• Latest
  • Trending
ଭିଜିଲାନ୍ସ ଜାଲରେ ସରକାରୀ ବାବୁ: ଅମାପ ଧନସମ୍ପତ୍ତି ଠାବ

ଭିଜିଲାନ୍ସ ଜାଲରେ ସରକାରୀ ବାବୁ: ଅମାପ ଧନସମ୍ପତ୍ତି ଠାବ

Aug-05-2024 01:13 PM IST
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

Dec-12-2025 07:14 AM IST

ଆମେରିକା-ପାକିସ୍ତାନ ବୃହତ୍ ଅସ୍ତ୍ରଶସ୍ତ୍ର ଚୁକ୍ତି : F-16 ପୁଣି କିଣିବ ପାକିସ୍ତାନ

Dec-11-2025 07:38 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

Dec-11-2025 07:10 PM IST
ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

Dec-11-2025 04:33 PM IST
ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

Dec-11-2025 08:36 AM IST
ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

Dec-11-2025 07:08 AM IST
ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

Dec-11-2025 06:21 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-11-2025 06:11 AM IST
ବିଧାୟକଙ୍କ ଦରମା ଦେଶରେ ସର୍ବାଧିକ: ‘ବିଲ୍’ ପାସ୍ ପରେ ସାଧାରଣରେ ଅସନ୍ତୋଷ

ବିଧାୟକଙ୍କ ଦରମା ଦେଶରେ ସର୍ବାଧିକ: ‘ବିଲ୍’ ପାସ୍ ପରେ ସାଧାରଣରେ ଅସନ୍ତୋଷ

Dec-10-2025 11:01 PM IST
ସୋନିଆଙ୍କୁ ମୋକିମଙ୍କ ଚିଠି; ପିସିସି ସଭାପତିଙ୍କ ବିଫଳତାକୁ ନେଇ ରାଜ୍ୟ କଂଗ୍ରେସରେ କମ୍ପନ

ସୋନିଆଙ୍କୁ ମୋକିମଙ୍କ ଚିଠି; ପିସିସି ସଭାପତିଙ୍କ ବିଫଳତାକୁ ନେଇ ରାଜ୍ୟ କଂଗ୍ରେସରେ କମ୍ପନ

Dec-10-2025 10:19 PM IST
  • About
  • Careers
  • Contact Us
Friday, December 12, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଭିଜିଲାନ୍ସ ଜାଲରେ ସରକାରୀ ବାବୁ: ଅମାପ ଧନସମ୍ପତ୍ତି ଠାବ

by M M
Aug-05-2024 01:13 PM IST
in ବଡ଼ ଖବର, ଭିଡ଼ିଓ, ରାଜ୍ୟ
0
ଭିଜିଲାନ୍ସ ଜାଲରେ ସରକାରୀ ବାବୁ: ଅମାପ ଧନସମ୍ପତ୍ତି ଠାବ
491
SHARES
1.4k
VIEWS
Share on FacebookShare on Twitter

ଭିଜିଲାନ୍ସ ଜାଲରେ ସରକାରୀ ବାବୁଙ୍କ ଠିକଣାରା ଚାଲିଛି ଚଢ଼ାଉ। ଓଡ଼ିଶା ବ୍ରିଜ ଆଣ୍ଡ କନଷ୍ଟ୍ରକସନ କର୍ପୋରେସନ, ଓବିସିସିର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କ ୧୨ଟି ଠିକଣାରେ ଚାଲିଛି ଚଢ଼ାଉ। ।୨୫ରୁ ଅଧିକ ସୁନା ମୁଦି, ପାଖାପାଖି ୩୦ଟି ସୁନା ହାର ଏହାସହ ଅନ୍ୟ ଅଳଙ୍କାର ଜବତ କରିଛି ଭିଜିଲାନ୍ସ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ କାର୍ଯ୍ୟାଳୟ ସମେତ କଟକ, ଭୁବନେଶ୍ୱର, ଭଦ୍ରକ, ଯାଜପୁର ଓ ଖୋର୍ଦ୍ଧାର ୧୨ଟି ଠିକଣାରେ ଖୋଳତାଡ଼ କରୁଛନ୍ତି ଭିଜିଲାନ୍ସ ଟିମ୍। ବାରବାଟୀ ଷ୍ଟାଡିୟମରେ ଥିବା ତାଙ୍କ କାର୍ୟ୍ୟାଳୟ, ଭୁବନେଶ୍ୱର ପାଣ୍ଡରାରେ ଥିବା ତାଙ୍କ ବାସଭବନ, ଚନ୍ଦ୍ରଶେଖରପୁରରେ ଥିବା ଆପାର୍ଟମେଣ୍ଟ, ଭଦ୍ରକ ଆଚାର୍ୟ୍ୟ ନଗରରେ ଥିବା ଦୁଇ ମହଲା କୋଠା, ଯାଜପୁର, କଟକ ଓ ଖୋର୍ଦ୍ଧାରେ ଥିବା ପ୍ଲଟରେ ଚାଲିଛି ଚଢ଼ାଉ। ଭଦ୍ରକରେ ଥିବା ଦୁଇଟି ପୈତୃକ ଘର, ଯାଜପୁର ଓ ଖୋର୍ଦ୍ଧାରେ ଘନିଷ୍ଠ ସହଯୋଗୀଙ୍କ ଘର ଓ ଭୁବନେଶ୍ୱର ନୟାପଲ୍ଲୀରେ ପ୍ରଦୀପ କୁମାର ରଥଙ୍କ ପୁଅଙ୍କ ଔଷଧ ଦୋକାନରେ ବି ଚଢ଼ାଉ କରୁଛି ଭିଜିଲାନ୍ସ।

Tags: newsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
December 12, 2025, 11:25 AM
 

NNW
Clear sky
25°C
0.9 m/s
Apparent: 28°C
Pressure: 1015 mb
Humidity: 51%
Winds: 0.9 m/s NNW
Windgusts: 3.8 m/s
UV-Index: 5.9
Precip.: 0mm /0% / Rain
Sunrise: 6:12 AM
Sunset: 5:07 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025

ଆମେରିକା-ପାକିସ୍ତାନ ବୃହତ୍ ଅସ୍ତ୍ରଶସ୍ତ୍ର ଚୁକ୍ତି : F-16 ପୁଣି କିଣିବ ପାକିସ୍ତାନ

December 11, 2025
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

December 11, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom