• Latest
  • Trending
ଆଳୁ ସମସ୍ୟା ସମାଧାନ ପାଇଁ ସରକାରଙ୍କ ଆନ୍ତରିକତା ଅଭାବ ସମସ୍ୟାକୁ ଗମ୍ଭୀର କରୁଛି: ବିଜେଡି

ଆଳୁ ସମସ୍ୟା ସମାଧାନ ପାଇଁ ସରକାରଙ୍କ ଆନ୍ତରିକତା ଅଭାବ ସମସ୍ୟାକୁ ଗମ୍ଭୀର କରୁଛି: ବିଜେଡି

August 10, 2024

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଜାମିନ

August 6, 2025

ରିସେପ୍ସନ ଦେଲେ ପିନାକୀ-ମହୁଆ

August 6, 2025
ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

August 3, 2025

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

July 10, 2025
  • About
  • Careers
  • Contact Us
Friday, August 8, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଆଳୁ ସମସ୍ୟା ସମାଧାନ ପାଇଁ ସରକାରଙ୍କ ଆନ୍ତରିକତା ଅଭାବ ସମସ୍ୟାକୁ ଗମ୍ଭୀର କରୁଛି: ବିଜେଡି

by M M
August 10, 2024
in ବଡ଼ ଖବର, ରାଜ୍ୟ
0
ଆଳୁ ସମସ୍ୟା ସମାଧାନ ପାଇଁ ସରକାରଙ୍କ ଆନ୍ତରିକତା ଅଭାବ ସମସ୍ୟାକୁ ଗମ୍ଭୀର କରୁଛି: ବିଜେଡି
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ୱର: ଆଳୁ ସମସ୍ୟା ସମାଧାନ ପାଇଁ ସରକାରଙ୍କ ଆନ୍ତରିକତା ଅଭାବ ରହିଥିବା ବିଜେଡି କହିଛି । ସରକାରଙ୍କ ପାଇଁ ଏହି ସମସ୍ୟା ବଢ଼ି ବଢ଼ି ଚାଲିଛି ବୋଲି  ବିରୋଧୀ ଦଳ ମୁଖ୍ୟସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ କହିଛନ୍ତି ।  ବିଗତ ପ୍ରାୟ ଏକ ମାସ ଧରି ରାଜ୍ୟରେ ଆଳୁ ସମସ୍ୟା ଦେଖା ଦେଇଛି ଯାହା ଥମିବାର ନା ନେଉନାହିଁ । ରାଜ୍ୟ ସରକାରଙ୍କ ଆଳୁ ମହଜୁତକାରୀଙ୍କ ଉପରେ କୋହଳ ମନୋଭାବ ଓ ଆଳୁ ସମସ୍ୟାର ସମାଧାନ ପାଇଁ ଆନ୍ତରିକତାର ଅଭାବ ଯୋଗୁ ସମସ୍ୟା ଯେଉଁଠିକୁ ସେଇଠି ରହିଛି । ସରକାର ଆଳୁ ଦର ନିୟନ୍ତ୍ରଣରେ ରହିଥିବା ଦାବି କରୁଥିଲେ ମଧ୍ୟ ଆଳୁ ଦର କିଲୋ ପଚାଶ ଟଙ୍କା ରହିଛି । ଅନ୍ୟ ରାଜ୍ୟରୁ ଆଳୁ ଆଣିବା ନେଇ ସମସ୍ୟା ଥିବା କଥା କୁହା ଯାଉଥିଲେ ମଧ୍ୟ କିଛି ଅସାଧୁ ବ୍ୟବସାୟୀଙ୍କ ଦ୍ୱାରା ଆଳୁ ମହଜୁତ ରଖାଯାଇ ବଜାରରେ କୁତ୍ରିମ ଅଭାବ ସୃଷ୍ଟି କରାଯାଉଛି ।
ଏହି ସମସ୍ୟା ପ୍ରତି ବିଜେପି ସରକାରଙ୍କ ଉଦାସିନତା ପରିସ୍ଥିତିକୁ ଅଧିକ ଗମ୍ଭୀର କରିଛି । ଆଳୁ ମହଜୁତ ରଖୁଥିବା ଅସାଧୁ ବ୍ୟବସାୟୀଙ୍କ ଭାରତୀୟ ଜନତା ପାର୍ଟି ସହିତ ନିବିଡ଼ ସମ୍ପର୍କ ରହିଥିବାରୁ, ସରକାର ଏ ପର୍ଯ୍ୟନ୍ତ ଏହି ଅସାଧୁ ବ୍ୟବସାୟୀମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉନାହାନ୍ତି । ବିଜେପି ସରକାର ଓଡ଼ିଶାରେ ନାଫେଡର ସହଯୋଗରେ ଆଳୁ ସପ୍ତାହକ ଭିତରେ ଉପଲବ୍ଧ କରିବାକୁ କହୁଛନ୍ତି, କିନ୍ତୁ ଏବେ ପରିସ୍ଥିତିରେ ଲାଗୁଛି ଯେ ଆଗାମୀ ୧୫ ଦିନ ମଧ୍ୟରେ ସ୍ଥିତି ସାଧାରଣ ହେବ ନାହିଁ ଏବଂ ଓଡ଼ିଶାର ସାଧାରଣ ଲୋକ ଆଗାମୀ ୧୫ ଦିନ ପର୍ଯ୍ୟନ୍ତ ସମସ୍ୟା ଭୋଗିବେ ।
ସେହିପରି ବଜାରରେ ଅନ୍ୟାନ୍ୟ ପନିପରିବା ଦର ମଧ୍ୟ ଆକାଶ ଛୁଆଁ ହୋଇଛି । ପନିପରିବା ଦର ନିୟନ୍ତ୍ରଣ ପ୍ରତି ସରକାରଙ୍କ ନିଘା ନାହିଁ । ଓଲଟା ମନ୍ତ୍ରୀ ପନିପରିବା ଦର ନିୟନ୍ତ୍ରଣ କରିବାରେ ସରକାରଙ୍କ କୌଣସି ଭୂମିକା ନାହିଁ ବୋଲି ଦେଇଥିବା ମନ୍ତବ୍ୟ ଗ୍ରହଣୀୟ ନୁହେଁ । ବିଜେପି ସରକାର ତୁରନ୍ତ ଆଳୁ ସମସ୍ୟାର ସମଧାନ ପାଇଁ ପଦକ୍ଷେପ ନିଅନ୍ତୁ । ଆବଶ୍ୟକ ଅନୁସାରେ, ଏସମା ଆଇନ ଲାଗୁକରିବା କଥା ଚିନ୍ତା କରନ୍ତୁ ବୋଲି ଶ୍ରୀମତୀ ମଲ୍ଲିକ କହିଛନ୍ତି ।

Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଜାମିନ

August 6, 2025

ରିସେପ୍ସନ ଦେଲେ ପିନାକୀ-ମହୁଆ

August 6, 2025
ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

August 3, 2025

Weather

Bhubaneswar
August 8, 2025, 4:55 am
 

SSW
Slight rain
27°C
0.7 m/s
Apparent: 33°C
Pressure: 1006 mb
Humidity: 88%
Winds: 0.7 m/s SSW
Windgusts: 4.8 m/s
UV-Index: 1.6
Precip.: 20.3mm /83% / Rain
Sunrise: 5:24 am
Sunset: 6:20 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom