• Latest
  • Trending
ମହାକାଶଯାତ୍ରାରେ ଶୁଭାଂଶୁ ଶୁକ୍ଲା

ମହାକାଶଯାତ୍ରାରେ ଶୁଭାଂଶୁ ଶୁକ୍ଲା

Jun-25-2025 09:34 AM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

Jan-31-2026 11:27 PM IST
ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

Jan-31-2026 11:25 PM IST
ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

Jan-31-2026 11:22 PM IST
  • About
  • Careers
  • Contact Us
Sunday, February 1, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ମହାକାଶଯାତ୍ରାରେ ଶୁଭାଂଶୁ ଶୁକ୍ଲା

by newsroom
Jun-25-2025 09:34 AM IST
in ଦେଶ ବିଦେଶ, ବଡ଼ ଖବର
0
ମହାକାଶଯାତ୍ରାରେ ଶୁଭାଂଶୁ ଶୁକ୍ଲା
492
SHARES
1.4k
VIEWS
Share on FacebookShare on Twitter

ମହାକାଶ ଗଲେ ଶୁଭାଂଶୁ ଶୁକ୍ଳା । ସ୍ପେସ୍ ଏକ୍ସର ଆକ୍ସିୟମ ମିଶନ-୪ର ସଫଳ ଉତକ୍ଷେପଣ ପରେ ସେ ମହାକାଶ ଯାତ୍ରାରେ ଅଛନ୍ତି । ନାସାର କେନେଡି ସେଣ୍ଟରରୁ ଫାଲକନ୍-୯ ରକେଟ୍ ର ସଫଳ ଉତକ୍ଷେପଣ ହୋଇଛି । ଏହି ଉତକ୍ଷେପଣ ସହ ମହାକାଶକୁ ଯାଇଛନ୍ତି ଗ୍ରୁପ କ୍ୟାପଟେନ୍ ଶୁଭାଂଶୁ ଶୁକ୍ଳା । ମହାକାଶକୁ ଉଡାଣ ଭରି ଭାରତ ପାଇଁ ଇତିହାସ ରଚିଛନ୍ତି ଶୁଭାଂଶୁ । ୪୧ ବର୍ଷ ପରେ ମହାକାଶ ଯାଇଛନ୍ତି ୨ୟ ଭାରତୀୟ । ୧୯୮୪ ମସିହାରେ ରାକେଶ ଶର୍ମା ପ୍ରଥମ ଭାରତୀୟ ଭାବେ ମହାକାଶ ଯାତ୍ରା କରିଥିଲେ ।
ଦୀର୍ଘ 41 ବର୍ଷ ପରେ ଶୁଭାଂଶୁ ଶୁକ୍ଳା ପାଲଟିଛନ୍ତି ୨ୟ ଭାରତୀୟ । ଯିଏ ମହାକାଶକୁ ଯାତ୍ରା କରିଛନ୍ତି । ମହାକାଶରେ ପହଁଚିବା ପୂର୍ବରୁ ସେ ଭାରତ ପାଇଁ ବାର୍ତ୍ତା ଦେଇଛନ୍ତି । ସେ ସମସ୍ତ ଭାରତୀୟଙ୍କୁ ନମସ୍କାର ଜଣାଇଛନ୍ତି । କହିଛନ୍ତି ମୋର ପ୍ରିୟ ଦେଶବାସୀ । ଏହା ହେଉଛି ଏହା ଏକ ଚମତ୍କାର ଯାତ୍ରା । ଭାରତ ୪୧ ବର୍ଷ ପରେ ପୁଣି ଥରେ ମହାକାଶକୁ ଫେରିଛି । ଆମେ ସେକେଣ୍ଡ ପ୍ରତି ୭.୫ କିଲୋମିଟର ବେଗରେ ପୃଥିବୀ ଚାରିପାଖରେ ଘୁରୁଛୁ । ମୋ କାନ୍ଧରେ ତ୍ରିରଙ୍ଗା ଲଗାଯାଇଛି, ଯାହା ମତେ କହୁଛି ଯେ ମୁଁ ତୁମ ସମସ୍ତଙ୍କ ସହିତ ଅଛି । ମୋର ଏହି ଯାତ୍ରା ଆନ୍ତର୍ଜାତୀୟ ମହାକାଶ ଷ୍ଟେସନ ପାଇଁ ନୁହେଁ ବରଂ ଭାରତର ମାନବ ମହାକାଶ କାର୍ଯ୍ୟକ୍ରମ ପାଇଁ । ମୁଁ ଚାହେଁ ସମସ୍ତେ ଏହି ଯାତ୍ରାର ଅଂଶ ହୁଅନ୍ତୁ । ସମସ୍ତଙ୍କ ଛାତି ଗର୍ବରେ ଫୁଲିଉଠୁ । ଜୟ ହିନ୍ଦ , ଜୟ ଭାରତ । ୧୯୮୪ ପରେ ୨୦୨୫ରେ ଭାରତ ଇତିହାସରେ ପୁଣି ଶୁଭାଂଶୁ ଶୁକ୍ଲାଙ୍କ ନାମ ଯୋଡି ହୋଇ ଯାଇଛି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି”ଭାରତ, ହଙ୍ଗେରୀ, ପୋଲାଣ୍ଡ ଏବଂ ଆମେରିକାର ମହାକାଶଚାରୀମାନଙ୍କୁ ନେଇ ମହାକାଶ ମିଶନର ସଫଳ ଉତକ୍ଷେପଣକୁ ଆମେ ସ୍ୱାଗତ କରୁଛୁ। ଭାରତୀୟ ମହାକାଶଚାରୀ, ଗ୍ରୁପ୍ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ ପରିଦର୍ଶନ କରିବାରେ ପ୍ରଥମ ଭାରତୀୟ ହେବାକୁ ଯାଉଛନ୍ତି। ସେ ତାଙ୍କ ସହିତ 1.4 ବିଲିୟନ ଭାରତୀୟଙ୍କ ଇଚ୍ଛା, ଆଶା ଏବଂ ଆକାଂକ୍ଷା ବହନ କରୁଛନ୍ତି। ସଫଳତା ପାଇଁ ତାଙ୍କୁ ଏବଂ ଅନ୍ୟ ମହାକାଶଚାରୀଙ୍କୁ ଶୁଭକାମନା,” ପ୍ରଧାନମନ୍ତ୍ରୀ ମୋଦି X ରେ ଲେଖିଛନ୍ତି।

Share197Tweet123
newsroom

newsroom

ଆଜିର ପାଗ

Bhubaneswar
February 1, 2026, 10:53 PM
 

SE
Overcast
21°C
0.4 m/s
Apparent: 24°C
Pressure: 1017 mb
Humidity: 95%
Winds: 0.4 m/s SE
Windgusts: 5.2 m/s
UV-Index: 0
Precip.: 0mm /0% / Rain
Sunrise: 6:22 AM
Sunset: 5:37 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

February 1, 2026
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

February 1, 2026
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

February 1, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom