• Latest
  • Trending

୭୦ବର୍ଷରୁ ଅଧିକ ବୟସ୍କ ନାଗରିକଙ୍କ ପାଇଁ ୧୨,୮୫୦କୋଟି ଟଙ୍କା ମୂଲ୍ୟର ସ୍ୱାସ୍ଥ୍ୟ ସେବା

Oct-29-2024 05:36 PM IST
odisha.newsroom.in

ବଙ୍ଗଳା ଓ ଆସାମରେ ବିଜେପିର ଦବଦବା…ତାମିଲନାଡୁରେ ବିଜୟଙ୍କ ‘ବ୍ଲକବଷ୍ଟର’ ଏଣ୍ଟ୍ରି

May-04-2026 06:52 PM IST
odisha.newsroom.in

ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ କିଏ ? ଚର୍ଚ୍ଚାରେ ଏହି ନେତାଙ୍କ ନାମ…

May-04-2026 06:12 PM IST
odisha.newsroom.in

ତାମିଲନାଡୁରେ ଅଟୋ ଚାଳକଙ୍କ କମାଲ…ବଡ଼ ନେତାଙ୍କୁ ହରାଇଦେଲେ

May-04-2026 05:13 PM IST
odisha.newsroom.in

TMC କାର୍ଯ୍ୟାଳୟ ଖାଁ ଖାଁ…ମମତାଙ୍କ ଘର ଆଗରେ ‘ଜୟ ଶ୍ରୀରାମ’ ନାରା

May-04-2026 03:02 PM IST
odisha.newsroom.in

ପୁଡୁଚେରୀ ନିର୍ବାଚନ ଫଳାଫଳ: ପୁଣି ଥରେ କ୍ଷମତା ଆଡ଼କୁ ବିଜେପି ମେଣ୍ଟ, ପଛରେ ପଡ଼ିଲା କଂଗ୍ରେସ

May-04-2026 12:42 PM IST
odisha.newsroom.in

ତାମିଲନାଡୁରେ’TVK’ ମ୍ୟାଜିକ୍: ବିଜୟଙ୍କ ଘର ଆଗରେ ପୋଲିସ୍ ଛାଉଣୀ କାହିଁକି ?

May-04-2026 12:18 PM IST
odisha.newsroom.in

କେରଳରେ ବଡ଼ ବିଜୟ ଆଡ଼କୁ UDF…LDF କର୍ମୀଙ୍କ ମଧ୍ୟରେ ନିରାଶା…

May-04-2026 11:58 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କ ଦବଦବା…ଛତ୍ରଭଙ୍ଗ ଦେଲେଣି DMK କର୍ମୀ

May-04-2026 11:20 AM IST
odisha.newsroom.in

ବେଙ୍ଗଲରେ ବିଜେପି ଆଗରେ, ତାମିଲନାଡୁରେ ବିଜୟଙ୍କ TVK ର କମାଲ

May-04-2026 10:37 AM IST
odisha.newsroom.in

ପ୍ରାରମ୍ଭିକ ଟ୍ରେଣ୍ଡରେ ମମତାଙ୍କୁ ପଛରେ ପକାଇଲେ ଶୁଭେନ୍ଦୁ ଅଧିକାରୀ

May-04-2026 09:54 AM IST
  • About
  • Careers
  • Contact Us
Monday, May 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

୭୦ବର୍ଷରୁ ଅଧିକ ବୟସ୍କ ନାଗରିକଙ୍କ ପାଇଁ ୧୨,୮୫୦କୋଟି ଟଙ୍କା ମୂଲ୍ୟର ସ୍ୱାସ୍ଥ୍ୟ ସେବା

by M M
Oct-29-2024 05:36 PM IST
in ଦେଶ ବିଦେଶ, ସ୍ୱାସ୍ଥ୍ୟ ଏବଂ ଜୀବନଶୈଳୀ
0
491
SHARES
1.4k
VIEWS
Share on FacebookShare on Twitter

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ (ଏବି ପିଏମ-ଜେଏୱାଇ) ଅଧୀନରେ ୭୦ ବର୍ଷରୁ ଅଧିକ ବୟଷର ସମସ୍ତ ବରିଷ୍ଠ ନାଗରିକଙ୍କୁ ସ୍ୱାସ୍ଥ୍ୟ ବୀମା ପ୍ରଦାନକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିରେ ୬କୋଟି ବରିଷ୍ଠ ନାଗରିକଙ୍କ ସହ ପାଖାପାଖି ୪.୫ କୋଟି ପରିବାରକୁ ଲାଭ ଦେବା ଉଦ୍ଦେଶ୍ୟରେ ପାରିବାରିକ ଭିତ୍ତିରେ ୫ ଲକ୍ଷ ଟଙ୍କାର ମାଗଣା ସ୍ୱାସ୍ଥ୍ୟ ବୀମା ସୁରକ୍ଷା ପ୍ରଦାନ କରିବାକୁ ଲକ୍ଷ୍ୟ ରଖାଯାଇଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଧନତେରାସ ଅବସରରେ ଦେଶର ବରିଷ୍ଠ ନାଗରିକମାନଙ୍କୁ ସ୍ବାସ୍ଥ୍ୟବୀମା ଉପହାର ଦେଇଛନ୍ତି। ଏହା ଅନ୍ତର୍ଗତ ବରିଷ୍ଠ ନାଗରିକଙ୍କ ପାଇଁ ୧୨,୮୫୦କୋଟି ଟଙ୍କା ମୂଲ୍ୟର ସ୍ୱାସ୍ଥ୍ୟ ସେବା ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି।  ମୋଦୀଙ୍କ ଏହି ଘୋଷଣା ଅନୁଯାୟୀ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ( ପିଏମଜେଏୱାଇ ) ରେ ମଧ୍ୟ ପରିବର୍ତ୍ତନ କରାଯାଇଛି । ଯାହାର ପ୍ରତ୍ୟକ୍ଷ ସୁବିଧା ୭୦ବର୍ଷରୁ ଅଧିକ ବୟସ୍କ ନାଗରିକଙ୍କ ପାଇଁ ଉପଲବ୍ଧ ହେବ।

Share196Tweet123
M M

M M

ଆଜିର ପାଗ

Bhubaneswar
May 4, 2026, 9:30 PM
 

S
Overcast
26°C
2.6 m/s
Apparent: 32°C
Pressure: 1010 mb
Humidity: 92%
Winds: 2.6 m/s S
Windgusts: 11 m/s
UV-Index: 0
Precip.: 5.1mm /76% / Rain
Sunrise: 5:15 AM
Sunset: 6:11 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom