• Latest
  • Trending
ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

Oct-22-2025 03:43 PM IST
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

Nov-17-2025 10:01 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Nov-17-2025 09:04 AM IST
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

Nov-16-2025 11:51 AM IST
ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

Nov-16-2025 11:13 AM IST
ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

Nov-16-2025 11:04 AM IST
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

Nov-16-2025 10:06 AM IST

କ’ଣ କହୁଛି ଆଜିର ରାଶିଫଳ

Nov-16-2025 10:01 AM IST
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

Nov-15-2025 07:06 PM IST
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

Nov-15-2025 06:59 PM IST

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

Nov-15-2025 06:50 PM IST
  • About
  • Careers
  • Contact Us
Monday, November 17, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଅପରାଧ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ

by M M
Oct-22-2025 03:43 PM IST
in ଅପରାଧ, ବଡ଼ ଖବର
0
ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ
492
SHARES
1.4k
VIEWS
Share on FacebookShare on Twitter

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ରାଜନୈତିକ କାରଣ ରହିଛି । ଏହା କହିଛି ପୋଲିସ । ତଦନ୍ତ ବେଳେ  ବ୍ରହ୍ମପୁର ପୋଲିସ ବିଜେଡିର ନେତାମାନେ ଏହି ହତ୍ୟାକାଣ୍ଡ ଭିଆଇବାରେ ସହଯୋଗ କରିଥିଲ ବୋଲି ପୋଲିସ ଜାଣିପାରିଛି ।  ଗଞ୍ଜାମ ଜିଲା ବିଜେଡି ସଭାପତି ତଥା ବ୍ରହ୍ମପୁର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା(୫୧) ସମେତ ମୋଟ୍‌ ୧୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଏହି ୧୨ ଜଣଙ୍କ ମଧ୍ୟରେ ବ୍ରହ୍ମପୁରର ପୂର୍ବତନ ମେୟର ଶିବଶଙ୍କର ଦାସ ଓରଫ ପିଣ୍ଟୁ(୪୯) ଏବଂ ବର୍ତ୍ତମାନର ୪୧ ନମ୍ବର ଓ୍ବାର୍ଡ କର୍ପୋରେଟର ମଳୟ ବିଷୋୟୀ(୫୮), ବିଜେଡି ନେତା ମଦନ ଦଳାଇ(୫୦), ବନ୍ଥପଲିର ଛାତ୍ରନେତା ଯୋଗୀ ରାଉତ(୨୫) ରହିଛନ୍ତି। ସେହିପରି ଅନ୍ୟ ଅଭିଯୁକ୍ତମାନେ ହେଲେ ନୟାଗଡ଼ ଚାନ୍ଦପୁରର ରାଜେନ୍ଦ୍ର ସାହୁ(୨୩) ଓ ବନ୍ଥାପଲିର କାଳୁଚରଣ ଭୂୟାଁ(୩୯), ଚିଣ୍ଟୁ ପ୍ରଧାନ(୨୫), ହିଞ୍ଜିଳିକାଟୁର ବିପିନ ସ୍ବାଇଁ (୩୫), ପ୍ରିୟାପୁର ଖଦାଳ ସାହିର ସୀମାଞ୍ଚଳ ନାୟକ(୩୦), ବିହାର ରାଜ୍ୟର ସିସିପାଲ କୁମାର ପାଶଓ୍ବାନ(୨୫) ଓ କୁନ୍ଦନ କୁମାର(୨୨) । ଏହା ଏକ ରାଜନୈତିକ ଓ ବ୍ୟବସାୟିକ ଶତ୍ରୁତା ଥିଲା ବୋଲି ବ୍ରହ୍ମପୁର ଏସ୍‌ପି ଡା ସର୍ବନା ବିବେକ ଏମ୍‌ ସୂଚନା ଦେଇଛନ୍ତି । ବିକ୍ରମ ଓ ପିଣ୍ଟୁ ଦାସ ମିଳିତ ଭାବେ ଏହି ଷଡ଼ଯନ୍ତ୍ର କରିଥିବା ବେଳେ ଅନ୍ୟମାନେ ଏହାକୁ କାର୍ଯ୍ୟକାରୀ କରାଇଥିଲେ। ମୋଟ ୫୦ ଲକ୍ଷ ଟଙ୍କାର ଡିଲ୍‌ ହୋଇଥିବା ବେଳେ ସୁଟରମାନେ ଆଗୁଆ ୧୦ ଲକ୍ଷ ନେଇଥିଲେ। ପୋଲିସ ଅଭିଯୁକ୍ତଙ୍କଠାରୁ ୨ ଟି ବନ୍ଧୁକ, ଏକାଧିକ ମୋବାଇଲ ଜବତ କରିଛି । ଏହି ମାମଲାରେ ଅଭିଯୁକ୍ତ ଥିବା ସୁଦର୍ଶନ ଜେନା କୁରୁପତି ଭୂୟାଁ ଓ ଉମା ବିଷୋୟୀ ଏବେ ମଧ୍ୟ ଫେରାର ଅଛନ୍ତି ବୋଲି ଏସ୍‌ପି କହିଛନ୍ତି।

Share197Tweet123
M M

M M

ଆଜିର ପାଗ

Bhubaneswar
November 17, 2025, 11:34 PM
 

NNE
Overcast
18°C
0.7 m/s
Apparent: 18°C
Pressure: 1016 mb
Humidity: 73%
Winds: 0.7 m/s NNE
Windgusts: 7.6 m/s
UV-Index: 0
Precip.: 0mm /0% / Rain
Sunrise: 5:57 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

November 17, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

November 17, 2025
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

November 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom