ପିଏମ୍ ଆବାସ ଯୋଜନାରେ ହିତାଧିକାରୀଙ୍କୁ ମିଳୁଥିବା ସହାୟତା ରାଶିର ପରିମାଣ ବୃଦ୍ଧି ପାଇବ । ଖୁବଶୀଘ୍ର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀଙ୍କୁ ୧ ଲକ୍ଷ ୨୦ ହଜାର ବଦଳରେ ୧ ଲକ୍ଷ ୮୦ ହଜାର ଟଙ୍କା ମିଳିବ । ଏନେଇ ଖୁବଶୀଘ୍ର ସମ୍ପୂର୍ଣ୍ଣ ଗାଇଡଲାଇନ ଆସିବ । ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ । ଆସନ୍ତୁ ଦେଖିବା ରିପୋର୍ଟ