM IST
  • About
  • Careers
  • Contact Us
Saturday, May 9, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ମହାପଞ୍ଚୁକ ବ୍ରତ ଆରମ୍ଭ

by M M
Nov-12-2024 07:59 AM IST
in ବଡ଼ ଖବର, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ଆଜିଠୁ ଆରମ୍ଭ ହେଉଛି କାର୍ତ୍ତିକ ମାସର ମହାପଞ୍ଚୁକ ବ୍ରତ। ଏଥିପାଇଁ ଶ୍ରୀକ୍ଷେତ୍ରରେ ସ୍ୱତନ୍ତ୍ର ବ୍ୟବସ୍ଥା କରଯାଇଛି। ଏଥର ତିଥି କ୍ଷୟ ଯୋଗୁ ୫ ଦିନ ବଦଳରେ ୪ ଦିନ ପାଳନ କରାଯିବ ପଞ୍ଚୁକ ବ୍ରତ। ତେଣୁ ଭକ୍ତଙ୍କୁ ୪ଟି ବେଶରେ ଦର୍ଶନ ଦେବେ ମହାପ୍ରଭୁ।

କଟକ ଆଠଗଡ଼ ଧବଳେଶ୍ୱର ପୀଠରେ ଆଜି ଦ୍ୱିତୀୟ ପଞ୍ଚୁକ ପାଳିତ ହେଉଛି। ଚନ୍ଦ୍ରଚୂଡ଼ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। । ଦିତୀୟ ପଞ୍ଚକରେ ଭୋରରୁ ସମସ୍ତ ନୀତିକାନ୍ତି ସମ୍ପନ୍ନ ପରେ ସର୍ବସାଧାରଣ ଦର୍ଶନ ପାଇଁ ଦ୍ୱାର ଫିଟା ଯାଇଥିଲା।

ରାତି ପାହିଲେ ଧବଳେଶ୍ଵରଙ୍କ ପୀଠରେ ପାଳନ ହେବ ବଡଓଷା । କାର୍ତ୍ତିକ ମାସର ଶେଷ ପର୍ବ ହେଉଛି ବଡ଼ ଓଷା। ଆଜି ହେଉଛି ଚୂନାକୁଟା ଦିବସ , ଆସନ୍ତା କାଲି ପ୍ରସ୍ତୁତ ହେବ ପ୍ରସିଦ୍ଧ ଗଜ ଭୋଗ ସହ ତରଣ । ସେଥିପାଇଁ ପୂଜକ ସମିତି ପକ୍ଷରୁ ସମସ୍ତ ଆୟୋଜନ କରାଯାଇଛି। ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ପୀଠରେ ବ୍ୟାପକ ପୁଲିସ ମୁତୟନ କରାଯାଇଛି।

ମହାକାର୍ତ୍ତିକର ଏହି ଶେଷ ଦିନଗୁଡ଼ିକ ସବୁଠୁ ପୁଣ୍ୟ ଦିନ ବୋଲି ବିବେଚନା କରାଯାଏ। ପ୍ରତିବର୍ଷ ଭଳି ଏଥର ମଧ୍ୟ ରାଜ୍ୟର କୋଣ ଅନୁକୋଣରୁ ଲକ୍ଷାଧିକ ଭକ୍ତ ମହାପ୍ରଭୁଙ୍କ ଦର୍ଶନ କରିବାକୁ ଆସିବେ। ତେବେ ଶ୍ରୀମନ୍ଦିର ଭିତରକାଠ ପରିବର୍ତ୍ତେ ଶ୍ରଦ୍ଧାଳୁମାନେ କେବଳ ବାହାରକାଠରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରିପାରିବେ। ଶୃଙ୍ଖଳିତ ଦର୍ଶନ ନିମନ୍ତେ ମରିଚିକୋଟ ଛକରୁ ଧାଡ଼ି ବ୍ୟବସ୍ଥା କରାଯାଇଥିବା ବେଳେ ମାର୍କେଟ୍ ଛକରୁ ସିଂହଦ୍ବାର ଏବଂ ଶ୍ରୀମନ୍ଦିର ଚତୁଃପାର୍ଶ୍ବକୁ ଯାନବାହନ ନିଷେଧାଞ୍ଚଳ (ନୋ ଭେହିକିଲ୍‌ ଜୋନ୍‌) କରାଯାଇଛି।

Share196Tweet123
M M

M M

ଆଜିର ପାଗ

Bhubaneswar
May 9, 2026, 2:36 AM
 
SSW
Thunderstorm
26°C
1.8 m/s
Apparent: 32°C
Pressure: 1009 mb
Humidity: 96%
Winds: 1.8 m/s SSW
Windgusts: 8.6 m/s
UV-Index: 0
Precip.: 0mm /24% / Rain
Sunrise: 5:12 AM
Sunset: 6:13 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom